• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଞ୍ଜାମ ଜୋନ୍ ଯୁବ ବିଜେଡି ସଭାପତି ନଚିକେତା ସ୍ୱାଇଁଙ୍କୁ ସମ୍ବର୍ଦ୍ଧନା – କବିସୂର୍ଯ୍ୟନଗର

Proprietor Abhimanyu Maharana by Proprietor Abhimanyu Maharana
September 26, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଗଞ୍ଜାମ ଜୋନ୍ ଯୁବ ବିଜେଡି ସଭାପତି ନଚିକେତା ସ୍ୱାଇଁଙ୍କୁ ସମ୍ବର୍ଦ୍ଧନା – କବିସୂର୍ଯ୍ୟନଗର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୬ ସେପ୍ଟେମ୍ଵର , ଶନିବାର ) କବିସୂର୍ଯ୍ୟନଗର  :-  ନବନିଯୁକ୍ତ ଗଞ୍ଜାମ ଜୋନ୍ ଯୁବ ବିଜେଡି ସଭାପତି ନଚିକେତା ସ୍ୱାଇଁଙ୍କୁ ବିପୁଳ ସମ୍ବର୍ଦ୍ଧନା । ଏଥିପାଇଁ ଶୁକ୍ରବାର ଦଳୀୟ ସମର୍ଥକଙ୍କ ପକ୍ଷରୁ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଆଠଗଡ଼ସ୍ଥିତ ମା’ ଛିନ୍ନମସ୍ତା ମନ୍ଦିରରେ ପୂଜାର୍ଚ୍ଚାନା ପରେ ନଚିକେତା ସ୍ୱାଇଁ ଏକ ବାଇକ୍ ରାଲିରେ କବିସୂର୍ଯ୍ୟନଗରରେ ପହଞ୍ଚିଥିଲେ । ସେଠାରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ରାଲି ଆସିକା ଅଭିମୁଖେ ଯାଇଥିଲା ।

ଆସିକାରେ ମଧ୍ୟ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହାପରେ ରାଲି ସହ ଆସିକା ସହର ପରିକ୍ରମା କରିଥିଲେ ନବନିଯୁକ୍ତ ଗଞ୍ଜାମ ଜୋନ୍ ଯୁବ ବିଜେଡି ସଭାପତି ନଚିକେତା ସ୍ୱାଇଁ । ଶେଷରେ ଦଳୀୟ କାର୍ଯ୍ୟାଳୟରେ ତାଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଆସିକା ସାଂସଦ, ବିଧାୟିକା ମଞ୍ଜୁଳା ସ୍ୱାଇଁ, ବ୍ଲକ ଅଧ୍ୟକ୍ଷ ହରେକୃଷ୍ଣ ମଲ୍ଲିକ, ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ଏବଂ ବହୁ ଦଳୀୟ କର୍ମୀ ସାମିଲ ହୋଇଥିଲେ । (ଶେଷଦେବ ସାହୁ/ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡାକ୍ତର ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ : ରୋଗୀ ସେବା ବାଧାପ୍ରାପ୍ତ

ଡାକ୍ତର ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ : ରୋଗୀ ସେବା ବାଧାପ୍ରାପ୍ତ

July 2, 2026
ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ କୁ କନ୍ଧମାଳ ଜିଲ୍ଲାପାଳ ଦୁଇଦିନ ପାଇଁ ବନ୍ଦ ଘୋଷଣା କଲେ

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ କୁ କନ୍ଧମାଳ ଜିଲ୍ଲାପାଳ ଦୁଇଦିନ ପାଇଁ ବନ୍ଦ ଘୋଷଣା କଲେ

July 2, 2026
ପାଣି ଘେରରେ ୧୧ନଂ ୱାର୍ଡବାସୀ,ଜଳ ନିଷ୍କାସନ ବ୍ୟବସ୍ଥା କରି ନ ପାରି ଫେରିଗଲେ ଦମକଳ ବାହିନୀ

ପାଣି ଘେରରେ ୧୧ନଂ ୱାର୍ଡବାସୀ,ଜଳ ନିଷ୍କାସନ ବ୍ୟବସ୍ଥା କରି ନ ପାରି ଫେରିଗଲେ ଦମକଳ ବାହିନୀ

July 2, 2026
ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ତତ୍କାଳ ପେନସନ କାଗଜପତ୍ର ପ୍ରଦାନ

ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ତତ୍କାଳ ପେନସନ କାଗଜପତ୍ର ପ୍ରଦାନ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡାକ୍ତର ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ : ରୋଗୀ ସେବା ବାଧାପ୍ରାପ୍ତ

ଡାକ୍ତର ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ : ରୋଗୀ ସେବା ବାଧାପ୍ରାପ୍ତ

July 2, 2026
ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ କୁ କନ୍ଧମାଳ ଜିଲ୍ଲାପାଳ ଦୁଇଦିନ ପାଇଁ ବନ୍ଦ ଘୋଷଣା କଲେ

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ କୁ କନ୍ଧମାଳ ଜିଲ୍ଲାପାଳ ଦୁଇଦିନ ପାଇଁ ବନ୍ଦ ଘୋଷଣା କଲେ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version