• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳା ମଣ୍ଡଳ ସଭାପତି ହେଲେ ଜ୍ୟୋତି ରଞ୍ଜନ ସାହୁ

Proprietor Abhimanyu Maharana by Proprietor Abhimanyu Maharana
March 31, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରାଜସୁନାଖଳା ମଣ୍ଡଳ ସଭାପତି ହେଲେ ଜ୍ୟୋତି ରଞ୍ଜନ ସାହୁ
Share on FacebookShare on TwitterWhatsapp

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ରାଜ୍ୟ ଭାରତୀୟ ଜନତା ଦଳର ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଓ ରଣପୁର ବ୍ଲକ ବିଧାୟିକା ସୁରମା ପାଢ଼ୀଙ୍କ ସୁପାରିସକ୍ରମେ ରାଜସୁନାଖଳା ମଣ୍ଡଳ ବିଜେପି ଦଳର ନୂତନ କର୍ମକର୍ତ୍ତା ଗଠନ କରାଯାଇଅଛି ! ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ବିଜେପି ସଭାପତି ତାପସ ମାର୍ଥା,ଜିଲ୍ଲା ପଦାଧିକାରୀ ତପନ କୁମାର ପ୍ରଧାନ, ରାଜସୁନାଖଳା ମଣ୍ଡଳ ଉପ-ସଭାପତି ପଦ୍ମ ଲୋଚନ ମହାନ୍ତି,

କୃଷ୍ଣ ଚନ୍ଦ୍ର ସାମନ୍ତରାୟ,ପ୍ରମୋଦ କୁମାର ରଗଡା,କୈଳାଶ ଚନ୍ଦ୍ର ପ୍ରଧାନ,ସାଧୁ ଚରଣ ସେଠୀ,ରବୀନ୍ଦ୍ର କୁମାର ସାହୁ, ପିତାବାସ ସାହୁ, ସାଧାରଣ ସମ୍ପାଦକ କୈଳାଶ ଚନ୍ଦ୍ର ସାହୁ,ସମ୍ପାଦକ ପ୍ରଭାତ କୁମାର ସାହୁ,ଜୟକୃଷ୍ଣ ସାହୁ ସମ୍ପାଦିକା ଭୁବନେଶ୍ୱରୀ ସାହୁ , ପ୍ରଭାତୀ ନାୟକ ,,କୋଷାଧ୍ୟକ୍ଷ ବରଦ ପ୍ରସନ୍ ସୁବୁଦ୍ଧିଙ୍କ ସମେତ ବହୁ କର୍ମକର୍ତ୍ତା ଓ କର୍ମୀମାନେ ଯୋଗଦେଇଥିଲେ !

ନୂତନ ବିଜେପି ମଣ୍ଡଳ ସଭାପତି ଜ୍ୟୋତି ରଞ୍ଜନ ସାହୁଙ୍କର କାର୍ଯ୍ୟ ଦକ୍ଷତା, ଭାଇଚାରା ସମ୍ପର୍କ , ସୁସଂଗଠକ, ନିଷ୍ଠାପର, କର୍ତ୍ତବ୍ୟ ନିଷ୍ଠ,ଦଳର ପ୍ରଚାର,ପ୍ରସାର ଓ ବିଜେପି ଦଳର ସଭ୍ୟ ସଂଗ୍ରହ, ତୃଣମୂଳସ୍ତରରୁ ବିଜେପି ଦଳକୁ ସୁଦୃଢ କରିଥିବାରୁ ନୂତନ ପଦପଦବୀରେ ନୁଯୁକ୍ତି ଦିଆଯାଇଥିବାରୁ ସେମାନଙ୍କୁ ଫୁଲତୋଡ଼ା,ଉତ୍ତରୀୟ ପ୍ରଦାନ କରି ଉଚ୍ଚ ପ୍ରଶଂସା କରିଅଛନ୍ତି !

ଆଗାମୀଦିନରେ ରାଜସୁନାଖଳା ମଣ୍ଡଳରେ ବିଜେପି ଦଳ ଲୋକମାନଙ୍କଠାରୁ ଜନ ସମର୍ଥନ ପାଇଁ ବିପୁଳ ଭୋଟରେ ବିଜେପି ଦଳର ପାର୍ଥିମାନେ ଵିଜୟୀ ହେବେବୋଲି ରଣପୁର ବିଧାୟିକା ସୁରମା ପାଢ଼ୀ ଓ ଜିଲ୍ଲା ବିଜେପି ସଭାପତି ତାପସ ମାର୍ଥା ଘୋଷଣା କରିଅଛନ୍ତି ! ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଲୟ ଓ ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ ପରେ ଜ୍ୟୋତି ରଞ୍ଜନ ସାହୁ ବିଗତ ଦିନରେ ଅସହାୟମାନଙ୍କୁ ମାଗଣାରେ ଅମ୍ଳଜାନ ସିଲିଣ୍ଡର ,

୫୩ ଥର ରକ୍ତଦାନ କରିଵା ସହିତ ରଣପୁର ଅଞ୍ଚଳରେ ସମାଜସେବୀ ଭାବେ ଚର୍ଚ୍ଚାରେ ଥିଲେ ! ଏହି ନୂଆ ନିଯୁକ୍ତି ରଣପୁର ନିର୍ବାଚନ ମଣ୍ଡଳୀରେ ବିଜେପି ଶିବିର ଉତ୍ସାହିତ ହୋଇପଡ଼ିଛି। ରଣପୁର ବ୍ଲକର ସୁର୍କବାଡି ପଞ୍ଚାୟତର ନୂତନ ସଭାପତିଭାବେ ଜ୍ୟୋତି ରଞ୍ଜନ ସାହୁ ରାଜସୁନାଖଳା ମଣ୍ଡଳରେ ପଦ ପାଇଥିବାରୁ ଲୋକମାନଙ୍କ ମନରେ ଉତ୍ସାହର ବାତାବରଣ ଖେଳିଯାଇଛି।

ରଣପୁର ନିର୍ବାଚନ ମଣ୍ଡଳୀ ଓ ରାଜସୁନାଖଳା ମଣ୍ଡଳର ବହୁ ଜନସାଧାରଣ ନୂତନ ସଭାପତି ଶ୍ରୀ ସାହୁଙ୍କୁ ଶୁଭେଚ୍ଛା ଜଣାଇଅଛନ୍ତି ! ରାଜସୁନାଖଳା ମଣ୍ଡଳରେ ବିଜେପି ସଂଗଠନକୁ ସୁଦୃଢ଼ କରିବା ସହ ଉତ୍ତମ ସେବା ସୁବିଧା ଯୋଗାଇ ଦେବାକୁ ପ୍ରୟାସ ଜାରି ରଖିବେ ବୋଲି ନୂତନ ସଭାପତି ଜ୍ୟୋତି ରଞ୍ଜନ ସାହୁ ଗଣମାଧ୍ୟମକୁ ସୂଚନା ଦେଇଅଛନ୍ତି !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version