• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଲ୍ଲବୀ ନାଟ୍ୟ କଳା ପରିଷଦ ର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
February 23, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ପଲ୍ଲବୀ ନାଟ୍ୟ କଳା ପରିଷଦ ର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ବାଣପୁର  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ବାଣପୁର ଚିଲିକା ଅଞ୍ଚଳ ର ଅଞ୍ଚଳ ର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଗୁରୁ ମାନଙ୍କୁ ସମ୍ବର୍ଦ୍ଧନା ଓ ଶିଶୁ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଚିଲିକା ତଟଵର୍ତ୍ତୀ କଳିଯୁଗେଶ୍ବର ଙ୍କ ପୀଠ ପରିସର ରେ ଅନୁଷ୍ଠିତ ଏହି ସାରସ୍ବତ ସମାରୋହରେ ଚିଲିକା ବ୍ଲକ ର ପ୍ରାକ୍ତନ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ କଣ୍ଡୁରୀ ଚରଣ ପ୍ରଧାନ ଅଧ୍ୟକ୍ଷତା କରିଥିଲେ ।

ମୁଖ୍ୟ ଅତିଥି ଭାବେ ସାହିତ୍ୟ ସିନ୍ଦୂରା ର ସମ୍ପାଦକ ତଥା ପରିଡ଼ା ପାଠାଗାର ର ପ୍ରତିଷ୍ଠାତା ଗୋଲକ ବିହାରୀ ପରିଡ଼ା ଏବଂ ମୁଖ୍ୟବକ୍ତା ଭାବେ ଘିଅଖଲା ମଠପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ମନ୍ଦାକିନୀ ଦାଶ ଯୋଗଦେଇ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଶିଷ୍ଟ କବି ରବୀନ୍ଦ୍ରନାଥ ପ୍ରଧାନ, ସମାଜସେବୀ ସୁଧାକର ପ୍ରଧାନ, କବି ଶଶୀଭୂଷଣ ବରାଳ,

ସିଙ୍ଗେଶ୍ଵର ପଞ୍ଚାୟତ ର ନାଏବ ସରପଞ୍ଚ ସୁଦର୍ଶନ ସାହୁ ଯୋଗଦେଇ ପଲ୍ଲବୀ ନାଟ୍ୟ କଳା ପରିଷଦ ର ସାଂସ୍କୃତିକ ବିପ୍ଲବ ର ଭୂୟସୀ ପ୍ରଶଂସା କରିଥିଲେ। ପ୍ରାରମ୍ଭରେ ପରିଷଦ ର ସମ୍ପାଦକ ଅଶୋକ କୁମାର ପ୍ରଧାନ ବାର୍ଷିକ ବିବରଣୀ ପଠନ କରିଥିଲେ। ଏହି ଅବସରରେ କଳା କ୍ଷେତ୍ରରେ ନିରବଚ୍ଛିନ୍ନ ସାଧନା ରତ ନାଟ୍ୟ, ନ୍ରୃତ୍ୟ ଓ ସଙ୍ଗୀତ ଗୁରୁ ଉମା ମିଶ୍ର,ଗୈ।ରାଙ୍ଗ ଚରଣ ମୁଦୁଲି,ବିଜୟ କୁମାର ସାହୁ, ବିଷ୍ଣୁ ପ୍ରିୟା ବାରିକ , ଭିକାରୀ ଚରଣ ପ୍ରଧାନ, ପ୍ରମୋଦ କୁମାର ସ୍ଵାଇଁ,ମାଧବ ଚନ୍ଦ୍ର ପଲେଇ,ବିଜୟ କୁମାର ସେଠୀ ପ୍ରମୁଖ ଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା।

ପଲ୍ଲବୀ ନାଟ୍ୟ କଳା ପରିଷଦ ର ଶିଶୁ ନାଟକ ତୁ ମୋ ଆଖିର ତାରା ଏଵଂ ଅନ୍ଧ ଭକ୍ତି ର ଶିଶୁ କଳାକାର ମାନଙ୍କୁ ସମ୍ମାନିତ କରାଯାଇଥିବା ବେଳେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ରେ ଶ୍ରେଷ୍ଠ ଅଭିନେତ୍ରୀ ଶିବାନୀ ସ୍ବାଇଁ ଏବଂ ଜାତୀୟ ପୁରସ୍କାର ଲାଭ କରିଥିବା ପରୀ ବେହେରା ଓ ବୈଷ୍ଣବ ଯୁଝାର ସିଂହ ଙ୍କୁ ଟ୍ରଫି ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ସମସ୍ତ କାର୍ଯ୍ୟ କ୍ରମର ମଞ୍ଚ ସଞ୍ଚାଳନ କରିଥିଲେ ବିଶିଷ୍ଟ କବି ତଥା ବରିଷ୍ଠ ଶିକ୍ଷକ ଗୋପୀନାଥ ଦାଶ । ଧନ୍ୟବାଦ ପ୍ରଦାନ କରିଥିଲେ ପରିଷଦର ସଭାପତି ପ୍ରୃଥ୍ଵୀଧର ପ୍ରଧାନ । ସହଯୋଗ କରିଥିଲେ ଓମ୍ କୁମାର ଦେବଦତ୍ତ, ଜିତେନ୍ଦ୍ର କୁମାର ସାହୁ, ସୁଶାନ୍ତ କୁମାର ସାହୁ,ଆକାଶ ସ୍ଵାଇଁ, ପଞ୍ଚାନନ ଜେନା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version