ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ନିଆରା ଭାବେ ନିଜ ଜନ୍ମ ଦିନ ପାଳନ କଲେ ସମାଜ ସେବୀ l ନିଜ ସନ୍ତାନ ଙ୍କ ଠାରୁ ବିତାଡିତ ହୋଇ ଜରା ନିବାସ ରେ ଜୀବନ ଅତିବାହିତ କରୁଥିବା ଅନ୍ତେବାସୀ ଙ୍କ ସହ ପାଳିଲେ ଜନ୍ମ ଦିନ l ନିଜ ଜନ୍ମ ଦିନକୁ ଏପରି ନିଆରା ଭାବରେ ପାଳନ କରିଛନ୍ତି ବାଲିଗୁଡା ସହର ର ସୁଖ ଦୁଃଖ ର ସାଥି ତଥା ସମାଜସେବୀ ଟୁନା ଦାସ l















