• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲେଶ୍ୱର ଜିଲ୍ଲାରେ ବିଜେଡିର ଶକ୍ତି ବୃଦ୍ଧି

Proprietor Abhimanyu Maharana by Proprietor Abhimanyu Maharana
March 26, 2026
in ଓଡ଼ିଶା, ଖୋର୍ଦ୍ଧା, ବାଲେଶ୍ଵର, ରାଜନୀତି, ହୋମ୍
0
ବାଲେଶ୍ୱର ଜିଲ୍ଲାରେ ବିଜେଡିର ଶକ୍ତି ବୃଦ୍ଧି
Share on FacebookShare on TwitterWhatsapp

ପୂର୍ବତନ ମନ୍ତ୍ରୀ ରଘୁ ମହାନ୍ତି ଓ ପୂର୍ବତନ ବିଧାୟକ ଜୀବନ ପ୍ରଦୀପଙ୍କ ଘର ବାହୁଡା ବାଲେଶ୍ୱର ଜିଲ୍ଲାରେ ସୁସଂଗଠିତ ହେବ ବିଜେଡି

ନବୀନଙ୍କ ନିଦେ୍ର୍ଦଶରେ ଜଣେ ଶୃଙ୍ଖଳିତ କର୍ମୀ ଭାବେ କାର୍ଯ୍ୟ କରିବି : ରଘୁ

ବାଲେଶ୍ୱର ଜିଲ୍ଲାରେ ବିଜେଡି ପୁଣିଥରେ ଏକ ନମ୍ୱର ଦଳ ଭାବେ ଉଭା ହେବ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବାଲେଶ୍ୱର ଜିଲ୍ଲାର ଦୁଇ ବିଜେପି ନେତା ଯଥା, ପୂର୍ବତନ ମନ୍ତ୍ରୀ ଶ୍ରୀ ରଘୁନାଥ ମହାନ୍ତି ଓ ପୂର୍ବତନ ବିଧାୟକ ଶ୍ରୀ ଜୀବନ ପ୍ରଦୀପ ଦାସ ଆଜି ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ବାଲେଶ୍ୱର ଜିଲ୍ଲାର ଶତାଧିକ କର୍ମୀ ଓ ଦଳର ବରିଷ୍ଠ ନେତା ମାନଙ୍କ ଉପସ୍ଥିତିରେ, ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରେ ଏହି ଦୁଇ ନେତାଙ୍କୁ ସ୍ୱାଗତ କରିଥିଲେ । ଏହି ଦୁଇ ଅଭିଜ୍ଞ ନେତାଙ୍କ ଦଳରେ ଯୋଗଦାନ ପରେ ବିଜୁ ଜନତା ଦଳ ପୁନର୍ବାର ଶକ୍ତିଶାଳୀ ହୋଇ ପାରିବ ବୋଲି ବିଶ୍ୱାସ କରାଯାଉଛି ।

ଶଙ୍ଖ ଭବନ ଠାରେ ବାଲେଶ୍ୱର ଜିଲ୍ଲାର ସମସ୍ତ ବିଜୁ ଜନତା ଦଳର ବିଧାୟକ ଓ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଦୁଇ ନେତା ବିଜୁ ଜନତା ଦଳରେ ଯୋଗ ଦେଇଥିବାରୁ ନିଜର ଖୁସି ବ୍ୟକ୍ତ କରିଥିଲେ । ଶ୍ରୀ ରଘୁନାଥ ମହାନ୍ତି କହିଥିଲେ, ଦଳର ଶୃଙ୍ଖଳିତ କର୍ମୀ ଭାବେ କାମ କରିବୁ । ବିଜୁ ଜନତା ଦଳ ବାଲେଶ୍ୱର ଜିଲ୍ଲାରେ କିପରି ସୁସଂଗଠିତ ହୋଇ ପାରିବ ସେଥିପାଇଁ କାର୍ଯ୍ୟ କରିବି । ବିଜୁ ବାବୁଙ୍କ ସମୟରୁ ତାଙ୍କ ସହିତ କାର୍ଯ୍ୟ କରିବାର ସୁଯୋଗ ପାଇଛି । ପରେ ବିଜୁ ଜନତା ଦଳର ଗଠନ ବେଳେ ଜଣେ ପ୍ରତିଷ୍ଠିତ ସଭ୍ୟ ଭାବେ କାର୍ଯ୍ୟ କରିଥିଲି ।

ଜୀବନ ପ୍ରଦୀପ ଦାସ କହିଥିଲେ, ପାଞ୍ଚ ବର୍ଷ ବିଜେଡି ବାହାରେ ରହିବା ପରେ ଦଳକୁ ପୁନର୍ବାର ପ୍ରତ୍ୟାବର୍ତ୍ତନ କରି ଅତ୍ୟନ୍ତ ଆନନ୍ଦିତ । ବାଲେଶ୍ୱର ଜିଲ୍ଲାରେ ବିଜୁ ଜନତା ଦଳ କିପରି ସୁସଂଗଠିତ ହୋଇ ପାରିବ, ସେଥିପାଇଁ ନବୀନ ବାବୁଙ୍କ ନିଦେ୍ର୍ଦଶକ୍ରମେ ଜଣେ ଶୃଙ୍ଖଳିତ ସଦସ୍ୟ ଭାବେ କାର୍ଯ୍ୟ କରିବି । ଏହି ସାମ୍ୱାଦିକ ସମ୍ମିଳନୀକୁ ଦଳର ଗତ ନିର୍ବାଚନରେ ବାଲେଶ୍ୱର ସାଂସଦ ପ୍ରାର୍ଥୀନୀ ଶ୍ରୀମତୀ ଲେଖାଶ୍ରୀ ସାମନ୍ତସିଂହାର ପ୍ରାରମ୍ଭିକ

ସୂଚନା ଦେଇଥିଲା ବେଳେ ଜଳେଶ୍ୱର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ପାତ୍ର, ଭୋଗରାଇ ବିଧାୟକ ଶ୍ରୀ ଗୌତମବୁଦ୍ଧ ଦାସ, ବାଲେଶ୍ୱର ସଦରର ପୂର୍ବତନ ବିଧାୟକ ଶ୍ରୀ ସ୍ୱସୁପ କୁମାର ଦାସ, ରେମୁଣାର ପୂର୍ବତନ ବିଧାୟକ ଶ୍ରୀ ସୁଧାଂଶୁ ପରିଡା, ନୀଳଗିରି ପୂର୍ବତନ ବିଧାୟକ ଶ୍ରୀ ସୁକାନ୍ତ ନାୟକ, ସିମୁଳିଆର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version