• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶ୍ୱ ବନଦିବସ ପାଳିତ : ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି – ଆରସିସିଏଫ

Proprietor Abhimanyu Maharana by Proprietor Abhimanyu Maharana
March 23, 2026
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ବିଶ୍ୱ ବନଦିବସ ପାଳିତ : ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି – ଆରସିସିଏଫ

CREATOR: gd-jpeg v1.0 (using IJG JPEG v62), quality = 40

Share on FacebookShare on TwitterWhatsapp

ବଲାଙ୍ଗିର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବଲାଙ୍ଗୀର ଜିଲ୍ଲାରେ ଜଙ୍ଗଲଗୁଡିକର ପ୍ରମୁଖ ଭୂମୀକା ରହିଛି ଓ ଜିଲ୍ଲାର ଲୋକଙ୍କ ଅର୍ଥନୀତି ସହିତ ଏହାର ନୀବିଡ ସମ୍ପର୍କ ରହିଆସିଛି । ଏବେ ବନବିଭାଗ ଅନେକଗୁଡିଏ ଯୋଜନାରେ ଲୋକଙ୍କୁ ସାମିଲ ଅର୍ଥନୀତିକୁ ଆହୁରି ସୁଦୃଢ କରିବାକୁ ପଦକ୍ଷେପ ନେଉଛନ୍ତି ବୋଲି ଆଜି ବଲାଙ୍ଗୀର ବନବିଭାଗ ପକ୍ଷରୁ ଆୟୋଜିତ ବିଶ୍ୱବନଦିବସ କାଯ ଯୋଗଦେଇ ଭବାନିପାଟଣାର ସର୍କଲର ଆରସିସିଏଫ ସନ୍ତୋଷ ଯୋଷି ମତବ୍ୟକ୍ତ କରିଛନ୍ତି । ସେ ଆହୁରି କହିଛନ୍ତି ଯେ,ଜଙ୍ଗଲର ଗଛ ଓ ବନ୍ୟଜନ୍ତୁ ଉଭୟ ପରିବେଶ ଲାଗି ଉପାଦେୟ ।

CREATOR: gd-jpeg v1.0 (using IJG JPEG v62), quality = 40

ସ୍ଥାନୀୟ ଲୋକେ ଜଙ୍ଗଲରୁ କେନ୍ଦୁପତ୍ର,ମହୁଲ,ଚାର,ବାହାଡା,ସାହାଡା,ଝୁଣା ଇତ୍ୟାଦି ଜଙ୍ଗଲଜାତ ଦ୍ରବ୍ୟସଂଗ୍ରହ କରି ଜୀବିକା ନିର୍ବାହ କରିଥାନ୍ତି । ତେଣୁ ଏବେ ରାଜ୍ୟସରକାର ଏଭଳି ବୃକ୍ଷରୋପଣକୁ ଗୁରୁତ୍ୱ ଦେଉଛନ୍ତି ଓ ଚାରା ସୃଷ୍ଟିକରି ବଣ୍ଟନ କରାଯାଉଛି । ଜଙ୍ଗଲ ସୁରକ୍ଷିତ ରହିଲେ ପରିବେଶ ସୁରକ୍ଷିତ ରହିବ । ତେଣୁ ଜଙ୍ଗଲର ସୁରକ୍ଷା ସାଙ୍ଗକୁ ବନ୍ୟଜନ୍ତୁଗୁଡିକର ସୁରକ୍ଷାର ଆବଶ୍ୟକତା ରହିଛି । ଜଙ୍ଗଲ ସୁରକ୍ଷାରେ ସ୍ଥାନୀୟ ଲୋକଙ୍କର ଭୂମୀକା ଅଧିକ ରହିଛି ବୋଲି ଶ୍ରୀ ଯୋଷୀ କହିଥିଲେ ।

ବଲାଙ୍ଗୀର ବନଖଣ୍ଡ ଅଧିକାରୀ ଅଜିତ ବିଶିଙ୍କ ସଭାପତିତ୍ୱ ଓ ଅର୍ଜୁନ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ଆଞ୍ଚଳିକ ପ୍ରଦୁଷଣନୀୟନ୍ତ୍ରଣ ବୋର୍ଡର ଅଧିକାରୀ ଶ୍ରୀମତୀ ବବିତା ସିଂ ଓ ମୁଖ୍ୟବକ୍ତା ଭାବରେ ପଥରଚେପା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ କ୍ଷମାନୀଧି ଝାଙ୍କର ଯୋଗଦେଇଥିଲେ । ବବିତା ସିଂ ତାଙ୍କ ବକ୍ତବ୍ୟରେ ଟୁରିଜମ ସେଣ୍ଟରଗୁଡିକୁ ପଲିଥିନ ମୁକ୍ତ ତଥା ପ୍ରଦୂଷଣମୁକ୍ତ ରଖିବାକୁ ଆହ୍ୱାନ ଦେଇଥିଲେ ।

