• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 23, 2026
in ଓଡ଼ିଶା, ଗଜପତି, ହୋମ୍
0
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
Share on FacebookShare on TwitterWhatsapp

ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଗଜପତି ଜିଲ୍ଲା ନୂଆଗଡ ବ୍ଲକ ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ଵୀରାଜ ମଣ୍ଡଳ, ଉପଜିଲ୍ଲାପାଳ ଅନୁପ ପଣ୍ଡା,

ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ନୂଆଗଡ ପଞ୍ଚାୟତ ସମିତିର ସମୁଦାୟ ୬୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୮ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୫୦ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି।

ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୪ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ସେହିପରି ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଯୋଗାଣ ବିଭାଗ ତରଫରୁ ୭ ଜଣଙ୍କୁ ନୂତନ ରେସନ କାର୍ଡ ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,

ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ମାଳତୀ ପ୍ରଧାନ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋକନାଥ ଶବର,ତହସିଲଦାର ମୋନାଲିସା ଆଚାରୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version