ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଏଏମସିଏସ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ପରିଚାଳନା କମିଟି ଅଧ୍ୟକ୍ଷ ତଥା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ଯୋଗ ଦେଇ ବିଦ୍ୟାର୍ଥୀ ମାନଙ୍କୁ କର୍ମଠ ହେବା ସହ ନିଜ ନିଜର ଲକ୍ଷକୁ ହାସଲ କରିବା ନିମନ୍ତେ ପରାମର୍ଶ ଦେଇଥିଲେ I














