• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ସମାରୋହ ଅନୁଷ୍ଠିତ : ବିବାହ କଲେ ୬୭ ବର କନ୍ୟା,ପରିବାର ଦେଲେ ସରକାର ଙ୍କୁ ଧନ୍ୟବାଦ

Proprietor Abhimanyu Maharana by Proprietor Abhimanyu Maharana
April 22, 2026
in ଓଡ଼ିଶା, ପୁରୀ, ହୋମ୍
0
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ସମାରୋହ ଅନୁଷ୍ଠିତ : ବିବାହ କଲେ ୬୭ ବର କନ୍ୟା,ପରିବାର ଦେଲେ ସରକାର ଙ୍କୁ ଧନ୍ୟବାଦ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ପୁରୀ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ସମାରୋହ ବଗଲା ଧର୍ମଶାଳା ପରିସରରେ ଅନୁଷ୍ଠିତ ହୋଇଥିଲା।ଏଥିରେ ୬୭ ବର କନ୍ୟା ବିବାହ ସୂତ୍ରରେ ଆବଦ୍ଧ ହୋଇଥିଲେ । ଏହି ଉପଲକ୍ଷେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଭିଡିଓ ବାର୍ତ୍ତା ମାଧ୍ୟମରେ ଯୋଗ ଦେଇ ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଏକ ଐତିହାସିକ ଯୋଜନା ବୋଲି କହିଥିଲେ । ଅନେକ ଗରିବ ଓ ଅସହାୟ ପରିବାର ରେ କନ୍ୟା ବିବାହ ଏକ କଷ୍ଟ ଦାୟକ ବ୍ୟାପାର ହୋଇଥାଏ।ଆର୍ଥିକ ଦୃଷ୍ଟି କୋଣରୁ ଅନେକ କନ୍ୟା ବିବାହ ରୁ ବଞ୍ଚିତ ହୋଇଥାନ୍ତି ।

କିନ୍ତୁ ସରକାରଙ୍କ ର ଏହି ମହତ୍ତ୍ୱକାଂକ୍ଷୀ ଯୋଜନା ସେମାନଙ୍କ ପାଇଁ ବରଦାନ ସଦୃଶ୍ୟ ହୋଇଛି ବୋଲି ସେ କହିବା ସହ ସମସ୍ତ ନବ ଦମ୍ପତି ଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର,ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଓ ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇ ଏହି ଯୋଜନା ମାଧ୍ୟମରେ ଆର୍ଥିକ ଦୁର୍ବଳ, ଗରିବ ଓ ଅସହାୟ ପରିବାର କେବଳ ଉପକୃତ ହେବେ ନାହିଁ ବରଂ ଏକ ନୂଆ ପରିବାର ଘର ଓ ପରିବାର ବସାଇବାର ସ୍ବପ୍ନ କୁ ସାକାର କରି ପାରିବେ ।

ବିବାହ ସ୍ବର୍ଗରୁ ସ୍ଥିର ହୋଇଥାଏ ବୋଲି ପ୍ରବାଦ ରହିଛି।ତାହାକୁ ସାମୁହିକ ବିବାହ ମାଧ୍ୟମରେ ଆୟୋଜନ କରିବାର ପରିକଳ୍ପନା ବହୁତ ସୁନ୍ଦର ଓ ହୃଦୟସ୍ପର୍ଶୀ ବୋଲି କହିଥିଲେ।ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିବା ସହ ସମସ୍ତଙ୍କୁ ସ୍ବାଗତ କରିଥିଲେ । ପରେ ଅତିଥି ମାନେ ବିବାହ ମଣ୍ଡପ ର ସମସ୍ତ ନବ ଦମ୍ପତି କୁ ପୁଷ୍ପ, ଅକ୍ଷତ ଇତ୍ୟାଦି ବିଞ୍ଚି ଆଶୀର୍ବାଦ ପ୍ରଦାନ କରିଥିଲେ । ସମ୍ମାନପୂର୍ଣ୍ଣ କୁ ପ୍ରୋତ୍ସାହନ ଓ ଆଇନ ଅନୁସାରେ ବିବାହ କରିବାକୁ ସହାୟତା, ଅର୍ଥନୈତିକ ଦୁର୍ବଳ ପରିବାରର ଝିଅ ଙ୍କ ବିବାହ ଖର୍ଚ୍ଚ ହ୍ରାସ, ବାଲ୍ୟ ବିବାହ ଓ ଯୌତୁକ ପ୍ରଥା କୁ ନିରୁତ୍ସାହିତ କରିବା,

ବିଧବା ପୁନର୍ବିବାହକୁ ସମର୍ଥନ ଓ ସାମାଜିକ ସୁଧାର କ୍ଷେତ୍ରରେ ସହାୟତା କରିବା ଲକ୍ଷ୍ୟରେ ଏହା ଅଧିକ ଫଳପ୍ରଦ ହୋଇ ପାରିବ । ଏହି ଅବସରରେ ନବ ଦମ୍ପତି ଙ୍କୁ ବିବାହ ପ୍ରମାଣପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା । ସରକାରଙ୍କ ଏହି ଯୋଜନା ମାଧ୍ୟମରେ ପ୍ରତ୍ୟେକ ନବଦମ୍ପତି ଙ୍କ ପାଇଁ ୬୦ ହଜାର ଟଙ୍କା ର ବ୍ୟବସ୍ଥା କରାଯାଇଛି । ଏଥିରୁ ୪୫ ହଜାର ଟଙ୍କା ଦମ୍ପତି ଙ୍କ ଆକାଉଣ୍ଟ କୁ ଯିବ।ଅନ୍ୟ ୧୫ ହଜାର ଟଙ୍କା ରେ ବିବାହ ମଣ୍ଡପ ଠାରୁ ଆରମ୍ଭ କରି ବିବାହ ର ସମସ୍ତ ବ୍ୟବସ୍ଥା, ଭୋଜି ଆୟୋଜନ ଇତ୍ୟାଦି ବ୍ୟବସ୍ଥା ସଂପୃକ୍ତ ଏଜେନ୍ସି କରିବେ ।

ଆଜିର ସମାରୋହରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ପ୍ରମୁଖ ଯୋଗ ଦେଇଥିଲେ । ଶେଷରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା ଧନ୍ୟବାଦ ଅର୍ପଣ କରିଥିଲେ । ପତିତା ଉଦ୍ଧାର ସମିତି ଏହାର ଆୟୋଜନ ଦାୟିତ୍ୱ ନେଇ ସମସ୍ତ କାର୍ଯ୍ୟ କୁ ସୁନ୍ଦର ଭାବେ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମ ଜିଲ୍ଲା ପ୍ରଶାସନ ର ସମସ୍ତ ଅଧିକାରୀ, କର୍ମଚାରୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version