• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀଜିଲ୍ଲା ର ବିଭିନ୍ନ ଥାନା ପକ୍ଷ ରୁ ନାକା ଚେକିଂ : ଜୋରିମାନା ଆଦାୟ

Proprietor Abhimanyu Maharana by Proprietor Abhimanyu Maharana
March 22, 2026
in ଓଡ଼ିଶା, ପୁରୀ, ହୋମ୍
0
ପୁରୀଜିଲ୍ଲା ର ବିଭିନ୍ନ ଥାନା ପକ୍ଷ ରୁ ନାକା ଚେକିଂ : ଜୋରିମାନା ଆଦାୟ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ଜିଲ୍ଲାରେ ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବା ଓ ଯାତାୟାତ ନିୟମ ପାଳନକୁ କଡାକଡି କରିବା ପାଇଁ ପୁରୀ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ନାକା ଚେକିଂ ଅଭିଯାନ ଚାଲୁ ରହିଛି। ଏହି ବ୍ୟାପକ ଅଭିଯାନ ଅନୁଷ୍ଠାନରେ ଯାତାୟାତ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଅଭିଯାନ ସମୟରେ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳରେ ଚେକିଂ କରାଯାଇ ମୋଟ ୨ଲକ୍ଷ ୧୭ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।

ଟ୍ରାଫିକ ପୋଲିସ ଷ୍ଟେସନ ୧,୨୭,୦୦୦ଟଙ୍କା,ବାସେଳିସାହି ପୋଲିସ ଷ୍ଟେସନ ୧୦,୦୦୦ଟଙ୍କା,-କମ୍ଭାରପଡା ପୋଲିସ ଷ୍ଟେସନ ୮,୫୦୦ଟଙ୍କା,ବ୍ରହ୍ମଗିରି ପୋଲିସ ଷ୍ଟେସନ ୮୦୦୦ ଟଙ୍କା,ସିଂହଦ୍ୱାର ପୋଲିସ ଷ୍ଟେସନ ୭,୫୦୦ଟଙ୍କା,ତାଳବଣିଆ ପୋଲିସ ଷ୍ଟେସନ ୭,୦୦୦/-କୋଣାର୍କ ପୋଲିସଷ୍ଟେସନ ୭,୦୦୦/-,ସତ୍ୟବାଦୀ ପୋଲିସ ଷ୍ଟେସନ ୭,୦୦୦/-,ସମୁଦ୍ରକୁଳ ପୋଲିସ ଷ୍ଟେସନ ୬,୦୦୦/-ବାଳିଆପଣ୍ଡା ପୋଲିସ ଷ୍ଟେସନ ୬,୦୦୦/-ବଳଙ୍ଗା ପୋଲିସ ଷ୍ଟେସନ ୬,୦୦୦/-କାକଟପୁର ପୋଲିସ ଷ୍ଟେସନ ୬,୦୦୦/-ଚନ୍ଦ୍ରଭାଗା ମେରାଇନ ପୋଲିସ ଷ୍ଟେସନ ୪,୦୦୦/-

ଗୋପ ପୋଲିସ ଷ୍ଟେସନ ୩,୫୦୦/-ଆସ୍ତରଙ୍ଗ ପୋଲିସ ଷ୍ଟେସନ ୩,୦୦୦/-ପେଣ୍ଠକଟା ମେରାଇନ ପୋଲିସ ଷ୍ଟେସନ ୩,୦୦୦/- ରାମଚଣ୍ଡୀ ପୋଲିସ ଷ୍ଟେସନ ୩,୦୦୦/-ଅସ୍ତରଙ୍ଗ ମେରିନ ପୋଲିସ ଷ୍ଟେସନ ୨,୦୦୦/-ଅରଖକୁଦା ମେରାଇନ ପୋଲିସ ଷ୍ଟେସନ ୨,୦୦୦/-ପୋଲିସ ଷ୍ଟେସନ ୧,୫୦୦/- ଏହି ଅଭିଯାନର ମୂଳ ଉଦ୍ଦେଶ୍ୟ ହେଲା ସଡକରେ ଶୃଙ୍ଖଳା ବଜାୟ ରଖିବା, ଦୁର୍ଘଟଣା କମାଇବା ଓ ସାଧାରଣ ଲୋକଙ୍କୁ ଯାତାୟାତ ନିୟମ ପାଳନ ପାଇଁ ସଚେତନ କରିବା ।

ପୁରୀ ପୋଲିସ ସଦା ସର୍ବଦା ଲୋକଙ୍କ ସୁରକ୍ଷା ପାଇଁ ପ୍ରତିବଦ୍ଧ ଅଟେ ଏବଂ ଏହିପରି ଚେକିଂ ଅଭିଯାନ ଆଗାମୀ ଦିନରେ ମଧ୍ୟ ଜାରି ରହିବ। ପୁରୀ ପୋଲିସ ସମସ୍ତ ଯାନଚାଳକଙ୍କୁ ଅନୁରୋଧ କରୁଛି ଯେ ହେଲମେଟ ଓ ସିଟ ବେଲ୍ଟ ପରିଧାନ କରନ୍ତୁ, ମଦ୍ୟପାନ କରି ଗାଡି ଚଲାନ୍ତୁ ନାହିଁ, ନିର୍ଦ୍ଧାରିତ ଗତି ସୀମା ପାଳନ କରନ୍ତୁ, ସମସ୍ତ ଟ୍ରାଫିକ ନିୟମ ମାନନ୍ତୁ | ନିୟମ ଉଲ୍ଲଙ୍ଘନ କଲେ କଡା ଆଇନୁନ୍ମୁଖୀ କାର୍ଯ୍ୟନୁଷ୍ଠାନ ହେବା ସହିତ ଜରିମାନା ଆଦାୟ କରାଯିବ। ସାଧାରଣ ଲୋକଙ୍କ ସହଯୋଗରେ ଆମେ ଏକ ସୁରକ୍ଷିତ ଓ ଶୃଙ୍ଖଳିତ ପୁରୀ ଗଢିବାରେ ସଫଳ ହେବା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version