• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗାନ୍ଧୀ ଜୟନ୍ତୀ ପାଇଁ କବିତା ଓ ପ୍ରବନ୍ଧ ପ୍ରତିଯୋଗିତା – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
September 27, 2020
in Uncategorized, ଓଡ଼ିଶା, ଦେଶ, ମନୋରଞ୍ଜନ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଅନଲକ୍‌-୪ : ଅଂଟା ସଳଖିବାକୁ କ୍ଷୁଦ୍ର ବ୍ୟବସାୟୀଙ୍କ ପ୍ରୟାସ ଆରମ୍ଭ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ସେପ୍ଟେମ୍ବର,ରବିବାର) ହିଞ୍ଜିଳିକାଟୁ  :-  ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷର ଗାନ୍ଧୀ ଜୟନ୍ତୀ ଉତ୍ସବକୁ କୋଭିଡ କଟକଣା ମଧ୍ୟରେ ପାଳନ ହେବ । ଏଥିପାଇଁ ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ,ଗଞ୍ଜାମଙ୍କ ପକ୍ଷରୁ ମିଳିତ ଭାବେ ପାଳନ କରିବା ନିମନ୍ତେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ଜିଲ୍ଲା ସ୍ତରୀୟ ଉତ୍ସବ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବା ସୂଚନା ମିଳିଛି । ଏହି କାର୍ଯ୍ୟକ୍ରମ ମଧ୍ୟରେ ଗାନ୍ଧିଜୀ ଓ ଓଡିଶା ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହେବା ସହ ଭର୍ଚୁଆଲ ମୋଡ଼ରେ ଛାତ୍ର ଛାତ୍ରୀ ମାନଙ୍କ ସକାଶେ ପ୍ରବନ୍ଧ ଲିଖନ ଏବଂ ବତ୍କୃତା ପ୍ରତିଯୋଗିତା ହେବା ନିଶ୍ଚିତ ହୋଇଛି । ଜିଲ୍ଲାର ଅଷ୍ଟମ,ନବମ ଓ ଦଶମ ଶ୍ରେଣୀ(କନିଷ୍ଠ ବର୍ଗ),ଓ ଯୁକ୍ତ ୨ଏବଂଯୁକ୍ତ ୩(ବରିଷ୍ଠ ବର୍ଗ)ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଉକ୍ତ ପ୍ରତିଯୋଗିତା ଚଳିତ ମାସ ୩୦ ତାରିଖରେ ଅନୁଷ୍ଠିତ । ପ୍ରବନ୍ଧ ଲିଖନରେ ଅଂଶ ଗ୍ରହଣ କରିବାକୁ ଇଛୁକ ଥିବା ଛାତ୍ର ଛାତ୍ରୀ ୮୩୨୭୭୬୮୮୩୪ ୱାଟସ ଆପ ନମ୍ବର ଏବଂ ବତ୍କୃତାରେ ଅଂଶ ଗ୍ରହଣ କରିବାକୁ ଇଛୁକ ଛାତ୍ର ଛାତ୍ରୀ ୯୬୯୨୨୩୩୩୨୪ ନମ୍ବରରେ ନାମ ପଞ୍ଜିକରଣ କରିବା ବିଧେୟ ରହିଛି।ପ୍ରବନ୍ଧଟି ୨୫୦ଟି ଶବ୍ଦ ମଧ୍ୟରେ ସୀମିତ ରହିବା ଆବଶ୍ୟକ ଅଟେ । ବିଷୟ ବସ୍ତୁ ପୂର୍ବାହ୍ନ ୧୧ଘ ସମୟରେ ଦିଆଯିବ ଏବଂ ୧୧.୪୫ ମି ସୁଦ୍ଧା ଲେଖି ଉଲ୍ଲିଖିତ ଆପରେ ପଠାଇବାକୁ ହେବ । ଏଥିପାଇଁ କିଛିଟା କଟକଣା ଲାଗୁ କରାଯାଇଛି । ପ୍ରବନ୍ଧ ଶେଷରେ ପ୍ରତିଯୋଗୀଙ୍କ ଦସ୍ତଖତ ସହ ଏହା

