• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଝିମିଟି ଖେଳରୁ ମହାଭାରତ ଭଳି ପରିସ୍ଥିତି ସୃଷ୍ଟି , ତାସ୍ ଖେଳକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହଣାକଟା ; ଉଭୟ ପକ୍ଷରୁ ୬ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
September 25, 2020
in Uncategorized
0
ଝିମିଟି ଖେଳରୁ ମହାଭାରତ ଭଳି ପରିସ୍ଥିତି ସୃଷ୍ଟି , ତାସ୍ ଖେଳକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହଣାକଟା ; ଉଭୟ ପକ୍ଷରୁ ୬ ଗୁରୁତର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୨୫ ସେପ୍ଟେମ୍ବର ଶୁକ୍ରବାର ) ବାଲେଶ୍ୱର, ତିହିଡି :- ଗାଁରେ ତାସ ଚାଲିଥିଲା ଖେଳ । ଖେଳ ଦେଖୁଥିବା ଲୋକ ଅପରପକ୍ଷକୁ ଇସାରା ଦେଇଥିଲେ । ଏହାପରେ ଆରମ୍ଭ ହେଲା ଝଗଡା । ଗାଁ ମଧ୍ୟସ୍ଥିଙ୍କ ଉପସ୍ଥିତିରେ ସମାଧାନ ହେଉଥିଲା । ଆରମ୍ଭ ହେଲା ଭୁଜାଲି ଓ କଟୁରି ମାଡ଼ । ଫଳରେ ୬ ଜଣ ଗୁରୁତର ହୋଇଛନ୍ତି । ୩ ଜଣ କଟକ ଏସସିବିକୁ ସ୍ଥାନାନ୍ତର ହୋଇଥିବା ବେଳେ ୩ ଜଣ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଏମିତି ଝିମିଟି ଖେଳରୁ ମହାଭାରତ ଭଳି ପରିସ୍ଥିତି ସୃଷ୍ଟି ହୋଇଛି ଭଦ୍ରକ ଜିଲ୍ଲା ତିହିଡି ଥାନା ତାଳପଦା ପଞ୍ଚାୟତ ହରିଜନ ସାହିରେ । ସୂଚନାଯୋଗ୍ୟ ଯେ, ଗାଁରେ ତାସ ଖେଳ ହେଉଥିବା ବେଳେ କେତେକ ପିଲା ଖେଳ ଦେଖି ଅପରପକ୍ଷକୁ ଇସାରା କରୁଥିଲେ ।

ଗୋଟିଏ ପକ୍ଷର ଯୁବକ ସେମାନଙ୍କୁ ତାଗିଦ କରିବାରୁ ଝଗଡା ଆରମ୍ଭ ହୋଇଥିଲା । ସ୍ଥାନୀୟ ବୟସ୍କ ଲୋକେ ଘଟଣା ସମାଧାନ କରିବା ପାଇଁ ଉଭୟପକ୍ଷଙ୍କୁ ବସାଇ ଥିଲେ । ଏହି ସମୟରେ କୌଣସି ବ୍ୟକ୍ତି ଆସି ମାରଣାସ୍ତ୍ରରେ ଅତର୍କିତ ଆକ୍ରମଣ କରିଥିଲେ । ପରେ ଉଭୟ ପକ୍ଷଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଦୁଇ ପକ୍ଷଙ୍କ ଆକ୍ରମଣରେ ୬ ଜଣ ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା । ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟ ୩ ଜଣ ଏବେ ମଧ୍ୟ ଭଦ୍ରକ ଜିଲ୍ଲା ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ତିହିଡି ପୋଲିସ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ( ଦୀପ୍ତିମାନ ପତି / ଭଦ୍ରକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version