• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ପୋଲିସ ସହାୟକ ହ୍ଵାଟ୍ସଆପ ଚାଟବଟ ଶୁଭାରମ୍ଭ ହ୍ଵାଟ୍ସଆପ

Proprietor Abhimanyu Maharana by Proprietor Abhimanyu Maharana
April 1, 2026
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ପୋଲିସ ସହାୟକ ହ୍ଵାଟ୍ସଆପ ଚାଟବଟ ଶୁଭାରମ୍ଭ ହ୍ଵାଟ୍ସଆପ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର) :- ପୁରୀ ଜିଲ୍ଲାରେ ନାଗରିକ ସେବାକୁ ଆହୁରି ସୁବିଧାଜନକ, ଦ୍ରୁତ ଏବଂ ଲୋକମୁଖୀ କରିବା ପାଇଁ ପୁରୀ ପୋଲିସ ପକ୍ଷରୁ ଏକ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି। ବୁଧବାର ଦିନ କେନ୍ଦ୍ରାଞ୍ଚଳ ଆଇଜି ସତ୍ୟଜିତ ନାୟକ ଓ ପୁରୀ ଏସ. ପି.ପ୍ରତୀକ ସିଂହ, ଙ୍କ ନେତୃତ୍ୱରେ ପୁରୀ ପୋଲିସ ସହାୟକ ହ୍ଵାଟ୍ସଆପ ଚାଟବଟ ସେବାର ଶୁଭାରମ୍ଭ କରାଯାଇଛି । ଏହି ଆଧୁନିକ ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ପୁରୀ ପୋଲିସ ନାଗରିକ ଓ ପର୍ଯ୍ୟଟକମାନଙ୍କୁ ୨୪x୭ ଆଧାରରେ ସହଜ ଏବଂ ତୁରନ୍ତ ସେବା ପ୍ରଦାନ କରିବ।

ସମସ୍ତେ କେବଳ ହ୍ଵାଟ୍ସଆପ ମାଧ୍ୟମରେ ଏହି ସେବାକୁ ଉପଭୋଗ କରିପାରିବେ। କ୍ୟୁଆର କୋଡ଼ ସ୍କାନ କରି କିମ୍ବା +୯୧ ୮୭୬୩୧୯୯୪୦୦ ନମ୍ବରକୁ “Hi” ମେସେଜ୍ ପଠାଇ ଏହି ସେବାରେ ସଂଯୁକ୍ତ ହୋଇପାରିବେ। ଏହି ହ୍ଵାଟ୍ସଆପ ଚାଟବଟ ମାଧ୍ୟମରେ ନିମ୍ନଲିଖିତ ସେବାଗୁଡିକ ଉପଲବ୍ଧ ହେବ ଯେପରିକି ଇ-କମ୍ପ୍ଲେନ୍ ଦାଖଲ ହରାଇଥିବା ମୋବାଇଲ ଫୋନ ସମ୍ବନ୍ଧୀୟ ଅଭିଯୋଗ,ପ୍ରତିକ୍ରିୟା ଦେବା ନିକଟସ୍ଥ ପୋଲିସ ଷ୍ଟେସନ ଖୋଜିବା, ପାର୍କିଂ ସ୍ଥାନ ସମ୍ବନ୍ଧୀୟ ସୂଚନା, ପର୍ଯ୍ୟଟକ ସହାୟତା ନେଇପାରିବେ |

ଏହି ପଦକ୍ଷେପ ଦ୍ୱାରା ପୁରୀ ପୋଲିସ ନାଗରିକଙ୍କ ସମସ୍ୟାର ସମାଧାନକୁ ଆହୁରି ଦ୍ରୁତ, ପ୍ରଭାବଶାଳୀ ଏବଂ ପାରଦର୍ଶୀ କରିବାକୁ ସମର୍ଥ ହେବ। ବିଶେଷ କରି ପର୍ଯ୍ୟଟକମାନେ ପୁରୀରେ ରହିବା ସମୟରେ ସୁରକ୍ଷା, ନିର୍ଦ୍ଦେଶନା ଏବଂ ଆବଶ୍ୟକ ସୂଚନା ଏହି ପ୍ଲାଟଫର୍ମ ମାଧ୍ୟମରେ ସହଜରେ ପାଇପାରିବେ।
ପ୍ରତୀକ ସିଂହ, ଏସ୍‌ପି, ପୁରୀ ଏହି ଅବସରରେ କହିଥିଲେ ଯେ, “ପୁରୀ ପୋଲିସ ସଦା ସର୍ବଦା ଲୋକମାନଙ୍କ ସେବା ଓ ସୁରକ୍ଷା ପାଇଁ ପ୍ରତିବଦ୍ଧ।

ଏହି ସେବା ଆମ ସେବାକୁ ଆହୁରି ନିକଟରେ ନେଇଯିବ ଏବଂ ନାଗରିକମାନେ ତୁରନ୍ତ ସହାୟତା ପାଇପାରିବେ।” ଏହି ପ୍ରକଳ୍ପଟି ପି ଏନ ବି ୱାନ ଦ୍ୱାରା ସମର୍ଥିତ ଏବଂ ରେଜ଼ଳେର ସିଷ୍ଟମ ଦ୍ୱାରା ପ୍ରଯୁକ୍ତିଗତ ସହଯୋଗରେ ରୂପାୟଣ କରାଯାଇଛି। ପୁରୀ ପୋଲିସ ସମସ୍ତ ନାଗରିକ ଏବଂ ପର୍ଯ୍ୟଟକମାନଙ୍କୁ ଏହି ସେବାର ସଦୁପଯୋଗ କରି ସୁରକ୍ଷିତ ଓ ସୁବିଧାଜନକ ପରିବେଶ ଗଢ଼ିବାରେ ସହଯୋଗ କରିବାକୁ ଅନୁରୋଧ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

July 1, 2026
ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 1, 2026
ନୟାଗଡ଼ ଜିଲ୍ଲାସ୍ତରୀୟ ପିଏମ ସ୍ଵ-ନିଧି ମହୋତ୍ସବ

ନୟାଗଡ଼ ଜିଲ୍ଲାସ୍ତରୀୟ ପିଏମ ସ୍ଵ-ନିଧି ମହୋତ୍ସବ

July 1, 2026
ଘର ପୋଡ଼ି,ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ

ଘର ପୋଡ଼ି,ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

July 1, 2026
ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version