• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଏମ୍ ସି ଓ ଜିନ୍ଦଲର ମିଳିତ ଉଦ୍ୟମରେ ଭ୍ରାମ୍ୟମାଣ ଶୌଚାଳୟ ଲୋକାର୍ପଣ

Proprietor Abhimanyu Maharana by Proprietor Abhimanyu Maharana
March 3, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଏମ୍ ସି ଓ ଜିନ୍ଦଲର ମିଳିତ ଉଦ୍ୟମରେ ଭ୍ରାମ୍ୟମାଣ ଶୌଚାଳୟ ଲୋକାର୍ପଣ
Share on FacebookShare on TwitterWhatsapp

 ପରିମଳ ସେବାକୁ ଆଗେଇ ନେବାକୁ ବିଏମ୍ ସିର ଆଉ ଏକ ପଦକ୍ଷେପ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ସ୍ୱଚ୍ଛ ସର୍ବେକ୍ଷଣ ଅଭିଯାନରେ ଭୁବନେଶ୍ୱର ମହାରନଗର ନିଗମ (ବିଏମ୍ ସି)ର ଆଉ ଏକ ପଦକ୍ଷେପ । ଲୋକାର୍ପଣ ହେଲା ବିଏମ୍ ସିର ଟ୍ରକ ମାଉଁଣ୍ଟେଡ୍ ଆଧୁନିକ ଭ୍ରାମ୍ୟମାଣ ଶୌଚାଳୟ । ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ଦ୍ବାରା 4 ସିଟ୍ ବିଶିଷ୍ଟ ଏକ ଭ୍ରାମ୍ୟମାଣ ଶୌଚାଳୟ ପ୍ରଦାନ କରାଯାଇଅଛି ।

ଆଜି ଭୁବନେଶ୍ୱର ମହାନଗର ନିଗମ ମୁଖ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଭ୍ରାମ୍ୟମାଣ ଶୌଚାଳୟର ଲୋକାର୍ପଣ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଡେପୁଟି ମେୟର ଶ୍ରୀମତୀ ମଂଜୁଲାତା କହଁର, ପରିମଳ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଶ୍ରୀ ବିରଞ୍ଚି ନାରାୟଣ ମହାସୂପକାର, ଅତିରିକ୍ତ କମିଶନର ଶ୍ରୀ କୈଳାସ ଚନ୍ଦ୍ର ଦାସ,

ଜିନ୍ଦଲ ଷ୍ଟିଲର ଅଧ୍ୟକ୍ଷ ଶ୍ରୀ ପ୍ରଶାନ୍ତ ହୋତା ମଂଚାସୀନ ଥିଲେ । ଭିଡିଓ କନଫରେନ୍ସିରେ ଜିନ୍ଦଲ ଫାଉଣ୍ଡେସନର ଅଧ୍ୟକ୍ଷା ଶ୍ରୀମତୀ ଶାଲୁ ଜିନ୍ଦଲ ଓ ବିଏମ୍ ସି କମିଶନର ଶ୍ରୀ ଚଞ୍ଚଳ ରାଣା ଉପସ୍ଥିତ ଥିଲେ । ଏହି ଅବସରରେ ଜିନ୍ଦଲ ଫାଉଣ୍ଡେସନ ସବୁ ସମୟରେ ବିଏମ୍ ସିକୁ ସହାୟତାର ହାତ ବଢାଇ ଆସିଛି, ଆଗାମୀ ଦିନରେ ଏହି ସହଭାଗିତା ଜାରି ରହିବ । ଆଉ ଦୁଇଗୋଟି ଏହିପରି ଟ୍ରକ୍ ମାଉଁଣ୍ଟେଡ୍ ଭ୍ରାମ୍ୟମାଣ ଶୌଚାଳୟ ଯୋଗାଇ ଦେବାକୁ ବିଏମ୍ ସି ପକ୍ଷରୁ ଅନୁରୋଧ କରାଯାଇଛି ।

ଏହି ମହତ କାର୍ଯ୍ୟ ପାଇଁ ଜିନ୍ଦଲ ଫାଉଣ୍ଡେସନର ସମସ୍ତ କର୍ମକର୍ତ୍ତା ତଥା ଏହାର ଅଧ୍ୟକ୍ଷା ଶ୍ରୀମତୀ ସାଲୁ ଜିନ୍ଦଲଙ୍କୁ ସାଧୁବାଦ ଜଣାଇଛନ୍ତି ମାନନୀୟା ମେୟର ଶ୍ରୀମତୀ ଦାସ । ଆମର ଅନୁରୋଧ ରକ୍ଷାକରି ଜିନ୍ଦଲ ଫାଉଣ୍ଡେସନ ଏହି ଭ୍ରାମ୍ୟମାଣ ଶୌଚାଳୟ ପ୍ରଧାନ କରିଥିବାରୁ ସଂପୃକ୍ତ ସଂସ୍ଥା, ଏହାର ଅଧ୍ୟକ୍ଷା ଓ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇବା ସହ ଆଗାମୀ ଦିନରେ ଜିନ୍ଦଲ ଫାଣ୍ଡେସନର ସହାୟତା ଜାରି ରହିବ ବୋଲି ଆଶାବ୍ୟକ୍ତ କରିଛନ୍ତି ବିଏମ୍ ସି କମିଶନର ଶ୍ରୀ ରାଣା ।

