ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ପୌରା ପରିଷଦ ସାଧାରଣ ବୈଠକ ତଥା ବାର୍ଷିକ ଆର୍ଥିକ ଅଧିବେଶନ ଅଧ୍ୟକ୍ଷା ନିର୍ମଳା ସେଠୀ ଙ୍କ ନେତୃତ୍ଵ ରେ ଅନୁଷ୍ଟିତ ହୋଇଯାଇଛି । ସର୍ବ ପୁରାତନ ପୌର ପରିଷଦ ପାରଳା ସହର , ଯେତିକି ବିକାଶ ହେବା କଥା ସେଇ ପରିମାଣ ରେ ହୋଇନାହିଁ , ସେନେଇ ବିଧାୟକ ରୁପେଶ ପାଣିଗ୍ରାହୀ ସମସ୍ତ ସଭ୍ୟସଭ୍ୟା ସହ ବିଭାଗୀୟ ଅଧିକାରୀ ମାନଙ୍କୁ ଅବଗତ କରିଥିଲେ କି ସମସ୍ତ ଉନ୍ନତମାନ କାର୍ଯ୍ୟ କରିବା ପାଇଁ ।














