• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡ଼ ମାୟାଧର ମାନସିଂହଙ୍କୁ ଉପେକ୍ଷା ଓ ନନ୍ଦଳାକୁ ଅବହେଳା କରିବା ସରକାରଙ୍କ ହୀନମନ୍ୟତା : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
March 15, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଡ଼ ମାୟାଧର ମାନସିଂହଙ୍କୁ ଉପେକ୍ଷା ଓ ନନ୍ଦଳାକୁ ଅବହେଳା କରିବା ସରକାରଙ୍କ ହୀନମନ୍ୟତା : ବିଜେଡି
Share on FacebookShare on TwitterWhatsapp

ଓଡ଼ିଆ ସାହିତ୍ୟ ଇତିହାସର ରଚୟିତା ଡ଼ ମାନସିଂହଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବ ନିନ୍ଦନୀୟ

ଆଧୁନିକ ଓଡ଼ିଆ କାବ୍ୟସାହିତ୍ୟର ଅନ୍ୟତମ ଏନ୍ତୁଡ଼ିଶାଳ ନନ୍ଦଳା ଗ୍ରାମ

ନନ୍ଦଳା ଗ୍ରାମକୁ ତୁରନ୍ତ ଏତିହ୍ୟ ଗ୍ରାମ ତାଲିକାଭୁକ୍ତ କରନ୍ତୁ ସରକାର

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ରାଜ୍ୟ ସରକାରଙ୍କ ସଂସ୍କୃତିି ବିଭାଗ ଓଡ଼ିଶାର ୨୫ ଜଣ ବରପୁତ୍ରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବରେ ଘୋଷଣା କରିଛନ୍ତି । ଅଥଚ ଏ ତାଲିକାରେ କବି ପଦ୍ମଶ୍ରୀ ଡ. ମାୟାଧର ମାନସିଂହଙ୍କ ଗାଁ ନନ୍ଦଳା ଗ୍ରାମ ନାହିଁ । ସରକାରଙ୍କ ଏହି ବୈମାତୃକ ମନୋଭାବକୁ କଡ଼ା ସମାଲୋଚନା କରିଛନ୍ତି ବିଜୁ ଜନତା ଦଳର ଉପସଭାପତି ଶ୍ରୀ ସଞ୍ଜୟ କୁମାର ଦାସବର୍ମା । ଏକ ପ୍ରେସ ବିବୃତ୍ତିରେ ବିଜୁ ଜନତା ଦଳର ଉପସଭାପତି ଶ୍ରୀ ସଞ୍ଜୟ କୁମାର ଦାସବର୍ମା କହିଛନ୍ତି ଯେ, ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଳକର ନନ୍ଦଳା ଗ୍ରାମ ଆଧୁନିକ ଓଡ଼ିଆ କାବ୍ୟସାହିତ୍ୟର ଅନ୍ୟତମ ଏନ୍ତୁଡ଼ିଶାଳ ।

ନିଜ କବିତା ମାଧ୍ୟମରେ ଡ. ମାନସିଂହଙ୍କ ପ୍ରେମ, ଜୀବନବାଦ ଓ ସୌନ୍ଦର୍ଯ୍ୟର ଯେଉଁ ନୂଆ ସୃଜନ କୋଣାର୍କ ଗଢ଼ିଛନ୍ତି ତାହାର ମୂକସାକ୍ଷୀ ନନ୍ଦଳା ଏକ ଆଧୁନିକ ତୀର୍ଥକ୍ଷେତ୍ର କହିଲେ ଅତୁ୍ୟକ୍ତି ହେବନାହିଁ । ଧୂପ, ସାଧବଝିଅ, ହେମଶସ୍ୟ, ପଲ୍ଲୀସନ୍ଧ୍ୟା, ମହାନଦୀରେ ଜ୍ୟୋତ୍ସ୍ନା ବିହାର, ଦହନ ସୁଖ, ରୂପଦେବତା, କୋଣାର୍କ, ଉପେକ୍ଷିତା, ନିକ୍ୱଣ, ଶୁଭଦୃଷ୍ଟି, ଜେମା, କମଳାୟନ, ଦୂରେ ରହ ପ୍ରମୁଖ କାଳଜୟୀ କାବ୍ୟକୃତିର ସ୍ରଷ୍ଟା ତଥା ପ୍ରଥମ ପୂର୍ଣ୍ଣାଙ୍ଗ ‘ଓଡ଼ିଆ ସାହିତ୍ୟ ଇତିହାସ’ର ରଚୟିତା ଡ. ମାନସିଂହଙ୍କ ପ୍ରତି ଏ ସରକାରର ବୈମାତୃକ ମନୋଭାବ କାହିଁକି ?

ଶ୍ରୀ ଦାସବର୍ମା ଆହୁରି କହିଥିଲେ, ସାଂସ୍କୃତିକ ଓ ସାରସ୍ୱତ ବିବିଧତାରେ ସମୃଦ୍ଧ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ ବର୍ତ୍ତମାନର ସରକାର ଓ ଜନପ୍ରତିନିଧି ଜାଣିଶୁଣି ବାରମ୍ୱାର ଅବହେଳା କରିଆସୁଛନ୍ତି । ଅସ୍ମିତାର ମିଥ୍ୟା ଆସ୍ଫାଳନ କରୁଥିବା ଡବଲ ଇଞ୍ଜିନ ସରକାର ଓଡ଼ିଆ ଅସ୍ମିତାର ଅନ୍ୟତମ ପରିଚାୟକ ଡ. ମାନସିଂହଙ୍କ ଗ୍ରାମକୁ ତୁରନ୍ତ ଏତିହ୍ୟ ଗ୍ରାମ ତାଲିକାଭୁକ୍ତ କରିବାକୁ ବିଜୁ ଜନତା ଦଳ ଦାବି କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version