• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଡାନାସୀ ବରିଷ୍ଠ ନାଗରିକଙ୍କ ପାଇଁ ସୁରକ୍ଷା ସଚେତନତା ସଭା

Proprietor Abhimanyu Maharana by Proprietor Abhimanyu Maharana
March 18, 2026
in ଓଡ଼ିଶା, କଟକ, ଖୋର୍ଦ୍ଧା, ହୋମ୍
0
ବିଡାନାସୀ ବରିଷ୍ଠ ନାଗରିକଙ୍କ ପାଇଁ ସୁରକ୍ଷା ସଚେତନତା ସଭା
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବିଡାନାସୀ ଥାନା ଆନୁକୂଲ୍ୟରେ ଆଜି ବିଡାନାସୀ ସ୍ଥିତ ରଶ୍ମି ପାଲେସରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସୁରକ୍ଷା ସଚେତନତା ସଭା ଆୟୋଜିତ ହୋଇଥିଲା l ଥାନା ମୁଖ୍ୟ ଶ୍ରୀ ଅସିତ ବଳବନ୍ତରାୟଙ୍କ ପୌରାହିତ୍ୟରେ ଏବଂ ଏ. ସି. ପି. ଶ୍ରୀ ଏସ. ଏସ. ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବାଇମୁଣ୍ଡି ବରିଷ୍ଠ ନାଗରିକ ସଙ୍ଘ ସହିତ ବିଭିନ୍ନ ସଂଘର କର୍ମକର୍ତ୍ତା ଓ ଶତାଧିକ ବରିଷ୍ଠ ନାଗରିକ ଯୋଗ ଦେଇଥିଲେ l

ଏ. ସି. ପି. ଶ୍ରୀ ଚକ୍ରବର୍ତ୍ତୀ ଉପସ୍ଥିତ ବରିଷ୍ଠ ନାଗରିକ ମାନଙ୍କୁ ସ୍ୱାଗତ କରି ଯେ କୌଣସି ସମସ୍ୟା କିମ୍ବା ଆପତ୍କାଳୀନ ପରିସ୍ଥିତିରେ ପୋଲିସ ସହ ସଂଯୋଗ ରଖି ସହାୟତା ନେବାକୁ ଅନୁରୋଧ କରିଥିଲେ l ଆଲୋଚନା ସଭାରେ ବରିଷ୍ଠ ନାଗରିକମାନେ ପରିବାର ଓ ସମାଜରେ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ବିଷୟରେ ମତାମତ ପ୍ରକାଶ କରିଥିଲେ l ଏହି ଅବସରରେ ସାଇବର ଥାନାର ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ସାହୁ ସାଇବର ଠକେଇର ବିଭିନ୍ନ ପ୍ରକାର ବିଷୟରେ ଉଦାହରଣ ସହ ଆଲୋଚନା କରି ବରିଷ୍ଠ ନାଗରିକ ମାନେ କିପରି ସତର୍କ ରହି ଏପରି ଠକେଇରୁ ନିଜକୁ ସୁରକ୍ଷିତ ରଖିପାରିବେ, ସେ ବିଷୟରେ ସଚେତନ କରିଥିଲେ l

ଥାନା ମୁଖ୍ୟ ଅଧିକାରୀ ଶ୍ରୀ ବଳବନ୍ତରାୟ, ନୋଡାଲ ଅଫିସର ଶ୍ରୀ କମଳାକାନ୍ତ ନାୟକ ଏବଂ ଅନ୍ୟ ପୋଲିସ ଅଧିକାରୀ ମନର ନିଜ ମୋବଇଲ ନମ୍ବର ପ୍ରଦାନକରି ବରିଷ୍ଠ ନାଗରିକ ମାନଙ୍କୁ ବିନା ଦ୍ୱିଧାରେ ସମ୍ପର୍କ କରିବାକୁ ଅନୁରୋଧ କରିଥିଲେ l ଶେଷରେ ବରିଷ୍ଠ ପୋଲିସ ଅଧିକାରୀ ଧନ୍ୟବାଦ ଜଣାଇ ସଭାର ସମାପନ କରିଥିଲେ ବିଡାନାସୀ ଥାନା ଆନୁକୂଲ୍ୟରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସୁରକ୍ଷା ସଚେତନତା ସଭା ଆୟୋଜିତ କରିଥିବାରୁ ବାଇମୁଣ୍ଡି ବରିଷ୍ଠ ନାଗରିକ ସଙ୍ଘର ଉପସଭାପତି ନିବାସ ଚନ୍ଦ୍ର ମିଶ୍ର ପୁଲିସ ଅଧିକାରୀଙ୍କୁ ଗଣ ମାଧ୍ୟମ ଦ୍ବାରା ଅଶେଷ ଅଶେଷ ଅଭିନନ୍ଦନ, ଶୁଭେଛା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version