• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 16, 2026
in ଓଡ଼ିଶା, ପୁରୀ, ହୋମ୍
0
ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଶନିବାର ଦିନ ଜିଲ୍ଲା ଆଇନ ସେବା ପ୍ରାଧୀକରଣଙ୍କ ଆନୁକୂଲ୍ୟରେ ପୁରୀ ସମେତ ନିମାପଡା,ପିପିଲି,କୋଣାର୍କ, କଣାସ, ବ୍ରହ୍ମଗିରି, ଅସ୍ତରଙ୍ଗ ଓ କାକଟପୁର କୋର୍ଟରେ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ପୁରୀ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧକ୍ଷ୍ୟା ତଥାଜିଲ୍ଲା ଓ ଦୌରାଜଜ ଅଜନ୍ତା ଷଡଙ୍ଗୀଙ୍କ ତତ୍ବାବଧାନରେ ପୁରୀ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଭାରପ୍ରାପ୍ତ ସଚିବ ସୋଭେନ କାନୁନଗୋଙ୍କ ପରିଚାଳନାରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଅଛି ।

ଏହି ଲୋକ ଅଦାଲତ ରେ ୧୨୨୯୧ ଗୋଟି ମକଦମା ଫଇସଲା କରାଯିବା ସହ ଜୋରିମାନା ଓ କ୍ଷତିପୂରଣ ବାବଦରେ ୩ କୋଟି ୬୭ ଲକ୍ଷ ୬୩ ହଜାର ୮୩୭ ଟଙ୍କା ଆଦାୟ କରାଯାଇଅଛି । ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଏହି କାର୍ଯକ୍ରମ ଆୟୋଜନ କରାଯାଇଥିଲା । ଜିଲ୍ଲା ଓ ଦୌରାଜଜ ଅଜନ୍ତା ଷଡଙ୍ଗୀ ଏହାକୁ ଉଦଘାଟନ କରିଥିଲେ । ପରିବାର ଅଦାଲତ ବିଚାରପତି ସୁମିତା ଜେନା,ତୃତୀୟ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ମିସ ଚିନ୍ମୟୀ ଦେହୁରି, ଅତିରିକ୍ତ ବରିଷ୍ଠ ଦେୱାନି ବିଚାରପତି ପ୍ରଜ୍ଞା ପଣ୍ଡା, ଦ୍ୱିତୀୟ ଅତିରିକ୍ତ ବରିଷ୍ଠ ଦେୱାନି ବିଚାରପତି ସୋନାଲୀ ଅପରାଜିତା,

ଉପଖଣ୍ଡବିଚାର ବିଭାଗୀୟ ବିଚାରପତି ପତିତପାବନ ପଣ୍ଡା, ଗ୍ରାମ ନ୍ୟାୟାଧ୍ୟାକାରୀ ସୋନାଲୀ ମହାନ୍ତି, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି କଗ-୧ ମିସ୍ ରୀତିକା ଗର୍ଗ, ପ୍ରଥମ ଶ୍ରେଣୀ ବିଚାରବିଭାଗୀୟ ବିଚାରପତି କଗ-୨ ଅନିମେଶ ଜେନା, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସୌରଭ ମହାପାତ୍ର, ଚେତନ ଲାଢା, ଶିବାନୀ ମହାପାତ୍ର, ନିଲିସା ପଟ୍ଟନାୟକ ମାମଲା ଗୁଡିକର ବିଚାର କରିଥିଲେ । ଲୋକ ଅଦାଲତରେ ୫୦ ଗୋଟି ମୋଟର ଦୁର୍ଘଟଣା ମାମଲା ବିଚାର କରାଯାଇ୨ କୋଟି ୮୯ ଲକ୍ଷ ୮୨ ହଜାର ଟଙ୍କା ଆଦାୟ କରାଯାଇଛି ।

ସେହିପରି ୩୬ ଗୋଟି ଚେକ ବାଉନ୍ସ କେସ , ୬ ଗୋଟି ମନି ରିକଭରି କେସ, ୩୨ ଗୋଟି ମାଟ୍ରିମନିଆଲ ଡିସପୁଟ କେସ,୭୩ ଗୋଟି ଅନ୍ଯାନ୍ଯ ସିଭିଲ କେସେସ, , ୩୦୨ ଗୋଟି ଅନ୍ଯାନ୍ଯ କ୍ରିମିନାଲ କେସ ମକଦମା ଫଇସଲା କରାଯାଇଥିଲା । ଏହାଛଡା ୨୦୭ ଗୋଟି ପ୍ରାକ ମକଦମା ମାମଲାର ଫଇସଲା କରାଯାଇ ବ୍ୟାଙ୍କ ଋଣ ଏଥି ବାବଦକୁ ୪୧ ଲକ୍ଷ ୭୦ ହଜାର ୧୩୦ ଟଙ୍କା ଆଦାୟ କରାଯାଇଅଛି । ଆଜିର ଏହି ଲୋକ ଅଦାଲତରେଜିଲ୍ଲା କାରାଗାରର କଏଦି ମାନଙ୍କ ଦ୍ବାରା ତିଆରି କରାଯାଇଥ‌ିବା ନିତ୍ୟ ବ୍ୟବହାର୍ୟ ଜିନିଷ ଗୁଡିକର ଷ୍ଟଲକୋର୍ଟ ପରିସର ଭିତରେ ଆୟୋଜିତ ହୋଇଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା”

ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା”

March 16, 2026
ପୂର୍ବତନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀ ଙ୍କ ପରଲୋକ : ବଣିକ ସଂଘ ତରଫରୁ ଦୋକାନ ବଜାର ବନ୍ଦ

ପୂର୍ବତନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀ ଙ୍କ ପରଲୋକ : ବଣିକ ସଂଘ ତରଫରୁ ଦୋକାନ ବଜାର ବନ୍ଦ

March 16, 2026
Australian Consul General Visits CSIR-IMMT to Strengthen Indo-Australian Collaboration in Critical Minerals

Australian Consul General Visits CSIR-IMMT to Strengthen Indo-Australian Collaboration in Critical Minerals

March 16, 2026
ଭକ୍ତମାନଙ୍କୁ ପାଣି ଓ ଦହି ପାଣି ଦେଲେ ସିଂହଦ୍ୱାର ଥାନା ପୋଲିସ

ଭକ୍ତମାନଙ୍କୁ ପାଣି ଓ ଦହି ପାଣି ଦେଲେ ସିଂହଦ୍ୱାର ଥାନା ପୋଲିସ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା”

ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା”

March 16, 2026
ପୂର୍ବତନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀ ଙ୍କ ପରଲୋକ : ବଣିକ ସଂଘ ତରଫରୁ ଦୋକାନ ବଜାର ବନ୍ଦ

ପୂର୍ବତନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀ ଙ୍କ ପରଲୋକ : ବଣିକ ସଂଘ ତରଫରୁ ଦୋକାନ ବଜାର ବନ୍ଦ

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version