• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ରେ 12ଘଣ୍ଟିଆ ବଜାର ବନ୍ଦ ସଫଳ

Proprietor Abhimanyu Maharana by Proprietor Abhimanyu Maharana
February 26, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ 12ଘଣ୍ଟିଆ ବଜାର ବନ୍ଦ ସଫଳ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଦୀର୍ଘଦିନରୁ ଚାଲିଥିବା ନୟାଗଡ଼ ଜିଲ୍ଲା ସଦର ମହକୁମାରେ ଭେଷଜ ମେଡିକାଲ କଲେଜ ଦାବି ଏବଂ ଓଡିଶା ବଜେଟ ୨୦୨୬-୨୭ରେ ନୟାଗଡରେ ହୋମିଓପ୍ୟାଥିକ ମେଡିକାଲ କଲେଜ ପ୍ରତିଷ୍ଠା ହେବା ନେଇ ଘୋଷଣା ସମ୍ବନ୍ଧେ ନୟାଗଡ଼ ଫାଉଣ୍ଡେସନ ତଥା ନୟାଗଡ଼ ସଚେତନ ନାଗରିକଙ୍କ ପକ୍ଷରୁ ନୟାଗଡ଼ ରେ 12ଘଣ୍ଟିଆବଜାର ବନ୍ଦଡାକରା ଦିଆ ଯାଇଥିଲା, ସୂଚନା ଅନୁଯାୟୀ ସରକାରଙ୍କ ପକ୍ଷରୁ ହୋମିଓପ୍ୟାଥିକ ମେଡିକାଲ କଲେଜ ପ୍ରତିଷ୍ଠା ଘୋଷଣା କରାଯାଇଅଛି! ଭଲ କଥା,

କିନ୍ତୁ ନୟାଗଡ଼ ସଦର ମହକୁମାରେ ଭେଷଜ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ଗତକାଲି ବି ଥିଲା, ଆଜି ବି ଅଛି ଓ ଆଗାମୀ ଦିନରେ ବି ରହିବ ତେଣୁ ଏହି ନୟାଗଡ଼ିଆଙ୍କ ହକ ତଥା ଦାବିକୁ ତ୍ୱରାନ୍ୱିତ କରିବା ପାଇଁ ଆଜି ସକାଳ ୬ଘଟିକା ଠାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ନୟାଗଡ଼ ବଜାର ବନ୍ଦ ଡାକରା ଦିଆଯାଇଥିଲା, ଏବଂ ନୟାଗଡ଼ର ସମସ୍ତ ବ୍ୟବସାୟୀମାନେ ସ୍ୱତଃ ସବୁ ଦୋକାନ ବନ୍ଦ କରି ନୟାଗଡ଼ ସାଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିକୁ ସମର୍ଥନ ଜଣାଇଥିଲେ।

ଅପରାହ୍ନ ପ୍ରାୟ ୧ ଘଟିକା ସମୟରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମନାରେ ପ୍ରତିବାଦ ସଭା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ଜରିଆରେ ପ୍ରଦାନ କରାଯାଇଥିଲା। ଆଗାମୀ ଦିନରେ ସରକାର ଯଦି ନୟାଗଡ଼ର ପ୍ରମୁଖ ଦାବି ଉପରେ କର୍ଣ୍ଣପାତ ନ କରନ୍ତି ତେବେ ଆନ୍ଦୋଳନ ତୀବ୍ରତର ହେବ ବୋଲି ନିଜର ଅଭିଭାଷଣରେ ସଂଗଠନର ପ୍ରତିଷ୍ଠାତା ଶେଖ ଅବଦୁଲ ଆହାଦ କହିବା ସହ ଆଜିର ଡାକରାକୁ ସଫଳ କରିଥିବାରୁ ସମସ୍ତ ବ୍ୟବସାୟୀ, ସାମ୍ବାଦିକ ଏବଂ ଜୟ ନୟାଗଡ଼ ଫାଉଣ୍ଡେସନର କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେଇଥିଲେ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମନାରେ ପ୍ରତିବାଦ ସଭାରେ ପ୍ରତିଷ୍ଠାତାଙ୍କ ସମେତ ଉପଦେଷ୍ଟା ପ୍ରମୋଦ ପଟ୍ଟନାୟକ, ଶ୍ରମିକ ନେତା ବିଶ୍ୱନାଥ ମହାପାତ୍ର, ବରିଷ୍ଠ ଆଇନଜୀବି ମନୋଜ କୁମାର ସାହୁ, ବରିଷ୍ଠ ସାମ୍ବାଦିକ ବୈଦ୍ୟଭୂଷଣ ମହାପାତ୍ର, ସମାଜସେବୀ ଶ୍ରୀଧର ପ୍ରଧାନ, ଶାନ୍ତନୁ ବିଶୋଇ, ଗୋକୁଳ କୁମାର ଷଡଙ୍ଗୀ, ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁ, ସଂଗଠନର ସଂଯୋଜକ ଅମ୍ଳାନ ଅଂଶୁମାନ ସାହୁ, ଜୀବନ ଜ୍ୟୋତିପ୍ରକାଶ ରାଉତ, ଅରବିନ୍ଦ ପାଢ଼ୀ ପ୍ରମୁଖ ନିଜର ବକ୍ତବ୍ୟ ରଖିବା ସହ ରାକେଶ କୁମାର ସିଠ, ଅବଦୁଲ ଆଜିମ ଖାନ, ଓଁ ପ୍ରକାଶ ବିଶ୍ୱାଳ, ଅନୁରାଗ ସ୍ୱାଇଁ, ଦୀପଙ୍କର ପ୍ରଧାନ, ଲୋକେଶ କୁମାର ବେହେରା ପ୍ରମୁଖଙ୍କ ସହ ଶତାଧିକ ଫାଉଣ୍ଡେସନର କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ନୟାଗଡ଼ ବଜାର ବନ୍ଦକୁ ସଫଳ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version