• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବରଗଡ଼ ରକ୍ତଭଣ୍ଡାରରେ ନିଷ୍ଠା ପକ୍ଷରୁ ରକ୍ତଦାନ ଶିବିର – ବରଗଡ଼

Proprietor Abhimanyu Maharana by Proprietor Abhimanyu Maharana
September 27, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବରଗଡ଼ ରକ୍ତଭଣ୍ଡାରରେ ନିଷ୍ଠା ପକ୍ଷରୁ ରକ୍ତଦାନ ଶିବିର – ବରଗଡ଼
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ସେପ୍ଟେମ୍ବର,ରବିବାର) ବରଗଡ଼ :- ଆଜି ବରଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ରକ୍ତଭଣ୍ଡାର ଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଶିବିର କୁ ଡାକ୍ତର ସୁସ୍ମିତା ଦାଶ ଉଦଘାଟନ କରି ରକ୍ତଦାତା ଙ୍କୁ ଉତ୍ସାହିତ କରିଥିଲେ । କରୋନା ମହାମାରୀ ସମୟରେ ରୋଗୀଙ୍କ ରକ୍ତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଷ୍ଠା ପକ୍ଷରୁ ଏହି ଅଭିଯାନ ଜାରି ରହିଛି । ଶିବିର ରୁ ୨୨ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ।

ରକ୍ତ ଭଣ୍ଡାର କୁ ସେନିଟାଇଜ କରାଯିବା ପରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ଏଥିରେ ଅକ୍ସି ମିଟର ମଧ ବ୍ୟବହାର କରାଯାଇଥିଲା । ଶିବିର କୁ ଅନୁଷ୍ଠାନ ର ସମ୍ପାଦକ ଅଶ୍ବିନୀ ତ୍ରିପାଠୀ ଓ ଅନ୍ୟ ସ୍ବେଚ୍ଛାସେବୀ ମାନେ ପରିଚାଳନା କରିଥିଲେ । ରକ୍ତ ଭଣ୍ଡାର କର୍ମଚାରୀ ତଥା ସହଯୋଗୀ ମାନେ ରକ୍ତ ସଂଗ୍ରହ କରିଥିଲେ । ( ସତ୍ୟ ନାରାୟଣ ପ୍ରଧାନ ବରଗଡ଼)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version