ମୋ ନିଜସ୍ୱ ଲେଖା ଏବଂ ଏହା କୌଣସି ଠାରୁ ନକଲ କରିନାହିଁ କିମ୍ବା ମୋ ନିମନ୍ତେ ଅନ୍ୟ କେହି ଲେଖି ନାହାନ୍ତି ବୋଲି ଉଲ୍ଲେଖ କରିବା ବାଧ୍ୟତାମୂଳକ ହୋଇଛି । ଅନ୍ୟ ପକ୍ଷରେ ବତ୍କୃତା ପ୍ରତିଯୋଗିତା ପାଇଁ ୩ ମିନିଟର ସମୟ ସୀମା ରହିଛି।ପ୍ରତିଯୋଗୀମାନେ ବତ୍କୃତା ଟିକୁ ଭିଡ଼ିଓ ରେକଡ଼ିଂ କରି ପ୍ରଦତ୍ତ ଆପରେ ପଠାଇବେ । ବିଷୟବସ୍ତୁ ପୂର୍ବାହ୍ନ ୧୦ଘ ରେ ପ୍ରଦାନ କରାଯିବ ଏବଂ ୧୦.୩୦ ସୁଦ୍ଧା ୩ ମିନିଟରେ ପ୍ରସ୍ତୁତ କରି ପଠାଇବେ । ପ୍ରତିଯୋଗୀମାନେ ସେମାନଙ୍କ ନାମ,ପିତା/ଅଭିଭାବକଙ୍କ ନାମ,ଶିକ୍ଷାନୁଷ୍ଠାନର ନାମ, ଶ୍ରେଣୀ ଓ ବୟସ ସହ କେଉଁ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ତାହା ଉଲ୍ଲେଖ କରି ଚଳିତ ମାସ ୨୯ ତାରିଖ ପୂର୍ବାହ୍ନ ୧୦ଘଣ୍ଟା ସୁଦ୍ଧା ପଞ୍ଜିକରଣ କରାଇ ନେବା ପାଇଁ ଜିଲ୍ଲା ପ୍ରଶାସନ ଅନୁରୋଧ କରିଛନ୍ତି । ବିଶେଷ କରି ପ୍ରତିଯୋଗୀମାନେ କେବଳ କୌଣସି ଗୋଟିଏ ପ୍ରତିଯୋଗିତାରେ ଭାଗ ନେଇପାରିବେ ବୋଲି ସୂଚିତ ହୋଇଛି । କୃତୀ ପ୍ରତିଯୋଗୀ ମାନେ ଅକ୍ଟୋବର ୨ ତାରିଖରେ ଛତ୍ରପୁର ଠାରେ ଆୟୋଜିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉତ୍ସବରେ ପୁରସ୍କୃତ ହେବେ ବୋଲି ସୂଚନା ମିଳିଛି । ହିଞ୍ଜିଳି ସହର ତଥା ବ୍ଲକ ଅଞ୍ଚଳର ଉତ୍ସାହୀ ଛାତ୍ର ଛାତ୍ରୀ ଗଣ ଉପରୋକ୍ତ ୨ ଆପ ରେ ଯୋଗାଯୋଗ ଓ ଅଂଶ ଗ୍ରହଣ କରିବା ସହ କୃତକାର୍ଯ୍ୟ ହେବା ନିମନ୍ତେ ବୁଦ୍ଧିଜୀବୀ ମାନେ ଆଶା ପ୍ରକଟ କରିଛନ୍ତି । ( ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱର୍ଣ୍ଣ ପଦକ ବିଜେତା ଭାରତୀୟ ହ୍ୟାଣ୍ଡବଲ୍ ଖେଳାଳି ସ୍ୱସ୍ତିକ ମହାପ୍ରସାଦ ପତିଙ୍କୁ ସମ୍ବର୍ଦ୍ଧନା

ସ୍ୱର୍ଣ୍ଣ ପଦକ ବିଜେତା ଭାରତୀୟ ହ୍ୟାଣ୍ଡବଲ୍ ଖେଳାଳି ସ୍ୱସ୍ତିକ ମହାପ୍ରସାଦ ପତିଙ୍କୁ ସମ୍ବର୍ଦ୍ଧନା

June 17, 2026
ତିନିରଥରେ ଘୋଡା ଲାଗିବା ପାଇଁ ଚାରପରିଛା ଫିଟିଙ୍ଗ

ତିନିରଥରେ ଘୋଡା ଲାଗିବା ପାଇଁ ଚାରପରିଛା ଫିଟିଙ୍ଗ

June 17, 2026
ପୁରୀ ରେ ବରିଷ୍ଠ ନିର୍ବାଚନ ଡେପୁଟି କମିଶନର : କ୍ଷେତ୍ର ପରିଦର୍ଶନ ସହ ଏସଆଇଆର କାର୍ଯ୍ୟ ର କଲେ ସମୀକ୍ଷା

ପୁରୀ ରେ ବରିଷ୍ଠ ନିର୍ବାଚନ ଡେପୁଟି କମିଶନର : କ୍ଷେତ୍ର ପରିଦର୍ଶନ ସହ ଏସଆଇଆର କାର୍ଯ୍ୟ ର କଲେ ସମୀକ୍ଷା

June 17, 2026
ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱର୍ଣ୍ଣ ପଦକ ବିଜେତା ଭାରତୀୟ ହ୍ୟାଣ୍ଡବଲ୍ ଖେଳାଳି ସ୍ୱସ୍ତିକ ମହାପ୍ରସାଦ ପତିଙ୍କୁ ସମ୍ବର୍ଦ୍ଧନା

ସ୍ୱର୍ଣ୍ଣ ପଦକ ବିଜେତା ଭାରତୀୟ ହ୍ୟାଣ୍ଡବଲ୍ ଖେଳାଳି ସ୍ୱସ୍ତିକ ମହାପ୍ରସାଦ ପତିଙ୍କୁ ସମ୍ବର୍ଦ୍ଧନା

June 17, 2026
ତିନିରଥରେ ଘୋଡା ଲାଗିବା ପାଇଁ ଚାରପରିଛା ଫିଟିଙ୍ଗ

ତିନିରଥରେ ଘୋଡା ଲାଗିବା ପାଇଁ ଚାରପରିଛା ଫିଟିଙ୍ଗ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version