ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳ ର ପୂର୍ବତନ ସହକାରୀ ବିଜ୍ଞାନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀ ରାମକୃଷ୍ଣ ଦାସଙ୍କ ୮୭ ବର୍ଷରେ ଭୁବନେଶ୍ଵର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ପରଲୋକ ହୋଇଛି । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପୁଅ, ବୋହୂ, ଝିଅ ଜ୍ୱାଇଁ, ନାତିନାତୁଣି ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳ ରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଥିଲା l















