• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୀ ସାର୍ଥକରେ “ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” ଏଇ ରବିବାର ୨୯ ମାର୍ଚ୍ଚ ୬:୩୦ରୁ

Proprietor Abhimanyu Maharana by Proprietor Abhimanyu Maharana
March 27, 2026
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମନୋରଞ୍ଜନ, ମହାନଗର, ହୋମ୍
0
ଜୀ ସାର୍ଥକରେ “ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” ଏଇ ରବିବାର ୨୯ ମାର୍ଚ୍ଚ ୬:୩୦ରୁ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର :- ଲୋକପ୍ରିୟ ଓଡିଆ ଚ୍ଯାନେଲ ଜୀ ସାର୍ଥକରେ ଓଡିଶାର ସବୁଠାରୁ ବଡ ଡ୍ୟାନ୍ସ ରିଆଲିଟି ଶୋ “ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ ” ନୂତନ ସିଜିନ ସହ ପୁଣି ସଫଳତାର ସହ ପହଞ୍ଚିଛି ତାର ଶେଷ ସୋପାନରେ, ଅର୍ଥାତ ଗ୍ରାଣ୍ଡ ଫିନାଲେରେ । ଗତ ୨୯ ନଭେମ୍ବର ୨୦୨୫ ର ଆରମ୍ଭ ହୋଇଥିବା ଏହି ଡ୍ୟାନ୍ସ ରିଆଲିଟି ଶୋ, ସାଉଁଟିଛି ଦର୍ଶକଙ୍କ ଅଜସ୍ର ଭଲ ପାଇବା । ପ୍ରତି ଶନିବାର ଓ ରବିବାର ସନ୍ଧ୍ୟା ୯:୩୦ରେ ପ୍ରସାରିତ ହେଉଥିବା ଏହାର ସମସ୍ତ ନୂଆ ନୂଆ ଏପିସୋଡ୍ ହୋଇଥିଲା ଦମଦାର ଓ ଆଉ ରୋମାଞ୍ଚକର । ତେଣୁ ଦେଖିବାକୁ ଭୁଲନ୍ତୁ ନାହିଁ କେବଳ ଜୀ ସାର୍ଥକରେ “ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” ଆସନ୍ତା ରବିବାର ୨୯ ମାର୍ଚ୍ଚ ୬:୩୦ରୁ ।

ଓଡିଶା ଇତିହାସରେ ପ୍ରଥମ ଥର ପାଇଁ ଲୋକପ୍ରିୟ ଓଡ଼ିଆ ସେଲିବ୍ରେଟିମାନେ ଅସାଧାରଣ ପ୍ରତିଭାଶାଳୀ ଶିଶୁ ପ୍ରତିଯୋଗୀ ମାନଙ୍କ ସହ ଯୋଡ଼ି ହୋଇଥିଲେ ଏହି ନୂତନ ଭାବରେ କଳ୍ପିତ ଡ୍ୟାନ୍ସ ରିଆଲିଟି ଶୋ ରେ । ଟିମ ରଙ୍ଗବତୀ ୨.୦ ଓ ଲଚକମଣି ୨.୦ ଟିମ ନିଜର ହାଇ ଭୋଲଟେଜ୍, ରୋମାଣ୍ଟିକ୍, ଫେଷ୍ଟିଭାଲ୍, କମେଡି, ଆଇଟମ୍ ନମ୍ବର ଏବଂ ଅନ୍ୟାନ୍ୟ ରୋମାଞ୍ଚକର ଡ୍ୟାନ୍ସ ମାଧ୍ୟମରେ ଦର୍ଶକଙ୍କ ମନ ଜିତିଛନ୍ତି ଓ ଗ୍ରାଣ୍ଡ ଫିନାଲେ ବି ଆହୁରି ଗ୍ରାଣ୍ଡ ହେବ ବୋଲି କହିଛି ଜୀ ସାର୍ଥକ ଟିମ । ଆପଣମାନେ ବି ଦେଖିବାକୁ ପ୍ରସ୍ତୁତ ରୁହନ୍ତୁ ଏହି ଦୁଇ ଟିମର କଡା ଟକ୍କର ।

କେବଳ ଡ୍ୟାନ୍ସ ନୁହେଁ, ଏଥରର ବିଶେଷ ଆକର୍ଷଣ ଭାବରେ ନିଜ କଣ୍ଠର ଯାଦୁରେ ଆପଣଙ୍କୁ ଝୁମଏଇବେ ଓଡ଼ିଶାର ଲୋକପ୍ରିୟ ଗାୟକ ମାନେ ଯେଉଁ ମାନଙ୍କ ମଧ୍ୟରେ ଅଛନ୍ତି ସତ୍ୟଜିତ, ସ୍ୱୟଂ ପାଢୀ, ବିଷ୍ଣୁମୋହନ ଓ ତାରିକ ଅଜିଜ୍ । ପୁଣି ବିଚାରକ ପ୍ୟାନେଲ, ଦେବାଶିଷ ପାତ୍ର, ହରିହର ଦାସ, ଅମିତ ନାୟକ ଏବଂ ସୂର୍ଯ୍ୟମୟୀ ମହାପାତ୍ରଙ୍କ ପ୍ରଦର୍ଶନ ମଧ୍ୟ ସମ୍ପୂର୍ଣ୍ଣ ବିଶେଷ ଓ ଉଚ୍ଚ କୋଟୀର ହେବ ବୋଲି ଟିମ କହିଛି ।

ସେଲିବ୍ରେଟି ନିକିତା, ଦେବସ୍ମିତା, ଅନନ୍ୟା, ରୋମ୍ୟାଞ୍ଜଳି, ସୁଶ୍ରୀ, ପିହୁ, ସୋନାଲିସା, ସୁଲଗ୍ନା, ହିତେସା ଓ ମାନସୀ ପ୍ରତ୍ୟେକ ଏପିସୋଡରେ ନୃତ୍ୟର ବିଭିନ୍ନ ଶୈଳୀ ମାଧ୍ୟମରେ ନିଜର ଲିଟିଲ୍ ମାଷ୍ଟର୍ସ ଯୋଡିମାନଙ୍କ ସହ ଓଡ଼ିଶାର ଦର୍ଶକଙ୍କ ପାଇଁ ଆଣିଥିଲେ ଏକ ନିଆରା ଅନୁଭୂତି ତେଣୁ ଏହି ଡ୍ୟାନ୍ସ ରିଆଲିଟି ଶୋ’ର ଗ୍ରାଣ୍ଡ ଫିନାଲେ ବି ଆହୁରି ଦମଦାର ଓ ରୋମାଞ୍ଚକର ହେବ ତେଣୁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ ବୋଲି ବୋଲି କହିଛନ୍ତି ଜୀ-ସାର୍ଥକର ଚିଫ୍ ଚ୍ୟାନେଲ୍ ଅଫିସର ରାହୁଲ ରାଓ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version