• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡ ବ୍ଳକ ବିଡ଼ିଓଙ୍କ ଗାଡ଼ି ଭଙ୍ଗାରୁଜା ଘଟଣା, ୨୭ ଜଣଙ୍କ ଆତ୍ମସମର୍ପଣ

Proprietor Abhimanyu Maharana by Proprietor Abhimanyu Maharana
March 1, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବୋଲଗଡ ବ୍ଳକ ବିଡ଼ିଓଙ୍କ ଗାଡ଼ି ଭଙ୍ଗାରୁଜା ଘଟଣା, ୨୭ ଜଣଙ୍କ ଆତ୍ମସମର୍ପଣ
Share on FacebookShare on TwitterWhatsapp

ବୋଲଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ଖୋର୍ଦ୍ଧାଜିଲ୍ଲା ବୋଲଗଡ଼ ବ୍ଲକରେ ଗତ ୧ମାସ ଧରି ବିଡିଓ ଓ ଜନପ୍ରତିନିଧିଙ୍କ ମଧ୍ୟରେ ବିବାଦ ଲାଗି ରହିଛି । ଏହାର ବିସ୍ଫୋରକ ପରିସ୍ଥିତି ଦେଖିବାକୁ ମିଳିଥିଲା ଚଳିତ ମାସ ୧୮ ତାରିଖ ଦିନ । ବ୍ଲକ ସମ୍ମୁଖରେ ୯ ଦିନ ଧରି ଅହୋରାତ୍ର ଗଣଧାରଣ ଦିଆଯାଇଥିଲା । ୧୮ତାରିଖ ଦିନ ଜିଲ୍ଲା ପ୍ରଶାସନ ଏହି ଆନ୍ଦୋଳନକୁ ଅଣଦେଖା କରିବାରୁ ବାଧ୍ୟହୋଇ ବିଜେଡି ଦଳର ଶତାଧିକ କର୍ମୀ ବ୍ଲକ କାର୍ଯ୍ୟଳୟ ଅଫିସରେ ଧସେଇ ପଶି ବିଡିଓଙ୍କ ସରକାରୀ ଗାଡ଼ି ଭଙ୍ଗାରୁଜା କରିବା ସହିତ ବିଡିଓଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା,

ଧମକଦବl ଏବଂ ମାନସିକସ୍ତରରେ ତାଙ୍କୁ କାର୍ଯ୍ୟକରାଇ ନ ଦେବାର ପରିସ୍ଥିତି ସୃଷ୍ଟି କରିଥିଲେ । ଏହାକୁ ନେଇ ଘଟଣାଦିନ ବିଡିଓ ବୋଲଗଡ଼ ଥାନାରେ ୩୧ଜଣଙ୍କ ନାମରେ ସିସିଟିଭି ଫୁଟେଜକୁ ଆଧାରକରି ଏତଲା ଦେଇଥିଲେ l କେସ ନଂ ୬୭/୨୬ରେ ୧୧ଟି ଦଫାରେ ଏତଲାକୁ ଭିତିକରି ବୋଲଗଡ଼ ଥାନା ପୋଲିସ ଏବଂ ଖୋର୍ଦ୍ଧା ଏସଡିପିଓଙ୍କ ନେତୃତ୍ୱରେ ଏକ ଟିମ ଧାରଣାସ୍ଥଳରୁ ୧୩ଜଣ ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲାପରି ଷଦ ସଭ୍ୟଙ୍କୁ ରାତାରାତି ଉଠାଇନେଇ ସେମାନଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡିବା ସହିତ ଆନ୍ଦୋଳନସ୍ଥଳରେ ଥିବା ଟେଣ୍ଟକୁ ଅପସାରଣ କରାଯାଇ ଆନ୍ଦୋଳନର ସମାପ୍ତି ଘଟାଇଥିଲା । ଏହାପରେ ଆକ୍ସିମୋଟରେ ଆସିଥିଲା ।

ବୋଲଗଡ଼ ଥାନା ପୋଲିସ ବିଭିନ୍ନ ଦିନରେ ଏହି ଭଙ୍ଗାରୁଜା ଘଟଣାରେ ସପୃକ୍ତ ଥ‌ିବା ୪ଜଣଙ୍କୁ ଗିରଫ କରି ଖୋରଧା କୋର୍ଟକୁ ଚାଲାଣ କରାଯାଇଥିଲ। । ଯାହାଫଳରେ ଆନ୍ଦୋଳନକାରୀ ଜନପ୍ରତି ନିଧିମାନଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଥିଲା । ଏଥରେ ସଂପୃକ୍ତ ଥିବା ବ୍ଲକ ଅଧ୍ୟକ୍ଷା ହୁଲ୍ଲାସ ପ୍ରଧାନ, ଜିଲ୍ଲାପରିଷଦ ସଭ୍ୟ ସୁନନ୍ଦିତା ସାହୁ, ମାଣିବନ୍ଧ ସରପଞ୍ଚ ସୁନନ୍ଦିତା ବରାଳ, ସାଗର ଗୁଆଁ ସରପଞ୍ଚ ରମାମଣୀ ଦେଇ, ଅସରଳାସରପଞ୍ଚ ଶୁଭଲକ୍ଷ୍ମୀ ସୁନ୍ଦ ରାୟ,ଗୋଡ଼ିଆପଲ୍ଲୀ ସମିତିସଭ୍ୟ ରଞ୍ଜନ କୁମାର ପଣ୍ଡା ,

ବେଗୁନିଆ ବ୍ଲକର ବେଗୁନିଆ ସରପଞ୍ଚ ସତ୍ୟନାରାୟଣ ପ୍ରଧାନ ଓରଫ ବାବାଜୀ, ପୂର୍ବତନ ସମିତିସଭ୍ୟ ବୀର ଦାସ, ଗୋଲକ ରାଉତରାୟ, ବଂଶୀଧର ସାହୁ ଓରଫ ଟିଟୁଆ, ପୂର୍ବତନ ସରପଞ୍ଚ ସନ୍ତୋଷ କୁମାର ବେହେରା ଓରଫ ଅନନ୍ତଙ୍କ ସମେତ ୨୭ଜଣ ବିଜେଡି ଦଳର ନେତା ଓ କର୍ମ ୨୫ତାରିଖ ସନ୍ଧ୍ୟାରେ ବୋଲଗଡ଼ ଥାନାରେ ପହଞ୍ଚି ଆତ୍ମସମର୍ପଣ କରିଥିଲେ । ଏହି ଘଟଣାର ତଦନ୍ତକାରୀ ଅଧିକାରୀ ଥିବା ବୋଲଗଡ଼ ଥାନା ଅଧିକାରୀ ସୁକାନ୍ତ ଦଳାଇ ସେମାନଙ୍କୁ ବେଲ ପ୍ରଦାନ କରିଥିଲେ । ଆଗାମୀ ଦିନରେ କୌଣସି ବିଶୃଙ୍ଖଳା ନ କରିବା ପାଇଁ ସେମାନଙ୍କୁ ତାଗିଦ କରି ଛାଡି ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version