• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେ ଏମ ଭାଲିଆସାହି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 4, 2026
in ଓଡ଼ିଶା, ଗଜପତି, ହୋମ୍
0
କେ ଏମ ଭାଲିଆସାହି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

ରା. ଉଦୟଗିରି  (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଗୁରୁବାର ଦିନ ରା ଉଦୟଗିରି ବ୍ଲକ ର କେ ଏମ ଭାଲିଆସାହି ସ୍ଥିତ ସରକାରୀ ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ଏ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ରା ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଲଷ୍ମୀ ନାରାୟଣ ଶବର ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ରା ଉଦୟଗିରି ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ବୀରେନ୍ଦ୍ର କୁମାର ମଣ୍ଡଳ କାର୍ଯ୍ୟକ୍ରମର ସଭାପତି ରୂପେ ଆସନ ଅଳଙ୍କୃତ କରିଥିଲେ |

ଅନ୍ୟ ମାନଙ୍କ ମଧ୍ୟରେ ରାୟଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ମନୋଜ କୁମାର ବେହେରା, କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଲୋକନାଥ ନାହାକ, ରାଜ୍ୟ ପୁରସ୍କୃତ ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଶ୍ରୀ ସୁବାସ ଚନ୍ଦ୍ର ସାହୁ,ବରିଷ୍ଠ ଗ୍ରାମବାସୀ ଶ୍ରୀ ଆଦିକନ୍ଦ ବଣୁଆରାୟ, ଛେଳିଗଡ଼ ଉ ପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବୃନ୍ଦାବନ ମହାଙ୍କୁଡ ଗ୍ରାମବିକାଶ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀ ଅଶୋକ ବେହେରା, ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଶ୍ରୀ ସାଧୁ ଚରଣ ଦଣ୍ଡସେନା ଓ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ପ୍ରହଲ୍ଲାଦ ଶିହଳ ସମ୍ମାନିତ ଅତିଥି ରୂପେ ଆସନ ଅଳଙ୍କୃତ କରିଥିଲେ |

ମୁଖ୍ୟ ଅତିଥିଙ୍କ ସହ ସମସ୍ତ ଅତିଥି ବୃନ୍ଦ ପ୍ରଦୀପ ପ୍ରଜ୍ବଳନ କରିବା ପରେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ | ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା ଓ ପ୍ରଧାନ ଶିକ୍ଷକଙ୍କ ଦ୍ୱାରା ସମ୍ପାଦକୀୟ ବିବରଣୀ ପାଠ କରାଯାଇଥିଲା | କୁନି କୁନି ଆଠ ଜଣ ଛାତ୍ର ଛାତ୍ରୀଙ୍କୁ ବନ୍ଦାପନା ସହ ଫୁଲତୋଡ଼ା ଦେଇ ଅତିଥି ବୃନ୍ଦ ପ୍ରବେଶ ଉତ୍ସବ ନିମନ୍ତେ ସମ୍ବର୍ଦ୍ଧିତ କରିଥିଲେ | ବ୍ଲକ ସ୍ତରରେ ଯେପରି ବିଦ୍ୟାଳୟର ସୁନାମ ରହିଛି ସେଭଳି ଆଗାମୀ ଦିନରେ ଆହୁରି ଅଧିକ ଛାତ୍ର ଛାତ୍ରୀ ଯେଭଳି ନବୋଦୟ ଓ ଅନ୍ୟାନ୍ୟ ପରୀକ୍ଷାରେ ବହୁ ସଂଖ୍ୟାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହେବେ ସେଥିପ୍ରତି ଦୃଷ୍ଟି ଦେବା ପାଇଁ ଅତିଥି ବୃନ୍ଦ ଧ୍ୟାନ ଆକର୍ଷଣ କରିଥିଲେ |

ସାଂସ୍କୃତିକ କାର୍ଯ୍ୟକ୍ରମରେ ସୁଦୂର ଗଞ୍ଜାମର ପାତ୍ରପୁର ବ୍ଲକରୁ ଆସିଥିବା କଳା ଶିକ୍ଷକ ଶ୍ରୀ ସ୍ଵପ୍ନେଶ୍ଵର ପ୍ରଧାନଙ୍କ ଦ୍ୱାରା ନିର୍ଦ୍ଦେଶିତ ଏକ ଶିକ୍ଷ୍ୟଣ ଭିତ୍ତିକ ବାସ୍ତବ ଧର୍ମୀ ନାଟକ ବାର୍ଦ୍ଧକ୍ୟ ବେଦନା ଓ ଅନ୍ୟ ଏକ ଯୁଗୋପଯୋଗୀ ନାଟକ କାନ୍ଦୁଛି ଧରଣୀ ହସେ ମଣିଷ ପରିବେଷଣ ହୋଇଥିଲା | ବାସ୍ତବରେ ଦୁଇଟି ନାଟକରେ ଅଭିନୟ କରିଥିବା କୁନି କୁନି ଛାତ୍ର ଛାତ୍ରୀ ମାନଙ୍କର ଅଭିନୟ ଦର୍ଶକ ମାନଙ୍କ ହୃଦୟକୁ ଛୁଇଁ ଥିଲା | ନାଟକ ଶେଷ ପର୍ଯ୍ୟନ୍ତ ଦର୍ଶକମାନଙ୍କ କରତାଳି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା |

ବାଦ୍ୟ ଯନ୍ତ୍ରରେ ଶ୍ରୀ ମୁନା ମିଶ୍ର ଓ ତାଙ୍କ ସାଥି ସହଯୋଗ କରିଥିବା ବେଳେ ଶବ୍ଦ ଓ ଆଲୋକରେ ଶ୍ରୀ ଅନନ୍ତ ଦଳାଇ ସହଯୋଗ କରିଥିଲେ | ବିଦ୍ୟାଳୟର ଶିକ୍ଷକ ଶ୍ରୀ ଯୁଧିଷ୍ଠିର ପାଇକ ମଞ୍ଚ ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷକ ଶ୍ରୀ ରାମଚନ୍ଦ୍ର ଦଳବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ସମ୍ପାଦନ ହୋଇଥିଲା | ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ, ପୂର୍ବତନ ଛାତ୍ର ଛାତ୍ରୀ ବୃନ୍ଦ, ଗ୍ରାମବାସୀ ବୃନ୍ଦ ସହଯୋଗ କରିଥିଲେ |କାର୍ଯ୍ୟକ୍ରମଟି ବହୁତ ସଫଳତାର ସହ ଅନୁଷ୍ଠିତ ହୋଇଥିଲା ତେଣୁ ଅଞ୍ଚଳବାସୀ ଶିକ୍ଷକ ଓ କର୍ମଚାରୀ ବୃନ୍ଦଙ୍କୁ ଭୁରି ଭୁରି ପ୍ରଶଂସା କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version