• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଠଣାପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
April 5, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଠଣାପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଉଦଘାଟିତ
Share on FacebookShare on TwitterWhatsapp

ରଣପୁର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ରାଜ୍ୟ ପ୍ରକଳ୍ପ ନିର୍ଦେଶକ୍ରମେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ସୁର୍କlବାଡି ଗ୍ରାମପଞ୍ଚୟତ ଅନ୍ତର୍ଗତ ଠଣାପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ କୁମାର ସାହୁଙ୍କ ପୌରହିଁତରେ ଶନିବାରଦିନ ବିଦ୍ୟାଳୟରେ ଶିଶୁ ବାଟିକାର ଶୁଭାରମ୍ଭ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଉଦଘାଟିତ ହୋଇଯାଇଅଛି ! ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷକ କୃଷ୍ଣ ଚନ୍ଦ୍ର ସାହୁ, ମନୋଜ କୁମାର ସାହୁ, ବିଜୟ କୁମାର ବେହେରା,

ସୁରେଶ ଚନ୍ଦ୍ର ବଳିୟାରସିଂହ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନଟବର ବେହେରା ପ୍ରମୁଖ ଯୋଗଦେଇ ଜଗତର ନାଥ ଜଗନ୍ନାଥ ଓ ବିଘ୍ନ ବିନାଶକ ଶ୍ରୀଗଣେଶଙ୍କ ନିକଟରେ ଦ୍ବୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟରେ ଛାତ୍ର ଛାତ୍ରୀମାନଙ୍କ ଗୁଣାତ୍ମକ ଶିକ୍ଷାର ଉଦ୍ଦେଶ୍ୟକୁ ପୂରଣ କରିବା ନିମନ୍ତେ ନୂତନ ଶିକ୍ଷା ନୀତି ଅନୁଯାୟୀ ୫ ବର୍ଷରୁ ଉର୍ଦ୍ଧ ଛାତ୍ର ଛାତ୍ରୀମାନଙ୍କ ନିମିତ୍ତ ଉଦ୍ଦିଷ୍ଟ ଶିଶୁବାଟିକା ରେ ନାମ ଲେଖାଇ ଏକ ଉତ୍ତମ, ସଂଗଠିତ ଏବଂ ଅନୁଭୂତି ମୂଳକ ଶିକ୍ଷଣ ପରିବେଶ ପାଇପାରିବେ ବୋଲି ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଫୁଲ କୁମାର ସାହୁ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନଟବର ବେହେରା ପ୍ରମୁଖ ମତବ୍ୟକ୍ତ କରିଥିଲେ !

ଶିଶୁ ବାଟିକାର ଶୁଭାରମ୍ଭରେ ନୂତନ ଛାତ୍ରଛାତ୍ରୀମାନେ ସଭିଏଁ ସ୍କୁଲ ଯିବୁ ,ଆମେ ପଢ଼ିବୁ, ଆମେ ଗଢ଼ିବୁ, ଶେଷ୍ଠ ହେବୁ ବୋଲି ସ୍ଲୋଗାନ ଦେଇଥିଲେ ! ଏହି ଅବସରରେ ନୂତନ ୯ ଜଣ ଛାତ୍ରଛାତ୍ରୀ ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ଖଡ଼ି ଛୁଇଁ ନାମ ଲେଖାଇଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ଅଭିଭାବକମାନେ ଯୋଗଦେଇ ଉପସ୍ଥିତ ରହି ସହଯୋଗ କରିଥିଲେ ! ପରିଶେଷରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନଟବର ବେହେରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version