ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଲା ବଡ଼ ସଫଳତା । ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ବାରଖମା,ସୁଡ୍ରା ଅଞ୍ଚଳରେ ପୋଲିସ୍ ପେଟ୍ରୋଲିଂ କରୁଥିବା ବେଳେ ବାଲିଗୁଡ଼ା ଅଞ୍ଚଳରୁ ଅନ୍ୟ ଜିଲ୍ଲାକୁ ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ବିଶ୍ବସ୍ତ ସୂତ୍ରରୁ ଖବରପାଇ ଅଞ୍ଚଳରେ ଯାଞ୍ଚ୍ କଡ଼ାକଡ଼ି କରାଯାଇଥିଲା ।














