• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
March 8, 2026
in ଓଡ଼ିଶା, ଗଜପତି, ହୋମ୍
0
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଗଜପତି ଜିଲ୍ଲାର ମୋହନା ନିର୍ବାଚନ ମଣ୍ଡଳୀର ଆର, ଉଦୟଗିରି ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗଡ଼ ର କଲ୍ୟାଣ ମଣ୍ଡପରେ ଠାରେ ବିଜୁ ଜନତା ଦଳ ର ଚାରି ଗୋଟି ବ୍ଲକ ମୋହନା, ଆର, ଉଦୟଗିରି, ନୂଆଗଡ ଏବଂ ରାଇଗଡ଼ ବ୍ଲକ ର ବିଜୁ ଜନତା ଦଳର ସମସ୍ତ କର୍ମୀ ଉପସ୍ଥିତ ରହି, ପ୍ରଥମେ ପ୍ରବାଦ ପୁରୁଷ ସ୍ୱର୍ଗତଃ ବିଜୁ ବାବୁଙ୍କ 110 ତମ ମହାନ ଜନ୍ମ ଜୟନ୍ତୀ ର ଶ୍ରଦ୍ଧାଞ୍ଜଳି ଦେଇ ଏକ ଦେଶାତ୍ମକ ଗୀତ ଗାଈ ଥିଲେ ।

ପରେ ପରେ ଜିଲା ଏବଂ ରାଜ୍ୟ ର ସବୁ ବିଜୁ ଜନତା ଦଳର କର୍ମୀ ମାନଙ୍କୁ ଉପଢୌ଼ଙ୍କନ ଦେଇ ସମ୍ମାନିତ କରାଯାଇଥିଲା । ସମସ୍ତକର୍ମୀ ବିଜୁ ବାବୁଙ୍କ ଉପରେ ନିଜ ନିଜର ଅଭି ଭାଷଣ ଦେଇଥିଲେ  l ଏହି କାର୍ଯ୍ୟକ୍ରମ ରେ ବିଜୁ ଜନତା ଦଳର ଚାରି ଶହ ରୁ ଉର୍ଦ୍ଧ କର୍ମୀ ଯୋଗ ଦେଇଥିଲେ । ମୁଖ୍ୟ କର୍ମ କର୍ତ୍ତା ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାରଳାଖେମୁଣ୍ଡି ଶ୍ରୀ ଗାଵରା ତିରୁପତୀ ରାଓ,ଜିଲ୍ଲା ସଭାପତି ଶ୍ରୀ ପ୍ରଦୀପ ନାୟକ, ପୂର୍ବତନ ଜିଲ୍ଲା ସଭାପତି ଜଗବନ୍ଧୁ ଦାସ, ଉପ ସଭାପତି ଭାସ୍କର ସାହୁ,

ଉପ ସଭାପତି ଜେମ୍ସ ରାଇକା,ଉପ ସଭାପତି ହାଡ଼ିଆ କନ୍ଦ, 11 ନମ୍ବର ଜୋନ ର ଜିଲା ପରିଷଦ ଶ୍ରୀମତି ଯମୁନା ଦଳବେହେରା, ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର ମୋହନା, ଆର.ଉଦୟଗିରି ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ଶବର ଆର, ଉଦୟଗିରି, ନୂଆଗଡବ୍ଲକ ବିଜେଡି ସଭାପତି ଯଖିୟ ମଣ୍ଡଳ, ରାୟଗଡ ବ୍ଲକ ବିଜେଡି ସଭାପତି ସିମାଞ୍ଚଳ ମହାନ୍ତି,

ଆର.ଉଦୟଗିରି ବ୍ଲକ ସଭାପତି ରାଜୁ ରାଣସିଙ୍ଗ ରାଜ୍ୟର ଯୁବ ସାଧାରଣ ସମ୍ପାଦକ ସୁନୀଲ ବିଷୋୟୀ, ରାଜ୍ୟର ଛାତ୍ର ସାଧାରଣ ସମ୍ପାଦକ ସଂଗ୍ରାମ ପାତ୍ର (ରାଜା ଭାଇ ) ଏବଂ ସରୋଜ ବଡରଇତ, ଟେକେଶ୍ୱର ମହାଙ୍କୁଡ ଯୁବ ନେତା ଆର, ଉଦୟଗିରି ମହିଳା ସଭାନେତ୍ରୀ ସୁବାସିନୀ ରଇତ ଙ୍କ ଉପସ୍ଥିତ ରେ ଆଜିର କାର୍ଯ୍ୟକ୍ରମ ପରିଚାଳନା ଓ ସମାପ୍ତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version