ଠିକ ସେହିପରି ମୁଖ୍ୟବକ୍ତା ଶ୍ରୀ ଝାଙ୍କର ତାଙ୍କ ବକ୍ତବ୍ୟରେ ଜଙ୍ଗଲର କେବଳ ଗଛନୁହେଁ ବନ୍ୟଜନ୍ତୁ,କିଟପତଙ୍ଗଙ୍କର ମଧ୍ୟ ପରିବେଶ ସୁରକ୍ଷାରେ ଆବଶ୍ୟକତା ରହିଛି ବୋଲି କହିଥିଲେ । ଭାରତୀୟସଂସ୍କୃତିରେ କାହିଁ କେଉଁ ଆବାହମାନ କାଳରୁ ଜଙ୍ଗଲ ସହିତ ମଣିଷ ସମାଜର ସମ୍ପର୍କ ରହିଆସିଛି । ଆଧ୍ୟାତ୍ମିକତା ଓ ସମାଜିକ ସହାବସ୍ଥାନ ଆମର ମୂଳଧର୍ମ ହୋଇ ରହିଆସିଛି । ଜଙ୍ଗଲ ରହିଲେ ପରିବେଶ ସୁରକ୍ଷା ରହିବ ଓ ଜୀବଜଗତ ବଞ୍ଚିପାରିବ ।

ପରିବେଶ ପାଇଁ ବେଙ୍ଗ,ବାଦୁଡି ,ଘରଚଟିଆ ଭଳି ଜୀବ ଓ କିଟପତଙ୍ଗଙ୍କର କିଭଳି ଭୂମୀକା ରହିଛି ସେନେଇ ଉପସ୍ଥିତ ଲୋକଙ୍କୁ ଶ୍ରୀ ଝାଙ୍କର ବୁଝାଇଥିଲେ । ପ୍ରାରମ୍ଭରେ ଏସିଏଫ ମାନସରଂଜନ ବେହେରା ଅତିଥିଗଣ ଙ୍କୁ ସ୍ୱାଗତକରି ଆଜିର ବନଦିବସର ଉଦ୍ଦେଶ୍ୟ ଓ ଥିମ “ଜଙ୍ଗଲ ଓ ଅର୍ଥନୀତି” ବିଷୟରେ କହିଥିଲେ । ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା,ବନକର୍ମଚାରୀ ଚିନ୍ମୟ ପଧାନ ଓ ଟିଟିଲାଗଡ ଅଞ୍ଚଳର ଜଣେ ଭିଏସଏସ ସଭାପତି ଜଙ୍ଗଲ ସୁରକ୍ଷାର ଦିଗ ଉପରେ ଆଲୋଚନା କରିଥିଲେ ।

ଏହି ଅବସରରେ ଜିଲ୍ଲାର ବିଭିନ୍ନ ଉପଖଣ୍ଡ ଅଞ୍ଚଳରେ ପରିବେଶ ସୁରକ୍ଷା ପାଇଁ କାମ କରୁଥିବା ସ୍କୁଲ ଓ ବନସଂରକ୍ଷଣ ସମିତିଗୁଡିକୁ ପୁରସ୍କୃତ କରାଯାଇଥିଲା । ଶେଷରେ ବଙ୍ଗୋମୁଣ୍ଡା ରେଞ୍ଜଅଫିସର ପଦ୍ମନାଭ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଏସିଏଫ ସୁମନ ମାଝୀ,ବଲାଙ୍ଗୀର ରେଞ୍ଜଅଫିସର ନବୀନକୁମାର ପଣ୍ଡାଙ୍କ ସମେତ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଶତାଧିକ ବନସଂରକ୍ଷଣସମିତିର କର୍ମକର୍ତ୍ତା,ବନକର୍ମଚାରୀ ଓ ସାମ୍ବାଦିକଗଣ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

August 8, 2026
ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

August 7, 2026
ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

August 7, 2026
ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

August 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

August 8, 2026
ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

August 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version