ବଲାଙ୍ଗୀର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବଲାଙ୍ଗୀର ବ୍ଲକ ଅନ୍ତର୍ଗତ ବାନ୍ଧନ ଘୋର ଗ୍ରାମାରେ ଚାଲିଥିବା ତୃତୀୟ ସୁକତେଲ ମହୋତ୍ସବର ଆଜି ଥିଲା ଦ୍ଵିତୀୟ ଦିବସ । ଆଜି ସଭାରେ ସଭାପତିତ୍ୱ ରାମଚନ୍ଦ୍ର ପ୍ରଧାନ। ଅତିଥି ଭାବରେ ଯୋଗ ଦେଇଥିଲେ ଗୁଡ଼ାଭେଲା ବିଡ଼ିଓ ଶ୍ରୀ ଗୁରେଶ୍ବର ଭୋଇ, ଦେଓଗାଁ ବିଡ଼ିଓ ପ୍ରିୟ ରଞ୍ଜନ କୁମାର ,ସଇଁତଳା ବିଡ଼ିଓ ପୁରୁଷୋତ୍ତମ ମିର୍ଦ୍ଧା, ପୂର୍ବତନ ବିଡ଼ିଓ କେସିଙ୍ଗା ଶ୍ରୀ ପଦ୍ମନାଭ ପୁରୋହିତ।















