• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବୈଧ ବାଲି ଓ ପଥର ଚାଲାଣ ବିରୋଧରେ ୫୨ ଦିନରେ ୫୯ ଜଣ ଗିରଫ, ୮୯ଟି ଗାଡି ଜବତ

Proprietor Abhimanyu Maharana by Proprietor Abhimanyu Maharana
February 23, 2026
in ଓଡ଼ିଶା, ପୁରୀ, ହୋମ୍
0
ଅବୈଧ ବାଲି ଓ ପଥର ଚାଲାଣ ବିରୋଧରେ ୫୨ ଦିନରେ ୫୯ ଜଣ ଗିରଫ, ୮୯ଟି ଗାଡି ଜବତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ପୁରୀ ଜିଲ୍ଲାରେ ଅବୈଧ ବାଲି ଓ ପଥର ଖନନ, ପରିବହନ ଏବଂ ଅନଧିକୃତ ବ୍ୟବସାୟକୁ ରୋକିବା ପାଇଁ ପୁରୀ ପୋଲିସ ଦ୍ୱାରା ୨୦୨୬ ମସିହାର ଆରମ୍ଭରୁ ଏପର୍ଯ୍ୟନ୍ତ ନିୟମିତ, ସଂଗଠିତ ଓ କଠୋର ଭାବରେ ବିଶେଷ ଅଭିଯାନ ଚାଲିଆସୁଛି। ଏହି ଅଭିଯାନର ପ୍ରମୁଖ ଉଦ୍ଦେଶ୍ୟ ହେଉଛି ପରିବେଶ ସୁରକ୍ଷା, ସରକାରୀ ରାଜସ୍ୱର ସୁରକ୍ଷା, ନଦୀ ପଥ ଓ ପ୍ରାକୃତିକ ସମ୍ପଦର ସୁରକ୍ଷଣ ସହ ସାଧାରଣ ଲୋକଙ୍କ ଜୀବନ-ଜୀବିକାକୁ ସୁରକ୍ଷିତ ରଖିବା। ଗତ ୫୨ ଦିନ ମଧ୍ୟରେ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଅବୈଧ ବାଲି ଓ ପଥର ଖନନ ଏବଂ ଚାଲାଣ ସମ୍ପର୍କିତ ମୋଟ ୬୩ଟି ମାମଲା ରୁଜୁ କରାଯାଇଛି ।

ଏହି ସମସ୍ତ ମାମଲାରେ କଠୋର ତଦନ୍ତ କରାଯାଇ ମୋଟ ୫୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯାନ ସମୟରେ ଅବୈଧ ଭାବେ ବାଲି, ମାଟି ଓ ପଥର ପରିବହନରେ ବ୍ୟବହୃତ ୭୩ଟି ମାଲବାହୀ ଯାନବାହନ ଓ ୨ଟି ଜେସିବି ମେସିନ୍ ଜବତ କରାଯାଇଛି। ଏହା ସହିତ ୧୪ଟି ଯାନବାହନକୁ ମାଇନିଂ ବିଭାଗଙ୍କୁ ହସ୍ତାନ୍ତର କରାଯାଇଛି । ଚଳିତ ବର୍ଷରେ ଏପର୍ଯ୍ୟନ୍ତ ପଞ୍ଜିକୃତ ହୋଇଥିବା ୬୩ଟି ନୂତନ ମାମଲା ଏହି ଅଭିଯାନର ତୀବ୍ରତା ଓ କାର୍ଯ୍ୟକୁଶଳତାକୁ ସ୍ପଷ୍ଟ କରୁଛି। ପୂର୍ବବର୍ଷରେ ମୋଟ ୧୪୬ଟି ଅବୈଧ ଖଣନ ସମ୍ପର୍କିତ ମାମଲା ରେଜେଷ୍ଟ୍ରି ହୋଇଥିବାବେଳେ ଚଳିତ ବର୍ଷରେ ଆରମ୍ଭରୁ ଏହି ଅଭିଯାନକୁ ଆହୁରି ଜୋରଦାର କରାଯାଇଛି ।

