• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
March 7, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନୟାଗଡ ଜିଲ୍ଲା ରଣପୁର ବ୍ଲକ ମହତପଲ୍ଲା ଗ୍ରାମର ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ ମହତପଲ୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୨୦୨୫-୨୦୨୬ ଶିକ୍ଷା ବର୍ଷର ବାର୍ଷିକ ଉତ୍ସବ ଅତ୍ୟନ୍ତ ଆଡମ୍ବରମୟ ଓ ଉତ୍ସାହମୟ ପରିବେଶରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିସର ରଙ୍ଗିନ ସାଜସଜ୍ଜା , ପ୍ରଦର୍ଶନୀ ଓ ସାଂସ୍କୃତିକ ମଞ୍ଚରେ ଉତ୍ସବମୟ ରୂପ ଧାରଣ କରିଥିଲା ।

ଏହି ଉତ୍ସବରେ ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ ଅଭୟ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷାର ଗୁଣତ୍ୱ ବୃଦ୍ଧି ଓ ଛାତ୍ରଛାତ୍ରୀଙ୍କ ନୈତିକ ମୂଲ୍ୟବୋଧ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ । ମହତପଲ୍ଲା ସରପଞ୍ଚ ବିନୋଦ ଚନ୍ଦ୍ର ପ୍ରଧାନ ମୁଖ୍ୟ ବକ୍ତା ଭାବେ ଅଭିଭାଷଣ ଦେଇ ବିଦ୍ୟାଳୟର ସମଗ୍ର ଉନ୍ନତି ପାଇଁ ସମସ୍ତଙ୍କ ସମନ୍ୱିତ ପ୍ରୟାସ ଆବଶ୍ୟକ ବୋଲି କହିଥିଲେ ।

ସମ୍ମାନିତ ଅତିଥି ଭାବେ ସମିତିସଭ୍ୟ ଧୀରେନ୍ଦ୍ର ସାମନ୍ତରାୟ, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତି ବିଶ୍ୱଜିତ ମହାପାତ୍ର, ସମ୍ପାଦକ ଅଶୋକ କୁମାର ବେହେରା, ଏନ.ପି.ଏସ. ଶିକ୍ଷକ ସଙ୍ଘ ସଭାପତି ଜ୍ୟୋତି ରଞ୍ଜନ କର, ନରସିଂହପୁର କ୍ଲଷ୍ଟର ସି.ଆର.ସି.ସି ତଥା ବ୍ଲକ ମିଡ଼ିଆ କୋର୍ଡିନେଟର ସୁଶୀଲ କୁମାର ରଣା, ଗୋପାଳପୁର କ୍ଲଷ୍ଟର ସି.ଆର.ସି.ସି ଚିତ୍ତରଞ୍ଜନ କୁଣ୍ଡ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିଭୁ ପ୍ରସାଦ ସାହୁ, ପଞ୍ଚସଖା ଶିକ୍ଷାସେତୁ ଯୋଜନାର ଦୁର୍ଯ୍ୟୋଧନ ବଳିୟାରସିଂହ, ଶିକ୍ଷାବିତ୍ ପ୍ରଫୁଲ ବିଶ୍ୱାଳ, ମହେନ୍ଦ୍ର ସୁବୁଦ୍ଧି ଓ ବାଳକୃଷ୍ଣ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଗୌରବାନ୍ୱିତ କରିଥିଲେ ।

ସାଂସ୍କୃତିକ କାର୍ଯ୍ୟକ୍ରମ ଉତ୍ସବର ମୁଖ୍ୟ ଆକର୍ଷଣ ଥିଲା । ବିଦ୍ୟାଳୟର ଶିକ୍ଷକ ସଞ୍ଜୟ କୁମାର ଦାସ, କଳା ଶିକ୍ଷକ ଭାସ୍କର ସ୍ୱାଇଁ, କଳ୍ପନା ଜେନା ଓ ରଶ୍ମିତା ସାହୁଙ୍କ ସ୍ୱରଚିତ ଓ ନିଜସ୍ୱ ଲେଖା ନାଟକ, କବିତା ଓ ସଙ୍ଗୀତ ପରିବେଷଣ ଦର୍ଶକମାନଙ୍କୁ ମନମୁଗ୍ଧ କରିଥିଲା । ଛାତ୍ରଛାତ୍ରୀମାନେ ତାଙ୍କର ନୃତ୍ୟ, ଗୀତ ଓ ନାଟ୍ୟ ପ୍ରଦର୍ଶନରେ ଅପାର ପ୍ରତିଭାର ପରିଚୟ ଦେଇଥିଲେ । ଏହି ଅବସରରେ ଶିକ୍ଷା, କ୍ରୀଡ଼ା, ସାଂସ୍କୃତିକ ଓ ଅନ୍ୟାନ୍ୟ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କାର ଓ ପ୍ରଶଂସାପତ୍ର ପ୍ରଦାନ କରି ଉତ୍ସାହିତ କରିଥିଲେ ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘର ମହାସଚିବ ଜ୍ୟୋତି ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ସମସ୍ତ କାର୍ଯ୍ୟକ୍ରମ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଓ ସୁଚାରୁ ଭାବେ ପରିଚାଳିତ ହୋଇଥିଲା ।ଶିକ୍ଷକମାନଙ୍କ ସମନ୍ୱିତ ପ୍ରୟାସ ଓ ଅଭିଭାବକ ତଥା ଗ୍ରାମବାସୀମାନଙ୍କ ସକ୍ରିୟ ସହଯୋଗରେ ଏହି ବାର୍ଷିକ ଉତ୍ସବ ସଫଳତାର ସହ ସମ୍ପନ୍ନ ହୋଇଥିବାରୁ ସମସ୍ତ ମହଲରେ ପ୍ରଶଂସା ପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version