ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ ଘରୋଇ ଗ୍ୟାସର ଅଭାବ ଦେଖାଯିବା ସହ ଗ୍ୟାସର କଳାବଜାର ହେବାର ଅଞ୍ଚଳବାସୀ ଅଭିଯୋଗ କରୁଛନ୍ତି। ଗଜପତି ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍କ୍ବାଡ୍ ସହିତ ସହକାରୀ ସିଏସଓ ସୁହାଂସା ଭୋଇ, ପୃଥ୍ବୀରାଜ ପ୍ରଧାନ,














