• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

Proprietor Abhimanyu Maharana by Proprietor Abhimanyu Maharana
March 8, 2026
in ଅପରାଧ, ଓଡ଼ିଶା, କେନ୍ଦ୍ରାପଡା, ହୋମ୍
0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ
Share on FacebookShare on TwitterWhatsapp

କେନ୍ଦ୍ରାପଡ଼ା  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ଜଳସମ୍ପଦ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଙ୍କ କାର୍ଯ୍ୟାଳୟ ଓ ବାସଭବନ ସମେତ ମୋଟ ୭ଟି ସ୍ଥାନରେ ଚଢାଉ କରାଯାଇଛି। ତା ମଧ୍ୟରେ ତାଙ୍କ ସଂପର୍କୀୟଙ୍କ ଘର ମଧ୍ୟ ସାମିଲ ରହିଛି।

କଟକ, କେନ୍ଦ୍ରାପଡା, ଭଦ୍ରକ, ଢେଙ୍କାନାଳ ଓ ଭୁବନେଶ୍ଵରରେ ଶ୍ରୀ ରାୟଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରାଯାଇଛି । ଭୁବନେଶ୍ୱରର ବାଲିଅନ୍ତାରେ ସେ ଏକ ବିରାଟ କୋଠା ନିର୍ମାଣ କରିଛନ୍ତି। ପ୍ରାୟ ୩୦୦୦ ବର୍ଗ ଫୁଟ ଅଂଚଳରେ ନିର୍ମିତ ଏହି କୋଠା ୪ ମହଲା ବିଶିଷ୍ଟ । ଅଳ୍ପ ଦିନ ତଳେ ଏହାର ନିର୍ମାଣ ଶେଷ ହୋଇଥିବା ଜଣାପଡିଛି ।

ଏଥିରେ ଏକ ବ୍ୟବସାୟିକ ପ୍ରତିଷ୍ଠାନକୁ ଭଡ଼ା ମଧ୍ୟ ଦେଇ ସାରିଛନ୍ତି । ତାଙ୍କର ଏହି କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ମାନେ ମଧ୍ୟ ତାଟକା ହୋଇ ଯାଇଥିଲେ । ଖବର ଲେଖାଯିବା ସୁଦ୍ଧା ରେଡ୍ ଜାରି ରହିଛି । ତାଙ୍କର ଏହି ୪ ମହଲା ବିଶିଷ୍ଟ ଘରୁ ଭିଜିଲାନ୍ସ ନଗଦ ୧ ଲକ୍ଷ ୮୬ ହଜାର ଟଙ୍କା ଜବତ କରିଥିବା ଜଣାପଡ଼ିଛି ।

SRI PRAMOD KUMAR RAY, ASST. EXECUTIVE ENGINEER, DERABISH IRRIGATION SUB-DIVISION UNDER KENDRAPARA IRRIGATION DIVISION PLACED UNDER ARREST BY ODISHA VIGILANCE IN DISPROPORTIONATE ASSETS (DA) CASE.

Sri Pramod Kumar Ray, Asst. Executive Engineer, Derabish Irrigation Sub-Division under Kendrapara Irrigation Division *has been placed under arrest by Odisha Vigilance* and will be forwarded today to the Court of Spl. Judge, Vigilance, Cuttack  for possession of disproportionate assets 

Based on searches conducted on properties Sri Pramod Kumar Ray, Asst. Executive Engineer,  he was found in possession of disproportionate assets including 2 multi storeyed buildings (1 at BBSR of area approx 8000 sqft & 1 at Choudwar of area approx 5200 sqft), 2 plots, cash Rs.4.48 lakhs, deposits Rs.39.21 lakhs, etc, which he could not explain satisfactorily 

In this connection, Cuttack Vigilance PS case No.10/2026 under Prevention of Corruption Act, 2018 has been registered against Sri Pramod Kumar Ray, Asst. Executive Engineer, Derabish Irrigation Sub-Division under Kendrapara Irrigation Division.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version