• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧା – ବଲାଙ୍ଗୀର ୫୭ ଜାତୀୟ ରାଜପଥରେ ଗ୍ୟାସ ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତା ଅବରୋଧ : ପ୍ରଶାସନର ହସ୍ତକ୍ଷେପ ପରେ ହଟିଲା ଅବରୋଧ

Proprietor Abhimanyu Maharana by Proprietor Abhimanyu Maharana
March 30, 2026
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
ଖୋର୍ଦ୍ଧା – ବଲାଙ୍ଗୀର ୫୭ ଜାତୀୟ ରାଜପଥରେ ଗ୍ୟାସ ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତା ଅବରୋଧ : ପ୍ରଶାସନର ହସ୍ତକ୍ଷେପ ପରେ ହଟିଲା ଅବରୋଧ
Share on FacebookShare on TwitterWhatsapp

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ନରେନ୍ଦ୍ରପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ବିନୋଦପଡାସ୍ଥିତ ରାଧାଗୋବିନ୍ଦ ଏଚ. ପି ଗ୍ୟାସ ଏଜେନସି କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାରଦିନ ଖୋର୍ଦ୍ଧା -ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥରେ ଗ୍ୟାସ ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତା ଅବରୋଧ କରିଅଛନ୍ତି ! ସୂଚନା ଅନୁଯାୟୀ ଏଚ.ପି ଗ୍ୟାସ ଉପଭୋକ୍ତାମାନଙ୍କ ଅଭିଯୋଗ ଅନୁସାରେ ଦୀର୍ଘ ଏକ ମାସରୁ ଉର୍ଦ୍ଧ ଦିନ ହେବ ଗ୍ୟାସ ବୁକିଙ୍ଗ କରିଥିଲେ ମଧ୍ୟ ଗ୍ୟାସ ଆଜି ମିଳିବ କାଲି ମିଳିବ କହି ଏଚ.ପି ଗ୍ୟାସ ଉପଭୋକ୍ତାମାନଙ୍କୁ ଫାଙ୍କି ଆସୁଥିଲେ ।

ଉପଭୋକ୍ତାମାନେ ବାରମ୍ବାର ଅଫିସକୁ ଆସି ଗ୍ୟାସ ନପାଇ ଖାଲି ହାତରେ ଫେରି ଯାଉଥିଲେ । ତେବେ ଆଜି ପୂର୍ବାହ୍ନ ସମୟରେ ଏଚ.ପି ଉପଭୋକ୍ତାମାନେ ଗ୍ୟାସ ସିଲିଣ୍ଡଗୁଡିକୁ ଖୋର୍ଦ୍ଧା -ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ରାସ୍ତାରେ ରଖି ଅବରୋଧ କରିଥିଲେ। ଫଳରେ ଖୋର୍ଦ୍ଧା, ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଯାତାୟତ ସମ୍ପୂର୍ଣ୍ଣ ଠପ ହୋଇଯାଇଥିଲା ଘଟଣାସ୍ଥଳରେ ଘଣ୍ଟା ଘଣ୍ଟା ଧରି ଶହ ଶହ ଗାଡ଼ିଗୁଡିକ  ଅଟକି ରହିଥିଲା।

ଖବର ପାଇ ରଣପୁର ଥାନା ଅଧିକାରୀ ଆଶିଷ ଦେବ ସାହୁ ଓ ରାଜସୁନାଖଳା ଫାଣ୍ଡି ଅଧିକାରୀ ରମେଶ ଜେନାଙ୍କ ପତେକ୍ଷ ତତ୍ତ୍ଵାବଧାନରେ ଗ୍ୟାସ ବିତରକଙ୍କ ସହିତ ଆଲୋଚନା କରିଥିଲେ । ଗ୍ୟାସ ବିତରକ ଗ୍ୟାସ ଷ୍ଟକ ଆସିବା ସହିତ ଶନିବାର ଦିନ ଗ୍ୟାସ ବିତରଣ କରାଯିବ ବୋଲି କହିଥିଲେ । ରଣପୁର ଥାନା ଅଧିକାରୀ ଶ୍ରୀ ସାହୁ ଶନିବାର ଦିନ ଗ୍ୟାସ ମିଳିବା ନେଇ ପ୍ରତିଶ୍ରୁତି ଦେବା ପରେ ଉପଭୋକ୍ତାମାନେ ରାସ୍ତା ଅବରୋଧରୁ ହଟିଥିଲା ଏବଂ ଯାତାୟାତ ସ୍ଵାଭାବିକ ହୋଇ ଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version