• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୋଲିସ ଡିଜିପିଙ୍କ ଦ୍ୱାରା ଗଜପତି ଏସପିଙ୍କ ସମେତ ୪ ପୁଲିସ ଅଧିକାରୀ ସମ୍ମାନୀତ ହେଲେ

Proprietor Abhimanyu Maharana by Proprietor Abhimanyu Maharana
March 22, 2026
in ଓଡ଼ିଶା, ଗଜପତି, ହୋମ୍
0
ପୋଲିସ ଡିଜିପିଙ୍କ ଦ୍ୱାରା ଗଜପତି ଏସପିଙ୍କ ସମେତ ୪ ପୁଲିସ ଅଧିକାରୀ ସମ୍ମାନୀତ ହେଲେ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ଗଜପତି ଜିଲ୍ଲାରେ ଗଞ୍ଜେଇ ଚୋରା କାରବାର ଓ ଗଞ୍ଜେଇ ଚାଷକୁ ରୋକିବାରେ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଥିବା ଯୋଗୁଁ ଗଜପତି ଏସ୍‌ପି ଓ ଜିଲ୍ଲାର 4 ଜଣ ପୋଲିସ ଅଧିକାରୀଙ୍କୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ସମ୍ମାନୀତ କରିଛନ୍ତି। ଗଜପତି ଏସ୍‌ପି ଯତୀନ୍ଦ୍ର କୁମାର ପଣ୍ଡାଙ୍କ ସମେତ ୪ ଜଣ ପୋଲିସ ଅଧିକାରୀ ହେଲେ ଆର୍ ଉଦୟଗିରି ଥାନାର ଏସ୍‌ଆଇ ସ୍ବପ୍ନାରାଣୀ ବେହେରା,

ଏସ୍‌ଆଇ ସନ୍ଦୀପ ହେମ୍ବ୍ରମ, ମୋହନା ଥାନାର ଏସ୍‌ଆଇ ପଙ୍କଜ ଦାସ ଓ ଚନ୍ଦ୍ରଗିରି ଫାଣ୍ଡି ଅଧିକାରୀ ସୁନୀଲ କୁମାର ସେଠୀଙ୍କୁ ରାଜ୍ୟ ପୋଲିସ ଡିଜିପି ମାନପତ୍ର ପ୍ରଦାନ କରି ସମ୍ମାନିତ କରିଛନ୍ତି । ଏଠାରେ ସୂଚନାଯୋଗ୍ୟଯେ, ଗଜପତି ଏସପି ଯତୀନ୍ଦ୍ର କୁମାର ପଣ୍ଡାଙ୍କ ଦୃଢ ନେତୃତ୍ୱରେ ଉପରୋକ୍ତ ପୋଲିସ ଅଧିକାରୀମାନେ ଗଜପତି ଜିଲ୍ଲାରେ ଚୋରା ଗଞ୍ଜେଇ ଚାଷ ଓ ଗଞ୍ଜେଇର ଚୋରା ଚାଲାଣକୁ ରୋକିବାରେ ସଫଳତା ଆଣିବା ସହ ଅଞ୍ଚଳବାସୀଙ୍କୁ ଏନେଇ ବ୍ୟାପକ ସଚେତନ କରିଥିବା ଯୋଗୁଁ ସେମାନଙ୍କୁ ପୁରସ୍କାର ପ୍ରଦାନ କରି ସମ୍ମାନୀତ କରାଯାଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ

ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ

August 3, 2026
ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ

ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ

August 3, 2026
ଜ୍ଞାନ ବିଜ୍ଞାନ ମେଳା

ଜ୍ଞାନ ବିଜ୍ଞାନ ମେଳା

August 3, 2026
ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

August 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ

ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ

August 3, 2026
ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ

ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ

August 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version