• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉର୍ଜାବାନ ଓଡିଶା ପକ୍ଷରୁ ଟଙ୍କ ତୋରାଣି ବିତରଣ

Proprietor Abhimanyu Maharana by Proprietor Abhimanyu Maharana
April 16, 2026
in ଓଡ଼ିଶା, ପୁରୀ, ହୋମ୍
0
ଉର୍ଜାବାନ ଓଡିଶା ପକ୍ଷରୁ ଟଙ୍କ ତୋରାଣି ବିତରଣ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ପବିତ୍ର ପଣା ସଂକ୍ରାନ୍ତି ଉପଲକ୍ଷେ ପୁରୀର ଅଗ୍ରଣୀ ସାମାଜିକ ସଂଗଠନ ଉର୍ଜାବାନ ଓଡିଶା ତରଫରୁ ସ୍ଥାନୀୟ ଦଶାବତାର ମଠ ନିକଟରେ ଏକ ଟଙ୍କ ତୋରାଣି ବିତରଣ ଶିବିର ଉଦଘାଟିତ ହୋଇଯାଇଛି l ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ଏବଂ ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଓ ଇ -୨୪ ହସ୍ପିଟାଲ ର ପ୍ରତିଷ୍ଠାତା ଇଂ ରାଜେଶ କୁମାର ମିଶ୍ର ଙ୍କ କରକମଳରେ ଉଦଘାଟିତହୋଇଯାଇଛି l

ଏହି ଟଙ୍କ ତୋରାଣି ବିତରଣ ଶିବିର ଆଗାମୀ ପ୍ରାୟ ୧୫ ଦିନ ପର୍ଯ୍ୟନ୍ତ ଚାଲିବ ବୋଲି ଅନୁଷ୍ଠାନର ସମ୍ପାଦିକା ନିହାରିକା ତ୍ରିପାଠୀ ସୂଚନା ଦେଇଛନ୍ତି  l କ୍ରମାଗତ ଚତୁର୍ଥ ବର୍ଷରେ ପଦାର୍ପଣ କରିଥିବା ଏହି ଶିବିର ଆୟୋଜନର ମୁଖ୍ୟ ଲକ୍ଷ୍ୟ ହେଉଛି ପୁରୀକୁ ଆସୁଥିବା ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତଗଣ ଏବଂ ସ୍ଥାନୀୟ ଅଧିବାସୀଙ୍କୁ ଗ୍ରୀଷ୍ମ କଷ୍ଟ ଲାଘବ ପାଇଁ ଅନୁଷ୍ଠାନ ଏହି ପ୍ରୟାସ ଜାରି ରଖଛି l ଏହି ଅବସରରେ ସଦର ଥାନା ଆଇଆଇସି ସୁନୀଲ କୁମାର ପ୍ରଧାନ,

ଟାଉନ ଥାନା ଆଇଆଇସି ଗୋକୁଳ ରଞ୍ଜନ ଦାସ,ବଳିଆ ପଣ୍ଡା ଆଇଆଇସି ସୁନୀଲ ଯାଦବ ଏବଂ ବାସେଳୀ ସାହି ଥାନା ଆଇଆଇସି ଅବିନାଶ ରାଉତଙ୍କ ସମେତ ଅନୁଷ୍ଠାନର ସଭାପତି ସନ୍ତୋଷ ସେନାପତି,ଉପଦେଷ୍ଟା ପୁଷ୍ପଜିତ ମହାପାତ୍ର, ବୀରେନ୍ଦ୍ର ହୋତା,ସଚ୍ଚିଦାନନ୍ଦ ବିଶୋଇ, ରଶ୍ମି ରଞ୍ଜନ ନାୟକ, ସନ୍ତୋଷୀ ଭୋଇ, କଳ୍ପନା ଦାସ, ଚିତ୍ତ ରଞ୍ଜନ ଦାସ, ଆଶିଷ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ପ୍ରଥମ ଦିନରେ ପାଖାପାଖି ୧୫୦/୨୦୦ ଉର୍ଦ୍ଧ୍ୱ ଭକ୍ତ ଶ୍ରଦ୍ଧାଳୁମାନେ ଟଙ୍କ ତୋରାଣି ପିଇଥିବା ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

June 29, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

June 29, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version