• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏପ୍ରିଲ ୨୬ ରେ ୧୭ତମ ଅଲଇଣ୍ଡିଆ ନୀଳାଚଳ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଣ୍ଟ

Proprietor Abhimanyu Maharana by Proprietor Abhimanyu Maharana
April 23, 2026
in ଓଡ଼ିଶା, ପୁରୀ, ହୋମ୍
0
ଏପ୍ରିଲ ୨୬ ରେ ୧୭ତମ ଅଲଇଣ୍ଡିଆ ନୀଳାଚଳ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଣ୍ଟ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଏପ୍ରିଲ ୨୬ରେ ୧୭ ତମ ଅଲଇଣ୍ଡିଆ ନୀଳାଚଳ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଣ୍ଟ ତାଳବଣିଆ ସ୍ଥିତ ଜଗନ୍ନାଥ ଷ୍ଟାଡିୟମରେ ଆରମ୍ଭ ହୋଇ ମେ ୩ ତାରିଖ ଉଦଯାପିତ ହେବ । ଏ ସମ୍ପର୍କରେ ବୁଧବାର ପୂର୍ବାହ୍ନରେ ସ୍ବର୍ଗଦ୍ବାର ନିକଟ ବଙ୍ଗଲକ୍ଷ୍ମୀ ହୋଟେଲ ସଭାଗୃହରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟର ସଂସ୍କରଣ ପାୟୋନିୟର କ୍ଲବର ସଦସ୍ଯ ତଥା ପୁରୀ ଆଥେଲେଟିକ ଆସୋସିଏସନର ପୂର୍ବତନ କ୍ରିକେଟ ସଚିବ ସ୍ବର୍ଗତ ଜଗଦୀଶ ଚନ୍ଦ୍ର ରାଉତରାୟଙ୍କ ସ୍ମୃତିରେ ଉତ୍ସର୍ଗୀକୃତ କରାଯିବ ।

ଏହି ଖେଳ ୪୦ ଓଭର ଖେଳାଯିବ । ଏଥିରେ ୮ ଟି ଦଳ ଅଂଶଗ୍ରହଣ କରିବେ । ଦିଲ୍ଲୀ, କୋଲକାତା, କଟକ, ରାଉରକେଲା, ବାଲେଶ୍ବର ଓ ପୁରୀରୁ ପ୍ରତେକ ଗୋଟିଏ ଲେଖାଁଏ ଟିମ ଏଥିରେ ଅଂଶଗ୍ରହଣ କରିବେ । ଭୁବନେଶ୍ୱରରୁ ୨ଟି ଟିମ ଏହିପରି ସମୁଦାୟ ୮ ଟି ଅଂଶଗ୍ରହଣ କରିବେ । ଚାମ୍ପିଅନ ଦଳକୁ ଏକଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବ ।ଧାବନକାରୀ ଦଳକୁ ୭୦ ହଜାର ଟଙ୍କା ଓ ଟ୍ରଫି,ମ୍ଯାନ ଅଫ ଦି ସିରିଜ କୁ ୭ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବ । ଏହା ସହ ଫାଇନାଲ ଖେଳରେ ମ୍ଯାନ ଅଫ ମ୍ଯାଚ ପାଇଥିବା ଖେଳାଳିଙ୍କୁ ୩ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବ ।

ଲିଗ ମ୍ଯାଚରେ ମ୍ଯାନ ଅଫ ମ୍ଯାଚ କୁ ୨ ହଜାର ଟଙ୍କା ଓ ଟ୍ରଫି, ଶ୍ରେଷ୍ଠ ବୋଲର, ଶ୍ରେଷ୍ଠ ବ୍ୟାଟସମ୍ୟାନ ଓ ଶ୍ରେଷ୍ଠ କ୍ଷେତ୍ର ରକ୍ଷକ ପ୍ରତେକଙ୍କୁ ୫ ହଜାର ଟଙ୍କା ଓ ଟ୍ରଫି ପ୍ରଦାନ କରାଯିବ ବୋଲି ଆୟୋଜକ କହିଛନ୍ତି । ନୀଳାଚଳ ଟ୍ରଫିର ସଭାପତି ମାଧବଚନ୍ଦ୍ର ଖୁଣ୍ଟିଆ, ଉପସଭାପତି ସୁନିଲ ମହାପାତ୍ର, ସମ୍ପାଦକ ହରେଶ କୁମାର ମିଶ୍ର, ଅଭ୍ୟର୍ଥନା କମିଟି ଚେୟାରମ୍ୟାନ ଇଂ ରାଜେଶ କୁମାର ମିଶ୍ର, ଯୁଗ୍ମ ସମ୍ପାଦକ ଅଗ୍ନେଶ ରାୟ,

କୈଳାସ ଜେନା,ନରେନ୍ଦ୍ର ମହାପାତ୍ର, ରାକେଶ ରାଉତରାୟ ଓ ସୁମନ ମିଶ୍ର, କୋଷାଧ୍ୟକ୍ଷ ପ୍ରବୀଣ କୁମାର ବେଉରା, କମିଟି ସଭ୍ଯ ରଜନୀକାନ୍ତ ପୃଷ୍ଟି, ଦୀପକ ମହାନ୍ତି, ଦେବକାନ୍ତ ରାୟ, ପୁଲକ ମହାନ୍ତି, ସିଦ୍ଧାର୍ଥ ଜେନା, ସୁମନ ମିଶ୍ର, ରବିନାରାୟଣ ମହାନ୍ତି ଓ କାଳୀପ୍ରସନ୍ନ ଷଡଙ୍ଗୀ ପାୟୋନିୟର କ୍ଲବ ସଭାପତି ଶକ୍ତି ମିଶ୍ର, ସମ୍ପାଦକ ସଞ୍ଜୀବ ଦଇତାପତି, ଉପସଭାପତି ମୋହରି ପ୍ରତିହାରୀ ଓ ପାୟୋନିୟର କ୍ଲବ ଓ ନୀଳାଚଳ ଟ୍ରଫିର ସମସ୍ତ ସଦସ୍ଯ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version