ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି । ଲୋକଙ୍କୁ ମିଳୁନି ଗ୍ୟାସ୍ । ଫଳରେ ଖାଉଟି ତଥା ଗ୍ୟାସ୍ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଉଥିବା ଜଣାପଡ଼ିଛି ।



© 2023 Odisha Taza News.