• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯାଜପୁର ଓ କଟକ ଶୋ’ରୁମ ଶୁଭାରମ୍ଭ ସହିତ ଓଡିଶାରେ ନିଜର ଉପସ୍ଥିତି ସୁଦୃଢ କରିଛି କିସ୍‌ନା ରାଜ୍ୟରେ ଏହାର ୩ୟ ଓ ୪ର୍ଥ ଶୋ’ରୁମର ଲଂଚ୍‌କୁ ସୂଚିତ କରୁଛି

Proprietor Abhimanyu Maharana by Proprietor Abhimanyu Maharana
April 3, 2026
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ଯାଜପୁର ଓ କଟକ ଶୋ’ରୁମ ଶୁଭାରମ୍ଭ ସହିତ ଓଡିଶାରେ ନିଜର ଉପସ୍ଥିତି ସୁଦୃଢ କରିଛି କିସ୍‌ନା  ରାଜ୍ୟରେ ଏହାର ୩ୟ ଓ ୪ର୍ଥ ଶୋ’ରୁମର ଲଂଚ୍‌କୁ ସୂଚିତ କରୁଛି
Share on FacebookShare on TwitterWhatsapp

ଯାଜପୁର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର) କଟକ :- କିସ୍‌ନା ଡାଇମଣ୍ଡ ଓ ଗୋଲ୍ଡ ଜୁଏଲାରୀ ପକ୍ଷରୁ ଓଡିଶାରେ ଏହାର ୩ୟ ଓ ୪ର୍ଥ ଶୋ’ରୁମର ବିଶାଳ ଉଦ୍‌ଘାଟନ କରାଯାଇଛି ଯାହା ଯାଜପୁର ଓ କଟକରେ ଅବସ୍ଥିତ । ଯାଜପୁର ଶୋ’ରୁମ ବ୍ୟାସନଗରସ୍ଥିତ ଚୋର୍‌ଦା ବଜାରର ମହାବୀର କଲୋନୀରେ ଅବସ୍ଥିତ ଥିବା ବେଳେ କଟକ ଶୋ’ରୁମ କ୍ୟାଂଟନମେଂଟ ରୋଡ, ଲକ୍ଷ୍ମୀ ଟିଭିଏସ ପାଖ, ବକ୍ସିବଜାରରେ ଅବସ୍ଥିତ ।

ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ହରି କ୍ରିଷ୍ଣା ଗ୍ରୁପର ପ୍ରତିଷ୍ଠାତା ଓ ପରିଚାଳନା ନିର୍ଦ୍ଦେଶକ ଶ୍ରୀଯୁକ୍ତ ଘନଶ୍ୟାମ ଢୋଲକିଆ ଯୋଗ ଦେଇଛନ୍ତି, ଏହି ଉଦ୍‌ଘାଟନ ଅଂଚଳରେ କିସ୍‌ନାର ଉପସ୍ଥିତିକୁ ଆହୁରି ସୁଦୃଢ କରିଛି । ଏହି ବିଶାଳ ଶୁଭାରମ୍ଭକୁ ଚିହ୍ନିତ କରିବା ପାଇଁ କିସ୍‌ନା ପକ୍ଷରୁ ଏକ ସ୍ୱତନ୍ତ୍ର ଉଦ୍‌ଘାଟନୀ ଅଫର ଆରମ୍ଭ କରାଯାଇଛି, ଯେଉଁଥିରେ ହୀରା ଅଳଙ୍କାର ଉପରେ ୫%ର ଅତିରିକ୍ତ ରିହାତି ଅନ୍ତର୍ଭୁକ୍ତ । ଏହି ଅଫର କେବଳ ଶୋ’ରୁମ ଲଂଚ ଦିବସରେ ସ୍ୱତନ୍ତ୍ର ଭାବେ ବୈଧ ଥିଲା।

ବର୍ତମାନ ଜାରି ରହିଥିବା ପାର୍ବଣ ଋତୁର ଅଂଶ ଭାବେ କିସ୍‌ନା ‘ଅକ୍ଷୟ ହାପିନେସ୍ କ୍ୟାମ୍ପେନ’ ଅଧିନରେ ‘ଦ ବିଗେଷ୍ଟ ଫେଷ୍ଟିଭ ଅଫର’ର ଘୋଷଣା କରାଯାଇଛି ଯେଉଁଥିରେ ହୀରା ଓ ସୁନା ଅଳଙ୍କାର ଉପରେ ଏକାଧିକ ଉତ୍ସାହଜନକ ଅଫର ଅନ୍ତର୍ଭୁକ୍ତ କରିଛି । ଏହି ଅବସରରେ ହରି କ୍ରିଷ୍ଣା ଗ୍ରୁପର ପ୍ରତିଷ୍ଠାତା ଓ ପରିଚାଳନା ନିର୍ଦ୍ଦେଶକ ଶ୍ରୀଯୁକ୍ତ ଘନଶ୍ୟାମ ଢୋଲକିଆ କହିଛନ୍ତି, “ଓଡିଶାରେ ଗୋଟିଏ ଦିନରେ ଦୁଇଟି ଏକ୍ସକ୍ଲୁସିଭ ଶୋ’ରୁମର ଶୁଭାରମ୍ଭ ଉଚ୍ଚ-ସମ୍ଭାବନାପୂର୍ଣ୍ଣ ଅଂଚଳଗୁଡିକରେ ବଜାର ସମ୍ପ୍ରସାରଣ ପାଇଁ କିସ୍‌ନାର ମୂଳ ଆଭିମୁଖ୍ୟକୁ ଆଲୋକପାତ କରୁଛି । ଯାଜପୁର ଓ କଟକ ଶୋ’ରୁମ ବିକଶିତ ଉପଭୋକ୍ତା ପସନ୍ଦ ଦ୍ୱାରା ପରିଚାଳିତ ମଜବୁତ ଅଭିବୃଦ୍ଧି ସମ୍ଭାବନା ଦେଉଛି ଏବଂ ଏହି ସମ୍ପ୍ରସାରଣ ଉପଲବ୍ଧତା ଓ ପହଂଚ ବୃଦ୍ଧି କରି ‘ହର୍ ଘର୍ କିସ୍‌ନା’ର ଆମର ଦୃଷ୍ଟିକୋଣ ସହ ଜଡିତ ରହିଛି ।”