ଏହି ବିଶେଷ ଅଭିଯାନକୁ ଜିଲ୍ଲାର ସମସ୍ତ ୪ଟି ସବ୍-ଡିଭିଜନ୍‌ରେ ସମନ୍ୱିତ ଭାବରେ କାର୍ଯ୍ୟକରୀ କରାଯାଇଛି ସିଟି ସବ୍-ଡିଭିଜନ୍, ପିପିଲି ସବ୍-ଡିଭିଜନ୍, ନିମାପଡ଼ା ସବ୍-ଡିଭିଜନ୍ ଓ ସଦର ସବ୍-ଡିଭିଜନ୍। ପ୍ରତ୍ୟେକ ସବ୍-ଡିଭିଜନ୍‌ର ଥାନାମାନଙ୍କୁ ସକ୍ରିୟ କରାଯାଇ ଦିନ ଓ ରାତ୍ରି ପାଟ୍ରୋଲିଂ, ନାକା ଚେକିଂ, ଆକସ୍ମିକ ରେଡ୍ ଓ ସ୍ପେଶାଲ୍ ଡ୍ରାଇଭ୍ ମାଧ୍ୟମରେ ଅବୈଧ ଖନନ ଓ ପରିବହନକୁ ରୋକିବାକୁ ପଦକ୍ଷେପ ଗ୍ରହଣ କରାଯାଉଛି। ଅନଧିକୃତ ଭାବେ ବାଲି ଓ ପଥର ପରିବହନ କରୁଥିବା ଯାନବାହନ ଜବତ ସହ ଖନନ କାର୍ଯ୍ୟରେ ବ୍ୟବହୃତ ମେସିନ୍, ସାମଗ୍ରୀ ଓ ଅନ୍ୟାନ୍ୟ ଉପକରଣ ମଧ୍ୟ ସିଜ୍ କରାଯାଇଛି ।

ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ପ୍ରଚଳିତ ଆଇନ ଅନୁଯାୟୀ ମାମଲା ରୁଜୁ କରାଯାଇ ଆଇନଗତ ପଦକ୍ଷେପ ଗ୍ରହଣ ହେଉଛି। ଅବୈଧ ବାଲି ଓ ପଥର ଖନନ ପରିବେଶ ପାଇଁ ଗୁରୁତର ହାନିକାରକ ହେବା ସହ ନଦୀ ପଥର ପରିବର୍ତ୍ତନ, ଭୂଗର୍ଭ ଜଳସ୍ତର କମିବା ଓ ପ୍ରାକୃତିକ ସମତାକୁ ବିଘ୍ନିତ କରୁଛି। ସେହିପରି ଏହି ପ୍ରକାର ଅପରାଧ ପ୍ରତି କୌଣସି ପ୍ରକାର ସୁଯଗ ଦିଆଯିବ ନାହିଁ ବୋଲି ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଆଗାମୀ ଦିନରେ ମଧ୍ୟ ଏହି ବିଶେଷ ଅଭିଯାନକୁ ଆହୁରି ତୀବ୍ର କରାଯିବ ଏବଂ ଅବୈଧ ଖଣନ, ସଞ୍ଚୟ ଓ ପରିବହନ ବିରୋଧରେ ନିୟମିତ କାର୍ଯ୍ୟାନୁଷ୍ଠାନ ଚାଲିଥିବ। ସାଧାରଣ ଲୋକଙ୍କୁ ଅନୁରୋଧ କରାଯାଉଛି ଯେ ଅବୈଧ ବାଲି କିମ୍ବା ପଥର ଖଣନ ସମ୍ପର୍କିତ କୌଣସି ସୂଚନା ମିଳିଲେ ନିକଟସ୍ଥ ଥାନା କିମ୍ବା ୧୧୨ ନମ୍ବର କୁ ଅବଗତ କରାନ୍ତୁ। ଲୋକଙ୍କ ସହଯୋଗ ଓ ସଚେତନତା ଦ୍ୱାରା ମାତ୍ର ଏହି ପ୍ରକାର ଅପରାଧକୁ ପ୍ରଭାବଶାଳୀ ଭାବରେ ରୋକାଯାଇପାରିବ ବୋଲି ପୋଲିସ ଆଶା ପ୍ରକାଶ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version