• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଖବରଦାତା ଙ୍କୁ ମାଡ ମାରି କିଳା ନେଲେ ବୁଲୁପଣ୍ଡା : ଏବେ ଜେଲରେ ଘଣା ପେଡିବେ – ବୁଲୁ

Proprietor Abhimanyu Maharana by Proprietor Abhimanyu Maharana
April 2, 2026
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
ଖବରଦାତା ଙ୍କୁ ମାଡ ମାରି କିଳା ନେଲେ ବୁଲୁପଣ୍ଡା : ଏବେ ଜେଲରେ ଘଣା ପେଡିବେ – ବୁଲୁ
Share on FacebookShare on TwitterWhatsapp

ଖବରଦାତାଙ୍କୁ ମାଡ ମାରି ପୂର୍ବତନ ସରପଞ୍ଚଙ୍କ ପୁଅ – ବୁଲୁ ପଣ୍ଡା ଗିରଫ

ରଣପୁର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର) :- ରଣପୁରର କାର୍ଯ୍ୟରତ ଖବରଦାତା ଙ୍କୁ ମାଡମାରି ପୂର୍ବତନ ସରପଞ୍ଚ ଙ୍କ ପୁଅ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ଜଣାପଡିଛି । ଅଭିଯୋଗ ଅନୁସାରେ ରଣପୁର ଅଞ୍ଚଳର ଇଲୋଟ୍ରୋନିକ୍ସ ମିଡ଼ିଆର ଖବରଦାତା ମଧୁସୁଦନ ପରିଡା ଓ ବଳଭଦ୍ରପୁର ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ପୁଅ ବୁଲୁ ପଣ୍ଡା ମଧ୍ୟରେ ପୂର୍ବର କିଛି କାରଣ ପାଇଁ ଶତ୍ରୁତାଥିଲା ।

ତେବେ ଏନେଇ ଚଳିତ ମାର୍ଚ୍ଚ ୨୧ ତାରିଖରେ ସନ୍ଧ୍ୟାରେ ବୁଲୁପଣ୍ଡା ଓ ଖବରଦାତା ଙ୍କ ମଧ୍ୟରେ ବଚସା ହୋଇଥିଲା ପରେ କିଛି ସମୟପରେ ବୁଲୁ ପଣ୍ଡା ଓ ତାର ସାନ ଭାଇ ଏକତ୍ରିତ ହୋଇ ସାମ୍ବାଦିକ ମଧୁସୂଦନଙ୍କୁ ଏକୁଟିଆ ପାଇଁ ମାଡ଼ ମାରି ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ । ପରେ କିଛି ସମୟ ପରେ ସ୍ଥାନୀୟ ଲୋକ ଖବରଦାତାଙ୍କୁ ଉଦ୍ଧାର କରି ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଣିଥିଲେ ।

ସେଠାରେ ଚିକିତ୍ସା ପରେ ଖବରଦାତା ମଧୁସୁଦନ ରଣପୁର ଥାନାରେ ଲିଖତ ଅଭିଯୋଗ କରିଥିଲେ । ପୋଲିସ ଏନେଇ ରଣପୁର ଥାନା କେଶ ନମ୍ବର ୮୦/୨୬ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ବେଳେ ଅଭିଯୁକ୍ତ ବୁଲୁ ପଣ୍ଡା ଓ ତାର ଭାଇ ଫେରାର ହୋଇଯାଇଥିଲେ ତେବେ ବିଶେଷ ସୂତ୍ରରୁ ଖବର ପାଇଁ ରଣପୁର ପୋଲିସ ରବିବାର ବୁଲୁ ପଣ୍ଡାଙ୍କୁ ତାଙ୍କ ଗ୍ରାମ ବଳଭଦ୍ରପୁରର ନିଜ ଫାର୍ମ ହାଉସ ରୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛନ୍ତି l ତେବେ ତାର ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତ କୁ ପଠେଇ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version