ପୁରୀ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ପବିତ୍ର ପଣା ସଂକ୍ରାନ୍ତି ଅବସରରେ ପୁରୀ ଜିଲ୍ଲା ସ୍ୱେଚ୍ଛାସେବୀ ସଙ୍ଗଠନ ସାମୁଖ୍ୟ ଦ ବେଲ୍ ର ୫ମ ପ୍ରତିଷ୍ଠା ଦିବସ ପାଳିତ ହେଇଯାଇଛି ।ଏହି ଅବସରରେ ଅନୁଷ୍ଠାନ ତରଫରୁ ଏକ ସୁରକ୍ଷିତ ପରିବେଶ ପାଇଁ ଆମେ ସମସ୍ତେ ଶୀର୍ଷକ ଏକ ସଚେତନତା ମୂଳକ ଇ ପୋଷ୍ଟର୍ ର ଉନ୍ମୋଚିତ ହୋଇଥିଲା । ଭାରତ ଯୋଗକେନ୍ଦ୍ର ପରିସରରେ ଥିବା ଏକଲବ୍ୟ ପାଠଶାଳା ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପଢ଼ୁଥିବା ଛାତ୍ରଛାତ୍ରୀ ମାନଙ୍କୁ ଅନୁଷ୍ଠାନ ତରଫରୁ ଫଳ,














