• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
March 6, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ରଙ୍ଗର ପର୍ବ ହୋଲି ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖିବାକୁ ମିଳିଥିଲା l ରଙ୍ଗ, ଅବିର ଧରି ସେଲିବ୍ରେସନରେ ମାତିଥିଲେ ପିଲାଠୁ ବୁଢ଼ା ଓ ଯୁବକ ଯୁବତୀ ଏବଂ ମହିଳା । ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନେତା । ମତୁଆଲା ହୋଇଥିଲେ ସମସ୍ତେ, କିଛି ସମୟ ପାଇଁ ରଙ୍ଗୀନ ହୋଇଯାଇଥିଲା ସମଗ୍ର ପରିବେଶ । ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଦିନ ତମାମ ରଙ୍ଗ ଖେଳିଥିଲେ । ଫଗୁଣର ଫଗୁରେ ଭିଜି ପରସ୍ପରକୁ ରଙ୍ଗ ଲଗାଇବା ସହ ହୋଲି ଶୁଭେଚ୍ଛା ବାଣ୍ଟି ନାଚ ଗୀତରେ ମସଗୁଲ୍ ହୋଇଥିଲେ ।

ହୋଲିରେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ଓ ରାଧାକୃଷ୍ଣ ମନ୍ଦିର ତରଫରୁ ରାଧା ଦାମୋଦରଙ୍କୁ ସୁସଜ୍ଜିତ ବିମାନରେ ବସାଇ ଗାଁ ପରିକ୍ରମା କରାଇ ରଙ୍ଗ ଖେଳରେ ମାତି ଥିବା ଦେଖିବାକୁ ମିଳିଥିଲା । ହୋଲିରେ ଶତ୍ରୁ ବି ଶତ୍ରୁତାକୁ ଭୁଲିଯାଏ । ସେଥିପାଇଁ ସମସ୍ତେ ରଙ୍ଗ ଲଗାଇଲା ବେଳେ ବୁରା ନା ମାନୋ ହୋଲି ହୈ। … ବୋଲି କହୁଥିବାର ଦେଖିବାକୁ ମିଳିଥିଲା  l ବର୍ଷକୁ ଥରେ ମାତ୍ର ହୋଲି ପର୍ବ ଆସୁଥିବାରୁ ସମସ୍ତେ ଧୁମ୍ ଧାମ ରେ ହୋଲି ଉତ୍ସବ କୁ ପାଳନ କରିବାକୁ ଅପେକ୍ଷା କରିଥାନ୍ତି । ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଅଞ୍ଚଳର ବିଭିନ୍ନ ସଂଗଠନର ସଦସ୍ୟ ମାନେ ପ୍ରତ୍ୟୁଷ ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ଉପସ୍ଥିତ ରହି ସମୂହ ଦୀପ ଦାନ କରିବା ସହିତ ମହାପ୍ରଭୁଙ୍କ ଠାରେ ପୂଜା ଅର୍ଚ୍ଚନା ପୂର୍ବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଅବିର ଲାଗି ପାଇଁ ସମର୍ପଣ କରିଥିଲେ l

ସନ୍ଧ୍ୟା ରେ ସନ୍ଧ୍ୟା ଆଳତୀ ଦର୍ଶନ ଓ ଭଜନ କୀର୍ତ୍ତନରେ ସାମିଲ ହେବା ସହିତ ମନ୍ଦିର ସମ୍ମୁଖରେ ରଙ୍ଗ ଅବିର ପରସ୍ପର କୁ ବୋଳି ସମ୍ମାନ ଓ ଶୁଭେଚ୍ଛା ଜ୍ଞାପନ କରିଥିବା ଦେଖିବାକୁ ମିଳିଥିଲା l ଆମ ସମାଜରେ ଥିବା ଅପସଂସ୍କୃତି ଓ ଅପକାର୍ଯ୍ୟରୁ ଦୁରେଇ ରହିବା ସହିତ ଆମ ସମାଜର ପୂର୍ବ ଗୌରବକୁ ଫେରାଇ ଆଣିବା ହୋଲି ପର୍ବର ମୁଖ୍ୟ ଲକ୍ଷ୍ୟ। ରଙ୍ଗ ହେଉଛି ପ୍ରେମ ଓ ପବିତ୍ରତାର ଶ୍ରେଷ୍ଠ ପ୍ରତୀକ ବୋଲି ଜନ ମାନସରେ ବିଶ୍ବାସ ରହିଛି ।

ବିଶେଷ କରି କହିବାକୁ ଗଲେ ହୋଲି କେବଳ ରଙ୍ଗ ଖେଳିବା ନୁହେଁ ବରଂ ହୃଦୟକୁ ହୃଦୟ ସହ ଯୋଡିବାର ଏକ ପବିତ୍ର ପରମ୍ପରା ବୋଲି ଅଞ୍ଚଳ ର ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ର ସଦସ୍ୟ ମାନେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ଅନ୍ୟପେଟ ଏହି ହୋଲି ପର୍ବ ଅବସରରେ ଅଘଟଣ ଆଶଙ୍କାରେ ଅଞ୍ଚଳ ର ସମସ୍ତ ପୋଲିସ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଯେପରି କୌଣସି ଅଘଟଣ ନଘଟିବ, ସେଥିଲାଗି ସମ୍ବେଦନଶୀଳ ସ୍ଥାନ ମାନଙ୍କରେ ବ୍ଲକିଂ-ଚେକିଂ କରିବା ସହ କଡାକଡି ପାଟ୍ରୋଲିଂ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version