ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ମାର୍ଚ୍ଚ ଆଠ ତାରିଖ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ହାର୍ଟ ର ସମ୍ପାଦକ ପ୍ରମୋଦ କୁମାର ଦାସ ଙ୍କ ନେତୃତ୍ବ ରେ ସିର୍ତ୍ତିଗୁଡା ଗ୍ରାମ ପଞ୍ଚାୟତ ର ବିଭିନ୍ନ ଉପାନ୍ତ ଅଞ୍ଚଳରେ ଲିଙ୍ଗ ସମାନତା,















