• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ଓଡିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
March 27, 2026
in ଓଡ଼ିଶା, ଗଜପତି, ହୋମ୍
0
ଜିଲ୍ଲାସ୍ତରୀୟ ଓଡିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର :- ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ଆଜି ବିଭିନ୍ନ ପ୍ରତିଯୋଗତା ଅନୁଷ୍ଠିତ ହୋଇଯାଇଅଛି।

ଏହି ପ୍ରତିଯୋଗିତାରେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଆସନ୍ତା ଅପ୍ରେଲ ୧ ତାରିଖ ଦିନ ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ।

ସେହିପରି ଅପ୍ରେଲ ୨୬ ତାରିଖରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଉତ୍ସବରେ ଉକ୍ତ ସ୍ଥାନରେ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯିବ । ଏହି ପ୍ରତିଯୋଗୀତାର ବିଚାରକ ମଣ୍ଡଳୀଭାବରେ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତା, ଅମେଶ ଲିମ୍ମା, ସୁଲତା ଶୁଭଦର୍ଶୀ, ରାମଶଙ୍କର ଗନ୍ତାୟତ, ଚିତ୍ରା ରଥ, ସୁମିତ୍ରା କୁମାରୀ ଜେନା, ପଦ୍ମନି କୁମାରୀ ପଣ୍ଡା,

ସୁଜାତା ନନ୍ଦ ବବିତା ପୁରୋହିତ ଓ ଅନିତା ଦାସ ପ୍ରମୁଖ ବିଚାରକ ମଣ୍ଡଳୀ ବାଭରେ ଉପସ୍ଥିତ ଥିଲେ।ଏହି ସବୁ ପ୍ରତିଯୋଗିତାକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆୟୋଜିତ ହେଇଥିବା ବେଳେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ତୁଷାରମୟ ସେନାପତି ଉପସ୍ଥିତ ଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜିଲ୍ଲା ଶାରିରୀକ କ୍ରୀଡ଼ା ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

August 3, 2026
TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

August 3, 2026
ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ପଞ୍ଚାୟତିରାଜ, ପାନୀୟ ଜଳ ଓ ପରିମଳ ବିଭାଗର ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

August 3, 2026
ଚୋରି ଓ ଛିନତାଇ ମାମଲାରେ ରାଉରକେଲା ପୋଲିସ୍ ଦ୍ବାରା ୨ ନାବାଳକଙ୍କ ସମେତ ୩ ଗିରଫ ଏବଂ ଚୋରି ସାମଗ୍ରୀ ଜବତ

ଚୋରି ଓ ଛିନତାଇ ମାମଲାରେ ରାଉରକେଲା ପୋଲିସ୍ ଦ୍ବାରା ୨ ନାବାଳକଙ୍କ ସମେତ ୩ ଗିରଫ ଏବଂ ଚୋରି ସାମଗ୍ରୀ ଜବତ

August 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

August 3, 2026
TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

August 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version