କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ବହୁ ପୁରାତନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଏବଂ ଏସ୍. ଏମ୍. ସରକାରୀ ମହିଳା ମହାବିଦ୍ୟାଳୟ ରାଜରାସ୍ତାକୁ ଲାଗି ରହିଅଛି । ଏହି ଦୁଇଟି ମହାବିଦ୍ୟାଳୟ ଜିଲ୍ଲାର ବହୁ ପୁରାତନ ମହାବିଦ୍ୟାଳୟ l ଏହି ଦୁଇ ମହାବିଦ୍ୟାଳୟ ରେ ଶହ ଶହ ଛାତ୍ରଛାତ୍ରୀ ନିଜ ନିଜର ଭବିଷ୍ୟତ ଗଢିବା ନିମନ୍ତେ ଶିକ୍ଷା ଲାଭ କରିବା ପାଇଁ ବହୁ ଦୁରଦୁରାନ୍ତରୁ ଆସୁଛନ୍ତି ।















