ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ପାରଳାଖେମୁଣ୍ଡି ବାର୍ ଆସୋସିଏସନ୍ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି. ଏଥିରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବପ୍ରସାଦ ପାଣିଗ୍ରାହୀ, ସମ୍ପାଦକ ଭାବେ କାଶୀନାଥ ଦାଶ ନିର୍ବାଚିତ ହୋଇଛନ୍ତି। ଚଳିତ ଥର ସଭାପତି, ଉପସଭାପତି ଓ ସମ୍ପାଦକ ପଦଵୀ ପାଇଁ କେବଳ ପ୍ରତିଦ୍ଵନ୍ଦିତା ହୋଇଥିଲା l















