• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜନଗଣନା-୨୦୨୭ ଓ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
April 2, 2026
in ଓଡ଼ିଶା, ମାଲକାନଗିରି, ହୋମ୍
0
ଜନଗଣନା-୨୦୨୭ ଓ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ
Share on FacebookShare on TwitterWhatsapp

ମାଲକାନଗିରି (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର) :- ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଆଭାସି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ଦିନରେ ଆରମ୍ଭ ହେବାକୁ ଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ଏବଂ ଜନଗଣନା-୨୦୨୭ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି । ଏହି ଅବସରରେ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ମାଲକାନଗିରି ପୌରପାଳିକାର ନିର୍ବାହୀ ଅଧିକାରୀ ଏବଂ ବାଲିମେଳା ଏନ.ଏ.ସି.ର ନିର୍ବାହୀ ଅଧିକାରୀଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ ।

ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ କିପରି ସୁଚାରୁ ରୂପେ ପରିଚାଳନା କରାଯାଇ ସଫଳ କରାଯାଇପାରିବ, ସେ ନେଇ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ କଠୋର ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ କରି ଜନଗଣନା କାର୍ଯ୍ୟରେ କୌଣସି ତ୍ରୁଟି ନରଖିବା ଏବଂ ସଠିକ୍ ତଥ୍ୟ ସଂଗ୍ରହ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି । ଏହି ଆଭାସି ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ଉପ-ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ନିଜ ନିଜର ମତାମତ ରଖିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version