ସ୍ୱଚ୍ଛ ଭାରତ ମିଶନ ନେଇ ଜିନ୍ଦଲ ଫାଉଣ୍ଡେସନ କାର୍ଯ୍ୟ କରୁଛି । ଭୁବନେଶ୍ୱରର ସ୍ୱଚ୍ଛାତାକୁ ଅଗ୍ରଗଣ୍ୟ କରିବାରେ ଆମର ସହଯୋଗ ଜାରି ରହିବ । ଆଗାମୀ ଦିନରେ ଏହି ଧାରା ଜାରି ରହିବ । ଏହା ଆମର ସାମାଜିକ ଦାୟିତ୍ୱ କର୍ତ୍ତବ୍ୟ ବୋଲି କହିଛନ୍ତି ଶ୍ରୀମତୀ ଜିନ୍ଦଲ । ସୂଚନା ଯୋଗ୍ୟକି , ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସମୁଦାୟ ୧୦୯ ଗୋଟି ସାମୁହିକ ଶୌଚାଳୟ, ୫୬ ଗୋଟି ଗୋଷ୍ଠୀ ଶୌଚାଳୟ (ବସ୍ତି ଅଞ୍ଚଳରେ ),୧୮ ଗୋଟି ଈ-ଟୟଲେଟ ରହିଛି ।

ଏହା ସାଙ୍ଗକୁ ୧୦ ରୁ ଉର୍ଦ୍ଧ୍ୱ ପରିସ୍ରାଗାର ରହିଛି । ସମୁଦାୟ ୧୭୦୦ ଗୋଟି ପାଇଖାନା ସିଟରେ ଦିନକୁ ୬୦ ହଜାରରୁ ଅଧିକ ନାଗରିକ ଶୌଚ ହେବାର ସୁବିଧା ରହିଛି । ଭ୍ରାମ୍ୟମାଣ ଶୌଚାଳୟ ପାଇଁ ଦ୍ଵିପାକ୍ଷିକ ଉଦ୍ୟମରେ ଆଜି ଏହି ସେବାର ଶୁଭାରମ୍ଭ କରାଯାଇଅଛି ।  

ଏଥିରେ ରହିଥିବା ସୁବିଧା ଗୁଡିକ ହେଲା –

 ପୁରୁଷଙ୍କ ପାଇଁ – କମୋଟ ୧ ଗୋଟି, ଇଣ୍ଡିଆନ ପାଇଖାନା ୧ ଗୋଟି , ପରିଶ୍ରାଗାର ୨ ଗୋଟି

 ମହିଳାଙ୍କ ପାଇଁ – ଇଣ୍ଡିଆନ ପାଇଖାନା ୨ଗୋଟି, କମୋଟ ୧ ଗୋଟି

 ଏକଜର୍ଟ ଫ୍ୟାନ ୬ ଗୋଟି

 ହ୍ୟାଣ୍ଡ ୱାସ ବେସିନ ୨ ଗୋଟି ରହିଅଛି ।

ରାଜଧାନୀ ଭୁବନେଶ୍ୱରରେ ଅଧିକାଂଶ ସମୟରେ ଭିଭିଆଇପିଙ୍କ ସଭା, ଶୋଭାଯାତ୍ରା, ସମାବେଶ ଆଦି ଅନୁଷ୍ଠିତ ହୋଇଥାଏ । ସେଥିରେ ଯୋଗଦେବାକୁ ଆସୁଥିବା ଲୋକମାନେ ଖାସ୍ କରି ମହିଳାମାନେ ମଳମୂତ୍ର ତ୍ୟାଗ କରିବାକୁ ବହୁ ଅସୁବିଧାର ସମ୍ମୁଖିନ ହୋଇଥାନ୍ତି । ସେହି ଅଭାବକୁ ପୂର୍ଣ୍ଣ କରିବା ସହ ବାହ୍ୟ ମଳମୂତ୍ର ମୁକ୍ତ ସହରର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବାରେ ଏହି ଭ୍ରାମ୍ୟମାଣ ଶୌଚାଳୟ ଯେ ବିଶେଷ ଭାବେ ସହାୟକ ହେବ, ଏଥିରେ ସନ୍ଦେହ ନାହିଁ ।

ଜିନ୍ଦଲ ଫାଉଣ୍ଡେସନ ଏହି ଟ୍ରକ ମାଉଁଣ୍ଟେଡ୍ ଶୌଚାଳୟଟିକୁ ବିଏମ୍ ସିକୁ ଦେଇଥିବା ବେଳେ ଏହାର ସମ୍ପୂର୍ଣ ପରିଚାଳନା ଦାୟିତ୍ୱରେ ରହିବ ବିଏମ୍‌ସି ।
ଅତିରିକ୍ତ କମିଶନର ଶ୍ରୀ କୈଳାସ ଚନ୍ଦ୍ର ଦାସ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଜିନ୍ଦଲ ଫାଉଣ୍ଡେସନ ସାମାଜିକ ଉନ୍ନୟନ ପାଣ୍ଠିର ଉପାଧ୍ୟକ୍ଷ ଶ୍ରୀ ଋଷି ପଠାନିଆ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ, ଜିନ୍ଦଲ ଷ୍ଟିଲର ଅଧ୍ୟକ୍ଷ ଶ୍ରୀ ପ୍ରଶାନ୍ତ ହୋତା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version