• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୌରାଙ୍ଗ ସଂଗୀତ ମହା ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ୯ ତମ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
March 23, 2026
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ଗୌରାଙ୍ଗ ସଂଗୀତ ମହା ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ୯ ତମ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

ବଲାଙ୍ଗିର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ବାଲେଶ୍ୱର ଜିଲ୍ଲା କଳାକାର ସଂଘ ଓ ଗୌରାଙ୍ଗ ସଂଗୀତ ମହା ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ୯ ତମ ବାର୍ଷିକ ଉତ୍ସବ ସମ୍ମିଳନୀରେ ବଲାଙ୍ଗିର ଜିଲ୍ଲାର ସମନ୍ୱୟ ସଂଗଠନ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ସିଙ୍ଗଲାଲ ଙ୍କ ଦ୍ୱାରା ଚାରିଜଣ ମନୋନୀତ ବିଶିଷ୍ଟ ବ୍ୟକ୍ତି ବିଶେଷ ଯଥା, ଅମିଲ ପୁଟେଲ (ସଭାପତି )ପଶ୍ଚିମ ଓଡିଶା ଲୋକ କଳା ପୁନଃରୁଦ୍ଧାର ପରିଷଦ l ମୀନକେତନ ପଧାନ (ସମ୍ପାଦକ) ଜୀବନ୍ୟାସ, ପରିବର୍ତ୍ତନ l

ନାରାୟଣ ବାରିକ (ସମ୍ପାଦକ )ଜଗନ୍ନାଥ ଯୁବପରିଷଦ l ଭକ୍ତବନ୍ଧୁ ମେହେର (ସମ୍ପାଦକ)ପରମ୍ପରା କଳା ବିକାଶ କେନ୍ଦ୍ର, ନମନ୍ୱୟ ) ମାନଙ୍କୁ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଗୌତ୍ତମ ବୁଦ୍ଧ ଦାସ ବାଲେଶ୍ୱର ଜିଲ୍ଲା ଭୋଗରାଇ ବିଧାୟକଙ୍କ ଦ୍ୱାରା ସମ୍ମାନୀତ କରାଯାଇଥିଲା l ସ୍ଥାନୀୟ ୩୩ ନଂ ଜୋନ ଜିଲ୍ଲାପରିଷଦ, ସରପଞ୍ଚ, ସମିତି ସଭ୍ୟ ମଧ୍ୟ ସମ୍ମାନୀତ ଅତିଥିଭାବରେ ଉପସ୍ଥିତ ଥିଲେ l

ଏହି ସଭାରେ ଅନୁଷ୍ଠାନ ସଭାପତି ଗୌର ଦାସ ( ଶିବାନୀ ଗଣନାଟ୍ୟର ମୁଖ୍ୟ ଅଭିନେତା )ଙ୍କ ଅନୁପସ୍ଥିତିରେ ଉପ -ସଭାପତି ଶ୍ରୀଯୁକ୍ତ ରାଧାକୃଷ୍ଣ ଗିରି ସଭାପରିଚାଳନା କରିଥିବା ସତ୍ୱେ ଅନୁଷ୍ଠାନ ସମ୍ପାଦକ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ଘୋଷ ((ଯାତ୍ରା ଅଭିନେତା ) ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ ଦେଇ ସଭାସାଙ୍ଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

August 8, 2026
ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

August 7, 2026
ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

August 7, 2026
ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

August 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

August 8, 2026
ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

August 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version