ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କାଲିମେଳା ବ୍ଲକ ଅଧିନସ୍ତ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ‘ଯୁଗ୍ମ ଜନ ଶୁଣାଣି ଶିବିର’ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜନ ଶୁଣାଣୀ ଶିବିରରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ବନଖଣ୍ଡ ଅଧିକାରୀ ସାଇ କିରଣ,















