• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଣ୍ଡାଗାଁ ଠାରେ ହିନ୍ଦୀ ସପ୍ତାହ ପାଳିତ – କଳାହାଣ୍ଡି

Proprietor Abhimanyu Maharana by Proprietor Abhimanyu Maharana
September 27, 2020
in Uncategorized, ଓଡ଼ିଶା, ହୋମ୍
0
ମୁଣ୍ଡାଗାଁ ଠାରେ ହିନ୍ଦୀ ସପ୍ତାହ ପାଳିତ – କଳାହାଣ୍ଡି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ସେପ୍ଟେମ୍ବର,ରବିବାର) କଳାହାଣ୍ଡି :- ଲାଞ୍ଜିଗଡ ବ୍ଲକ, କମର୍ଦ୍ଧା ପଞ୍ଚାୟତ ଅନ୍ତର୍ଗତ ମୁଣ୍ଡାଗାଁ ଠାରେ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଓ ଡ଼କ୍ଟର ଭୀମ ରାଓ ଆମ୍ବେଦକର କ୍ଳବ ଏବଂ ରାଧା କୃଷ୍ଣ ଯୁବକ ସଂଘର ମିଳିତ ସହଯୋଗରେ ହିନ୍ଦୀ ସପ୍ତାହ ପାଳନ କରାଯାଇଛି । ଏଥିରେ କମର୍ଦ୍ଧl ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ କାନ୍ତି ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଡ଼କ୍ଟର ଭୀମ ରାଓ ଆମ୍ବେଦକର କ୍ଳବର ସଭାପତି ବିଭୁତି ଭୂଷଣ ତାଣ୍ଡି ଓ ରାଧା କୃଷ୍ଣ ଯୁବକ ସଙ୍ଘର ସଭାପତି ତଥା କମର୍ଦ୍ଧl ପଞ୍ଚାୟତ ବିଜେଡି ଯୁବ ସଭାପତି ନିମନ୍ତ୍ରିତ ଅତିଥିଭାବେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ଟିକୁ ରାଷ୍ଟ୍ରୀୟ ଯୁବ ସ୍ବେଛାସେବୀ ଲାଞ୍ଜିଗଡ ଶ୍ରୀଯୁକ୍ତ ସାମନ୍ତ ମାଝୀ ପରିଚାଳନା କରିଥିଲେ । ହିନ୍ଦୀ ଆମର ରାଷ୍ଟ୍ର ଭାଷା ହୋଇଥିବlରୁ ସମସ୍ତ ଭାରତୀୟ ନାଗରିକ ହିନ୍ଦୀ ଜାଣିବା ନିତାନ୍ତ ଆବଶ୍ୟକ ଏବଂ ହିନ୍ଦୀ ଭାଷାର ବିଶ୍ୱ ବ୍ୟାପି ପ୍ରଚାର ପ୍ରସାର କରିବା ସମସ୍ତ ଭାରତୀୟ ନାଗରିକଙ୍କର କର୍ତ୍ତବ୍ୟ ବୋଲି ଡ଼କ୍ଟର ଭୀମ ରାଓ ଆମ୍ବେଦକର କ୍ଳବର ସଭାପତି ଶ୍ରୀଯୁକ୍ତ ବିଭୁତି ଭୂଷଣ ତାଣ୍ଡି ତାଙ୍କ ଉଦବୋଧନରେ ପ୍ରକାଶ କରିଥିଲେ ।

ହିନ୍ଦୀ ଭାଷା ମାଧ୍ୟମରେ ରାଷ୍ଟ୍ରୀୟ ଏକତା ଓ ଅଖଣ୍ଡତା ବଜାୟ ରହିବା ସହିତ ରାଷ୍ଟ୍ରୀୟ ଭାତୃଭାଵ ଦୃଢ଼ ହେବ ବୋଲି ସେ ଦୃଢ଼ତାର ସହ ପ୍ରକାଶ କରିଥିଲେ । ଏହି ଅବସରରେ ହିନ୍ଦୀ ଭାଷା ବିନା ଆମେ ଅନ୍ୟ ରାଜ୍ୟରେ ନିଜର ଭାବ ପ୍ରକାଶ କରିବାରେ ସକ୍ଷମ ହେବା ନାହିଁ, ତେଣୁ ହିନ୍ଦୀ ଭାଷା ଜାଣିବା ଅତ୍ୟନ୍ତ ଜରୁରୀ ବୋଲି ସରପଞ୍ଚ ଶ୍ରୀମତୀ କାନ୍ତି ପାତ୍ର କହିଥିଲେ । ରାଷ୍ଟ୍ରୀୟ ଯୁବ ସ୍ବେଛାସେବୀ ଶ୍ରୀଯୁକ୍ତ ସାମନ୍ତ ମାଝୀ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ଉପରେ ଗୁରୁତ୍ୱ ଦେଇଥିଲେ । ଏହି ଅବସରରେ ‘ହିନ୍ଦୀ ସପ୍ତାହ ‘ଉପରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ କରାଯାଇ କୃତି ପ୍ରତିଯୋଗୀ ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା । ଏଥିରେ ବିଭୁତି ଭୂଷଣ ତାଣ୍ଡି ପ୍ରଥମ ସାହିଲ ତାଣ୍ଡି ଦ୍ୱିତୀୟ ରାଧେଶ୍ୟାମ ଭୋଇ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଏହି କାର୍ଯ୍ୟକ୍ରମରେ ୩୦ ଜଣ ଯୁବକ ଭାଇ ମାନେ ଭାଗ ନେଇଥିଲେ । ଶେଷରେ ସରପଞ୍ଚ ସମସ୍ତଙ୍କୁ ଧନ୍ୟବାଦ ଦେଇ କାର୍ଯ୍ୟକ୍ରମ ସମାପ୍ତ କରାଯାଇଥିଲା । (ରିପୋର୍ଟ ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version