• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅସହାୟକୁ ସାହାଯ୍ୟ ମିଳିବ କେବେ ? ଜିଲ୍ଲା ପ୍ରଶାସନ ଦୃଷ୍ଟି ଦିଅନ୍ତୁ – ବରଗଡ଼ ଆମ୍ବାଭୋନା

Proprietor Abhimanyu Maharana by Proprietor Abhimanyu Maharana
September 27, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଅସହାୟକୁ ସାହାଯ୍ୟ ମିଳିବ କେବେ ? ଜିଲ୍ଲା ପ୍ରଶାସନ ଦୃଷ୍ଟି ଦିଅନ୍ତୁ – ବରଗଡ଼ ଆମ୍ବାଭୋନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ସେପ୍ଟେମ୍ବର,ରବିବାର) ବରଗଡ଼ :- ରାଜ୍ୟ ସରକାର ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା କରିଥିଲେ ମଧ୍ୟ ଏହାର ସଫଳ ଋପାୟନ ସରକାରୀ ବାବୁ ମାନଙ୍କ ଦ୍ବାରା ହୋଇ ପାରୁନଥିବାରୁ ସାଧାରଣ ମନୁଷ୍ୟ ଭଲ ଭାବେ ବଞ୍ଚିବା ପାଇଁ ରାହା ଖୋଜୁଛି । ସୂଚନା ମତେ ବରଗଡ଼ ଜିଲ୍ଲା ଆମ୍ବାଭୋନା ବ୍ଲକ ମହକୁମା ରେ ଗଣେଶ ପଟେଲ ନାମକ ୯୦ ବର୍ଷ ବୟସର ବୃଦ୍ଧ ଙ୍କ ମାଟି ଛପର ଘର ଗତ ଲଗାଣ ବର୍ଷା ରେ ଭାଙ୍ଗି ଯାଇଥିଲା । ସେଇ ଦିନ ପରଠାରୁ ସେ ନିକଟସ୍ଥ ବସଷ୍ଟାଣ୍ଡ ଯାତ୍ରୀ ପ୍ରତୀକ୍ଷାଳୟରେ ଆଶ୍ରୟ ନେଇଛନ୍ତି । ସେ ସମୟରେ ଏହି ବ୍ଲକ୍ ଅଞ୍ଚଳରେ ବନ୍ୟା ର ଭୟାବହତା ଯୋଗୁଁ ତାଙ୍କ ପ୍ରତି ସରକାରୀ ବାବୁ ଦୃଷ୍ଟି ପଡି ପାରି ନଥିଲା ।

ପରବର୍ତ୍ତୀ ସମୟରେ ସ୍ଥାନୀୟ କେତେକ ସ୍ବେଚ୍ଛାସେବୀ ମାନେ ବିପଦ ସ°କୁଳ ଅବସ୍ଥା ରେ ଥିବା ଯାତ୍ରୀ ପ୍ରତୀକ୍ଷାଳୟରେ ମୁମୁର୍ଷ ଅବସ୍ଥା ରେ ବୃଦ୍ଧ ଙ୍କୁ ଦେଖି ଖାଦ୍ୟପେୟ ଯୋଗାଇ ଦେବା ସହ ଏ ସମ୍ପର୍କରେ ସ୍ଥାନୀୟ ସରକାରୀ ଅଧିକାରୀ ଙ୍କୁ ଜଣାଇଥିଲେ । ତେବେ ଏହାର କୈାଣସି ପ୍ରତିକାର ନ ହେବାରୁ ଟ୍ବିଟର ମାଧ୍ୟମରେ ରାଜ୍ୟ ସରକାର ଙ୍କ ବରିଷ୍ଠ ଅଧିକାରୀ ତଥା ଏସ ଆର ସି ପ୍ରଦୀପ ଜେନା ଙ୍କୁ ଜଣାଇଥିଲେ । ସେ ସଙ୍ଗେ ସଙ୍ଗେ ଜିଲ୍ଲାପାଳ ଙ୍କୁ ଏଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ବରଗଡ଼ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅମ୍ବାଭୋନା ବ୍ଳକ ଉନ୍ନୟନ ଅଧିକାରୀ ବୃଦ୍ଧ ଗଣେଶଙ୍କ ପାଖକୁ

ଆସି ହିମରିକା ବ୍ୟବସ୍ଥା ସ୍ଵରୁପ ପୋଲିଥିନ,ଓ ଶୁଖିଲା ଖାଦ୍ୟ ପଦାର୍ଥ ଯୋଗଇଥିଲେ । ହେଲେ ଏ ପରିଣତି ବୟସରେ ସେ ସେ ଏକା ପୋଲିଥିନ ଟାଣିବେ କିପରି, ଘରେ ରହିବେ କିପରି ? ଆଜି ମଧ୍ୟ ସେ ସେହି ବସଷ୍ଟାଣ୍ଡ ଯାତ୍ରୀ ପ୍ରତୀକ୍ଷାଳୟରେ ଆଶ୍ରୟ ନେଇଛନ୍ତି। ସରକାରୀ ବାବୁଙ୍କୁ ଅପେକ୍ଷା କରିଛନ୍ତି। ନିରାଶ୍ରୟ ଗଣେଶ ଙ୍କୁ ଆଶ୍ରୟ ମିଳି ପାରିବ ତ ? ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ( ସତ୍ୟ ନାରାୟଣ ପ୍ରଧାନ, ବରଗଡ଼)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version