କିସ୍‌ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲାରୀର ସିଇଓ ପରାଗ ଶାହ କହିଛନ୍ତି, “ଯାଜପୁର ଓ କଟକରେ ଆମର ଶୋ’ରୁମଗୁଡିକୁ ଏକ ସହଜ ଓ ନିୟୋଜିତ ସପିଂ ଅନୁଭୂତି ପ୍ରଦାନ କରିବା ପାଇଁ ଡିଜାଇନ କରାଯାଇଛି, ଯାହା ଆକର୍ଷଣୀୟ ଫେଷ୍ଟିଭ ଅଫର ଏବଂ ହୀରା ଓ ସୁନା ଅଳଙ୍କାର କଲେକ୍ସନର ଏକ ବିସ୍ତୃତ ଶୃଙ୍ଖଳା ପ୍ରଦାନ କରୁଛି ।” ସେହିପରି ଏକ୍ସକ୍ଲୁସିଭ ବ୍ରାଣ୍ଡ ଆଉଟଲେଟ ପାର୍ଟନର ଶେଖ ଗୁଲାମ ମୁସ୍ତାଫା ଓ ଶେଖ ନିସାର ମୁସ୍ତାଫା କହିଛନ୍ତି, “ଆମେ ଯାଜପୁର ଓ କଟକରେ ଆମର ଦୁଇଟି ଶୋ’ରୁମର ଶୁଭାରମ୍ଭ ପାଇଁ କିସ୍‌ନା ସହ ସହଭାଗିତା କରି ଆନନ୍ଦିତ ।” କିସ୍‌ନା ପକ୍ଷରୁ ହୀରା ଅଳଙ୍କାରର ମେକିଂ ଚାର୍ଜ ଉପରେ ଫ୍ଲାଟ ୪୦% ରିହାତି ଓ ସୁନା ଅଳଙ୍କାରର ମେକିଂ ଚାର୍ଜ ଉପରେ ୩୦%ର ରିହାତି ପ୍ରଦାନ କରାଯାଉଛି ।

ଉପଭୋକ୍ତାମାନେ ହୀରା ଓ ସୁନା ଅଳଙ୍କାରର ନିର୍ଦ୍ଧିଷ୍ଟ କ୍ରୟ ଉପରେ ୧୦ ଗ୍ରାମ ଓ ୨୦ ଗ୍ରାମର ସିଲଭର କଏନ ମାଗଣାରେ ପାଇପାରିବେ ଏବଂ ପୁରୁଣା ସୁନା ଉପରେ ୧୦୦% ଏକ୍ସଚେଞ୍ଜ ମୂଲ୍ୟ ପାଇପାରିବେ । ସପିଂ ଅନୁଭୂତିକୁ ଆହୁରି ଉନ୍ନତ କରି କିସ୍‌ନା ଆଇସିଆଇସିଆଇ କ୍ରେଡିଟ ଓ ଡେବିଟ କାର୍ଡ ଉପରେ ୫%ର ତତ୍କାଳ ରିହାତି ସହିତ ଏକ ଡବଲ ରେଟ ସୁରକ୍ଷା ଲାଭ ପ୍ରଦାନ କରୁଛି, ଯାହା ଉପଭୋକ୍ତାଙ୍କୁ କେବଳ ୨୫%ର ଡାଉନ ପେମେଂଟ ସହ ସୁନା ରେଟ ଲକ୍ କରିବା ପାଇଁ ଅନୁମତିଦେଉଛି । ହୀରା ଅଳଙ୍କାର କ୍ରୟ ଉପରେ ସ୍ୱତନ୍ତ୍ର ଗିଫ୍ଟ ଭାଉଚର ଏହି ପାର୍ବଣ ଋତୁକୁ ଗ୍ରାହକଙ୍କ ପାଇଁ ଆହୁରି ପୁରସ୍କୃତ କରିଛି। ଏହି ବ୍ରାଣ୍ଡ ଶୁଭାରମ୍ଭ ଅବସରରେ ଅବହେଳିତ ଲୋକଙ୍କ ପାଇଁ ଏକ ଖାଦ୍ୟ ବିତରଣ କାର୍ଯ୍ୟକ୍ରମର ଆୟୋଜନ କରିଛି । ଏହି ଅଭିଯାନରେ ସ୍ୱଚ୍ଛ ଭାରତ ଅଭିଯାନ ସମର୍ଥନରେ ଏକ ସ୍ୱଚ୍ଛତା କାର୍ଯ୍ୟକ୍ରମ ଓ ଏକ ରକ୍ତଦାନ ଶିବିର ଅନ୍ତର୍ଭୁକ୍ତ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version